-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||     

HOME   ଜିଲ୍ଲା

ଖେଡପଡା ସେକ୍ସନ ବନପାଳଙ୍କ ଆବାସିକ କାର୍ଯ୍ୟାଳୟ ଉଦ୍ ଘାଟିତ

11-Jul-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ବନାଞ୍ଚଳ ଅଧୀନ ଖେଡପଡା ସେକ୍ସନ ବନପାଳଙ୍କ ଆବାସିକ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି | ଏହି ଉତ୍ସବ ରେ ନୟାଗଡ଼ ବନଖଣ୍ଡ ଅଧିକାରୀ ଧନରାଜ ଏଚଡି ଉଦ୍ଘାଟକ ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବନଖଣ୍ଡ ଅଧିକାରୀ ଅରବିନ୍ଦ ମହାନ୍ତି ଏବଂ ଶ୍ଵେତାଲୀନା ସାହୁ ଏବଂ ସମ୍ମାନିତ ଅତିଥି ଭାବେ ନୟାଗଡ଼ ବନାଞ୍ଚଳ ଅଧିକାରୀ ସୁଶାନ୍ତ ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ |  କରୋନା କଟକଣା ହେତୁ ଉକ୍ତ କାର୍ଯ୍ୟକ୍ରମକୁ ସାଧାରଣ ଭାବେ ସମ୍ପାଦନ କରାଯାଇଛି | ବନପାଳ ସୁମିତ୍ରା ମିଶ୍ର ବନଖଣ୍ଡ ଅଧିକାରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଦେବା ସହିତ ସମସ୍ତ ଅତିଥି ମାନଂକୁ ମଧ୍ୟ ପୁଷ୍ପ ଗୁଚ୍ଛ ପ୍ରଦାନ କରି ନିଜ ଆବାସିକ କାର୍ଯ୍ୟାଳୟ କୁ ପାଛୋଟି ନେଇଥିଲେ | ଧନରାଜ ମହୋଦୟ ଙ୍କ କରକମଳ ରେ ରିବନ କଟା କାର୍ଯ୍ୟ ସମ୍ପର୍ଣ୍ଣ ହେବାପରେ ଅତିରିକ୍ତ ବନଖଣ୍ଡ ଅଧିକାରିଣୀ  ଶ୍ଵେତାଲୀନା ସାହୁ କାର୍ଯ୍ୟାଳୟ ପ୍ରବେଶ ଦ୍ୱାର

ସ୍ଥିତ ଜଗନ୍ନାଥ ଙ୍କ ପାଖରେ ଦୀପ ପ୍ରଜ୍ବଳନ କରି ଧୂପ ପ୍ରଦାନ କରିଥିଲେ | ସମସ୍ତ ପୂଜାବିଧି ସମ୍ପର୍ଣ୍ଣ ହେବାପରେ କରୋନା କଟକଣା ଅନୁଯାୟୀ ଶ୍ରୀମତୀ ମିଶ୍ର ଉପସ୍ଥିତ ସମସ୍ତ ଅତିଥି ତଥା କର୍ମଚାରୀ ମାନଙ୍କୁ ଖାଦ୍ୟ ପ୍ୟାକେଟ ପ୍ରଦାନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026

You Might Also Like