-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||     

HOME   ଜିଲ୍ଲା

ଲକ୍ଷେଘର ଗଣ୍ଡା ସମାଜର ମଙ୍ଗଳଭବନ ପରିସରରେ ବୃକ୍ଷରୋପଣ

11-Jul-2021



କଣ୍ଟାବାଞ୍ଜି (ଆନନ୍ଦ କୁମାର ମୋଟେ): ପରିବେଶକୁ ସବୁଜ ସୁନ୍ଦର କରିବା ପାଇଁ କଣ୍ଟାବାଞ୍ଜି ସ୍ଥିତ ନୂଆପଡା ଲକ୍ଷେଘର ଗଣ୍ଡାସମାଜର ମଙ୍ଗଳଭବନ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା।ଗଣ୍ଡାସମାଜର ସଭାପତି ଦୁଃଖୀଶ୍ୟାମ ରାଏଙ୍କ ପ୍ରଚେଷ୍ଟାରେ ହୋଇଥିବା ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଅତିଥିଭାବେ କଣ୍ଟାବାଞ୍ଜି ବନାଞ୍ଚଳ ଅଧିକାରୀ ଶ୍ରଦ୍ଧାଦେବ

ବଡମାଳି, ପ୍ରକୃତିବନ୍ଧୁ ତଥା ଜୁନିୟର ରେଡକ୍ରସ ପରାମର୍ଶଦାତା ବିରଞ୍ଚି ନାରାୟଣ ଦାଶ, ଫରେଷ୍ଟର ବିନୋଦ ବିହାରୀ ଧରୁଆ, ପ୍ରକୃତିବନ୍ଧୁ ଡୋଳାମଣି ମହତ ଯୋଗ ଦେଇଥିଲେ। ସମସ୍ତଙ୍କ ଉପସ୍ଥିତିରେ ପରିସରରେ ଆମ୍ବ, ଅଁଳା,ବେଲ, ଜାମୁ, କଦମ୍ବ, କରଞ୍ଜ, ହରିଡା ଆଦି ଅନେକ କିସମର ବୃକ୍ଷ ରୋପଣ କରାଯାଇଥିଲା। ଯେଉଁଠି ଜଙ୍ଗଲ ସେଇଠି 

ମଙ୍ଗଳ ସ୍ଳୋଗାନ ଦେବା ସହିତ ବୃକ୍ଷ ରୋପଣରେ ଅରୁଣ କୁମାର ବାଗ, ଚନ୍ଦ୍ରଶେଖର ନାଗ, ଅଭିମନ୍ୟୁ ବାଗ, ଭୀଷ୍ମ ମହାନନ୍ଦ, ସତ୍ୟ ନାରାୟଣ ରାଏ, ପ୍ରେମରାଜ ପାଣିଗ୍ରାହୀ, ଆଶିଷ ଜୈନ, ଲଳିତ ନାଗ, ରୋହିତାଶ୍ୱ ବାଗଙ୍କ ସମେତ ଅନ୍ୟ ବୃକ୍ଷପ୍ରେମୀମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026

You Might Also Like