-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକ କଂଗ୍ରେସ କମିଟି ତରଫରୁ କରୋନା ସଚେତନତା ସହ ମାକ୍ସ ବଣ୍ଟନ

28-Oct-2020



ବଲାଙ୍ଗିର: (ସନ୍ତୋଷ ଠାକୁର)ପୁଇଁନ୍ତଲା ବ୍ଲକ ଖଲିଆପାଲି ପଂଚାୟତ ଅନ୍ତର୍ଗତ ଫଟକରା ଗ୍ରାମରେ ପଂଚାୟତ କଂଗ୍ରେସ କମିଟି ସଭାପତି ଗୋପ ଗୋବିନ୍ଦ ଡାଙ୍ଗଙ୍କ ସଭାପତିତ୍ୱରେ ଓ ବ୍ଲକ ପଂଚାୟତରାଜ ସଂଗଠନ ସଂଯୋଜକ ଯୁବ ଦଳିତ ନେତା ହରି ନନ୍ଦଙ୍କ ସଂଯୋଜନାରେ କରୋନା ସଚେତନତା ସହ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ କମିଟି ପ୍ରବକ୍ତା ସାନନ୍ଦ ମିଶ୍ର ଯୋଗଦାନ କରି ରୋଗୀକୁ ନୁହେଁ ରୋଗ ସହ ଲଢେଇ କରିବା ପାଇଁ ଏବଂ ହାତଧୁଆ ଏବଂ ମାକ୍ସ ଉପରେ ଗୁରୁତ୍ୱ ଦେଇ ସମାଜିକ ଦୂରତା ବଜାୟ ରଖି ରୋଗ ସହ ଲଢେଇ କରିବା ପାଇଁ ଆହ୍ୱାନ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଦଳିତ ନେତା ଜ୍ୟୋତିଷ ମୁଗ୍ରୀ, ପୂର୍ବତନ ସମିତି ସଭ୍ୟ ପ୍ରେମ ମହାକୁର, ରାଜୁ ଛନ୍ଦ, ନଟବର ଡାଙ୍ଗ, ଅଚ୍ୟୁତ କଲତା, ରମେଶ ନନ୍ଦ, ଯୁଗେଶ୍ୱର ପାଣ୍ଡେ, କଷ୍ଟ ନନ୍ଦଙ୍କ ସହ ସମସ୍ତ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026

You Might Also Like