-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

କ୍ରାନ୍ତିକାରୀ ନେତା ସତ୍ୟବାଦୀଙ୍କ ଵିୟୋଗ ରେ ଶୋକ ସଭା

18-Jul-2021



ଧର୍ମଗଡ଼(ଜ୍ୟୋତିରଞ୍ଜନ ବେମାଲ): ଶନିବାର ସନ୍ଧ୍ୟରେ ବେହେରା  ଠାରେ ଜଣାଶୁଣା ଦଳିତ ନେତା ସତ୍ୟବାଦୀଙ୍କ ଵିୟୋଗରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି।ସତ୍ୟବାଦୀଙ୍କ ବିୟୋଗ ସମାଜ ପ୍ରତି ଏକ ଅପୁରଣୀୟ କ୍ଷତି ହୋଇଥିବା ବହୁବିଶିଷ୍ଟ ବ୍ୟକ୍ତି ମାନେ ବକ୍ତବ୍ୟ ରଖିଥିଲେ । ସେ ଜଣେ ଜନ ଆନ୍ଦୋଳନକାରୀ ,ଏକାଧାରରେ ଦଳିତ ,ଆଦିବାସୀଙ୍କ କ୍ରାନ୍ତିକାରୀ ଭାବେ ସଦା ନିଜକୁ ଆବୃତ କରି ପାରିଥିଲେ l   ତାଙ୍କ ପ୍ରେରଣାରେ ଯୁବପିଢି ଅନୁପ୍ରାଣିତ ହୋଇ ସମାଜ ପାଇଁ କିଛି କାର୍ଯ୍ୟ କରିପାରିଲେ ହିଁ ବାସ୍ତବରେ ତାଙ୍କ ଆତ୍ମାର ସଦଗତି ପ୍ରାପ୍ତ ହୋଇ ପାରିବ ବୋଲି ବରିଷ୍ଠ ସାମ୍ବାଦିକ ଲକ୍ଷଜ୍ୟୋତି ଜାଲ  ଆହ୍ୱାନ କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ବାବା ସାହେବ ଆମ୍ବେଦକରଙ୍କ ଫୋଟରେ ଲଖିରାମ କଲେଜ ଅଧ୍ୟକ୍ଷ ନିର୍ମଳ ଚନ୍ଦ୍ର ନାଏକ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ୱଗୀୟ ସତ୍ୟବାଦୀଙ୍କ ଫୋଟରେ  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ବୁଦ୍ଧଙ୍କ ମହାମନ୍ତ୍ର ଉଚ୍ଚାରଣ କରାଯାଇ ନିରବ ପ୍ରାଥନା କରାଯାଇଥିଲା।କାର୍ଯ୍ୟକ୍ରମରେ ବିଶିଷ୍ଟ ଶିକ୍ଷାବିତ ପ୍ରେମନାଏକ, ସୁଶୀଲ ଦୁରିଆ, ଭାରତ ଦୁର୍ଗା, ବିରଞ୍ଚି ଖମାରୀ, ସୁବାସ ବାଗ, ଖଗପତି ନାଏକ, ଜ୍ୟୋତି ବେମାଲ, ଚିତ୍ ନାଏକ, ଯଶୋବନ୍ତ ପ୍ରମୁଖ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like