-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଦେଶ ବିଦେଶ

ଶେର ବାହାଦୁର ଦେଉବା ହେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ, ଶୁଭେଚ୍ଛା ଜଣାଇଲେ ମୋଦୀ

19-Jul-2021



କାଠମାଣ୍ଡୁ, (ପ୍ରେରଣା ଖବର ବ୍ୟୁରୋ) : ନେପାଳୀ କଂଗ୍ରେସର ପ୍ରମୁଖ ଶେର ବାହାଦୁର ଦେଉବା ବିଧିବଦ୍ଧ ଭାବେ ନେପାଳର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ରବିବାର ପ୍ରତିନିଧି ସଭା ବୈଠକରେ ଆସ୍ଥା ଭୋଟ୍‌ରେ ବିଜୟୀ ହୋଇଛନ୍ତି ଶେର ବାହାଦୁର । ୨୭୧ ସିଟ୍‌ ବିଶିଷ୍ଟ ସଂସଦରେ ତାଙ୍କ ସମର୍ଥନରେ ୧୬୫ ସାଂସଦ ଭୋଟ୍‌ ଦେଇଥିବା ଜଣାପଡ଼ିଛି। ୧୨ ଜୁଲାଇରେ ସୁପ୍ରିମକୋର୍ଟଙ୍କ ନିର୍ଦେଶ କ୍ରମେ ୧୩ ଜୁଲାଇରେ ଦେଉବାଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତ କରାଯାଇଥିଲା। ୨୧ ମେ’ରେ ଭଙ୍ଗ ହୋଇଥିବା ପ୍ରତିନିଧି ସଭାକୁ ସୁପ୍ରିମକୋର୍ଟ କାର୍ଯ୍ୟକ୍ଷମ ମଧ୍ୟ କରାଇଥିଲେ। ସେପଟେ ଓଲିଙ୍କ ସପକ୍ଷରେ ସମର୍ଥନରେ ୨୩ ସାଂସଦ ଏବଂ ୧୨ ମନ୍ତ୍ରୀ ମତଦାନ କରିଛନ୍ତି।  ତେବେ ନେପାଳର ନୂଆ ପ୍ରଧାନମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like