-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ଶାଢ଼ୀ ପ୍ୟାକେଟ୍ ଭିତରୁ ବାହାରିଲା ପୁଳା ପୁଳା ଗଞ୍ଜେଇ

18-Jul-2021



କଳାହାଣ୍ଡି,(ସଞ୍ଜୀବ କୁମାର ଦାସ) : କଳାହାଣ୍ଡି ଜିଲ୍ଲା କେସିଙ୍ଗା ଆଦର୍ଶ ଥାନା ପୋଲିସ୍ ଏକ ବୋଲେରୋ ଗାଡ଼ି(JH 05X6263) ଏକ ବୋଲେରୋ ରୁ ପୁଣି ଗଞ୍ଜେଇ ଜବତ କରିଛି । ଗତ ବିଳମ୍ବିତ ରାତିରେ ବୋଲେରୋ ଗାଡ଼ି ଟି କଳାହାଣ୍ଡି ଜିଲ୍ଲା ଆମପାଣି ଅଞ୍ଚଳ ରୁ ଭବାନୀପାଟଣା, କେସିଙ୍ଗା ସହର ଦେଇ ବଲାଙ୍ଗିର ପଟକୁ ଯାଉଥିବା ସମୟରେ କେସିଙ୍ଗା ଆଇଆଇସି ସତ୍ୟ କୁମାର ନନ୍ଦ ଙ୍କ ନେତୃତ୍ବରେ ପୋଲିସ ବୋଲେରୋ ଗାଡ଼ି କୁ ଅଟକାଇ ଥିଲା ଓ ସନ୍ଦେହ ରେ ଯାଞ୍ଚ କରିଥିଲା । ଯାଞ୍ଚ ବେଳେ ବୋଲେରୋ ଗାଡ଼ି ଭିତରେ ଶାଢ଼ୀ ରହିଥିଲା ବେଳେ ଶାଢ଼ୀ ଭିତରୁ ଗଞ୍ଜେଇ ରହିଥିବା ନେଇ ପୋଲିସ ଜାଣିବାକୁ ପାଇଥିଲା ।

କେସିଙ୍ଗା ଅତିରିକ୍ତ ତହସିଲଦାର ଉପସ୍ଥିତିରେ ଗାଡ଼ି ଭିତରୁ ଗଞ୍ଜେଇ କୁ ଜବତ୍ କରାଯାଇଛି ଓ ପୋଲିସ ସଂପୃକ୍ତ ବୋଲେରୋ ଗାଡ଼ି କୁ ମଧ୍ୟ ଜବତ କରିବା ସହ ଗାଡ଼ି ର ଡ୍ରାଇଭର ଓ ଜଣେ ଯୁବତୀ ସହ ଅନ୍ୟ ଏକ ଯୁବକକୁ ଥାନା ରେ ଅଟକ ରଖି ପଚରାଉଚରା କରୁଛି । ଅଟକ ଥିବା ୩ ଜଣ ବିହାର ଅଞ୍ଚଳର ବୋଲି ଜଣାପଡିଛି । କେସିଙ୍ଗା ଆଦର୍ଶ ଥାନା ପୋଲିସ ଗତ କିଛି ଦିନ ହେଲା ଚୋରା ଚାଲାଣ ଗଞ୍ଜେଇ କୁ ଲଗାତାର ଧରିବାରେ ସଫଳ ହେଉଥିବା ଜଣାପଡ଼ିଛି । ତେବେ ଆଜି ଜବତ୍ ହୋଇଥିବା ଗଞ୍ଜେଇ ର ପରିମାଣ କେତେ ରହିଛି ତାହା ଜଣାପଡ଼ି ନଥିବା ବେଳେ ବର୍ତ୍ତମାନ ସୁଦ୍ଧା ତଦନ୍ତ ଚାଲିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like