-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କୁ ମାନ୍ୟତା ଦାବିରେ ୟୁ ଜି ସି ର ଟାଳଟୁଳ ନୀତି : ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ

18-Jul-2021



ବଲାଙ୍ଗୀର,(ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲାର ସର୍ବ ପୁରାତନ ରାଜେନ୍ଦ୍ର କଲେଜକୁ ଗତ ୨୦୨୦ ମସିହାରେ ରାଜ୍ୟ ସରକାର ବିଶ୍ୱ ବିଦ୍ୟାଳୟର ମାନ୍ୟତା ଦେଇଥିଲେ । ମାତ୍ର ୟୁଜିସି ଏଥିରେ ଆପତ୍ତି ଉଠାଇ ବିଶ୍ୱବିଦ୍ୟାଳୟ ମାନ୍ୟତା ଦେବାକୁ ମନା କରିଦେଇଛି । ଫଳରେ ହଜାର ହଜାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାର ମଧ୍ୟକୁ ଠେଲି ହୋଇଯାଇଛି ।ଏନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବଲାଙ୍ଗୀର ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।

ପରିଷଦ ପକ୍ଷରୁ କହାଯାଇଛି ଯେ, ରାଜ୍ୟ ସରକାର ବିଜ୍ଞପ୍ତି ଦ୍ୱାରା ନାମକୁ ମାତ୍ର ବିଶ୍ୱବିଦ୍ୟାଳୟ ଘୋଷଣା କରିଛନ୍ତି। ରାଜ୍ୟର କୌଣସି ନୀତିନିୟମ ମାଧ୍ୟମରେ ଏହା ପ୍ରତିଷ୍ଠା କରାଯାଇ ନଥିବା କାରଣରୁ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ୟୁସିଜି ସ୍ୱୀକୃତି ଦେଇନାହିଁ। ଏଭଳି ଅଭିଯୋଗ କରି ଏହା ରାଜ୍ୟ ସରକାରଙ୍କ ଆପାରଗତା ବୋଲି କହାଯାଇଛି। ତୁରନ୍ତ ଏ ଦିଗରେ ଥିବା ସବୁ ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ ବ୍ୟାପକ କରାଯିବ ବୋଲି ଚେତାବନୀ ଦିଆଯାଇଛି।।

ରାଜ୍ୟ ସହସମ୍ପାଦକ ବିଜୟ କଲତା ଓ ନଗର ସମ୍ପାଦକ ରାହୁଲ ପାଣିଗ୍ରାହୀଙ୍କ ନେତୃତ୍ୱରେ ହୋଇଥିବା ବିକ୍ଷୋଭରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ଭେଟି ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଥିଲେ। କୁଳପତି ସବୁ କିଛି ଠିକଠାକ ହେବ ବୋଲି ଆଶ୍ୱାସନା ଦେଇଥିଲେ। ପରିଷଦର ନଗର ସହସମ୍ପାଦକ ସାହିଲ ପାଣିଗ୍ରାହୀ, ସରୋଜ ସାହୁ, ଦୀପକ ମିଶ୍ର, ଲଳିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like