-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଓ ଭତ୍ତା ଟଙ୍କା ପ୍ରଦାନରେ ଅନିୟମିତତା ନେଇ ଦାବିପତ୍ର ପ୍ରଦାନ

07-Jul-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଓ ଭତ୍ତା ଟଙ୍କା ପ୍ରଦାନରେ ଅନିୟମିତତାକୁ ନେଇ ଆଜି ଯୁବ ଆଇନଜୀବୀ ତଥା ସୁବର୍ଣ୍ଣପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପୂର୍ବତନ ସଭାପତି ପ୍ରଶାନ୍ତ ଚନ୍ଦ୍ର ଦଣ୍ତସନାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିନିକା ଏନଏସି ସମ୍ଭୁଖରେ ପ୍ରତିବାଦ କରି ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଳି ସୁନିଲ ନରୱନେଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ସହକାରୀ ଯନ୍ତ୍ରୀ ରତ୍ନାକର ଗାଇଗରିଆଙ୍କ ଜରିଆରେ ପଠାଇଛନ୍ତି l ସୂଚନା ଯୋଗ୍ୟ ଯେ ବିନିକା ବିଜ୍ଞାପିତ ପରିଷଦ ତଥା ବ୍ଲକ ଅଞ୍ଚଳର ଗରିବ ଶ୍ରେଣୀର ଲୋକମାନଙ୍କ ପାଇଁ କେନ୍ଦ୍ର ସରକାର ଘର ଯୋଗାଇ ଦେଉଛନ୍ତି l ହେଲେ କେତେକ କର୍ମଚାରୀ ହିତାଧିକାରୀଙ୍କ ଠାରୁ ୫ରୁ୧୦ହଜାର ପର୍ଯ୍ୟନ୍ତ ଵୈଆଇନ ଭାବରେ ଲାଞ୍ଚ ନେଉଥିବାର  ବିଷୟ ସାମନାକୁ ଆସୁଥିବା ବେଳେ ଗରିବ ହିତାଧିକାରୀ କର୍ମଚାରୀଙ୍କ ଧମକରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଠାରେ ଅଭିଯୋଗ କରିବାର ସାହାସ କରିପାରୁ ନାହାନ୍ତି l ଯତ ଫଳରେ ସେମାନେ ଘର ଝଣ୍ଡେ ପାଇଁ ଶୋଷଣର ଶିକାର ହେଉଛନ୍ତି ଏବଂ ଯିଏ ଲାଞ୍ଚ ଦେଇ ନ ପାରିଲା ତାର ଘର ପାଇବାରେ ବିଳମ୍ବ ହେବାସହ ଘର ବିଲ କରିବାରେ ମଧ୍ୟ ଜାଣିଶୁଣି ହଇରାଣ କରାଯାଉଛି l

ଅନ୍ୟପକ୍ଷରେ ସରକାରଙ୍କ ତରଫରୁ ବୃଦ୍ଧବୃଦ୍ଧା ଙ୍କ ଭତ୍ତା ଟଙ୍କା ଠିକ ଭାବରେ ଆସୁଥିଲେ ମଧ୍ୟ ଏହି ପରିଷଦରେ ବୁଢ଼ାବୁଢ଼ୀ ଙ୍କୁ ଭତ୍ତା ଟଙ୍କା ବଣ୍ଟନରେ ଅନିୟମିତତା କରାଯାଉଥିବାରୁ ସେମାନଙ୍କ ଗୁଜୁରାଣ ମେଣ୍ଟାଇବା ଓ ଚଲିବା କଷ୍ଟସାଧ୍ୟ ହୋଇପଡିଛି ବୋଲି ଦାବିପତ୍ରରେ ସେମାନେ ଦର୍ଶାଇଛନ୍ତି l ତେଣୁ ଉପରୋକ୍ତ ସମସ୍ତ ବିଷୟକୁ ତଦନ୍ତ ପରିସରକୁ ନେଇ ଲାଞ୍ଚ ନେଉଥିବା ସରକାରୀ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି l ଏହି ଦାବିପତ୍ର ବେଳେ ବିନିକା ବିଜେପି ପୂର୍ବତନ ନଗର ସଭାପତି ସମ୍ବିତ ନେପାକ,କେଶରୀୟା  ହିନ୍ଦୁ ବାହିନୀର ଉପସଭାପତି ଶମ୍ଭୁପ୍ରସାଦ ହୋତା,ମକୁନ୍ଧ ମେହେର,ବିଜୟ ବେହେରା, ରଞ୍ଜିତ ପଣ୍ଡା,ସତ୍ୟନାରାୟଣ ବଢେଇ,ପ୍ରେମାନନ୍ଦ ପଣ୍ଡା,ସୁନିଲ ସେଠୀ,ସୁଶାନ୍ତ କୁମ୍ଭାର ପ୍ରମୁଖଙ୍କ ସମେତ ବହୁ ହିତାଧିକାରୀ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like