-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||     

HOME   ଜିଲ୍ଲା

ବାଲିଗୁଡା: ବ୍ଲକ ବିଜେଡି ସଭାପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

19-Jul-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ସମଗ୍ର କନ୍ଧମାଳ ଜିଲ୍ଲା ବିଜେଡ଼ି ବ୍ଲକ୍ ସଭାପତି ମାନଙ୍କ ନାମ ଘୋଷଣା କରିଛନ୍ତି। ସେଥିରେ ବାଲିଗୁଡ଼ା ବ୍ଲକ୍ ସଭାପତି ଟୁନା ଦାସ ଓ

ତୁମୁଡ଼ିବନ୍ଧ ବ୍ଲକ୍ ସଭାପତି ପ୍ରମୋଦ କୁମାର ସାହୁ ପୁଣି ଥରେ ମନୋନୀତ ହୋଇଛନ୍ତି । ଏ ନେଇ ବାଲିଗୁଡା ନଗର ପକ୍ଷରୁ ବ୍ଲକ ବିଜେଡି ସଭାପତି ଟୁନା ଦାସ ଓ ପ୍ରମୋଦ କୁମାର ସାହୁଙ୍କୁ ପୁଷ୍ପଗୁଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା  ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ବାଲିଗୁଡା ବିଧାୟକ ଚକ୍ରମଣି କହଁର ଓ କନ୍ଧମାଳ ବିଜେଡ଼ି ଜିଲ୍ଲା ସଭାପତି ସରୋଜ କର୍ଣ୍ଣ ଙ୍କୁ ମଧ୍ୟ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମ ବାଲିଗୁଡ଼ା ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଅୟୋଜନ 

ହୋଇଥିଲା। ବାଲିଗୁଡ଼ା ଏନଏସି ବିଧାୟକ ପ୍ରତିନିଧି ଅବନିକାନ୍ତ ନାୟକ, ବାଲିଗୁଡ଼ା ନଗର ସଭାପତି ସୁଜିତ କୁମାର ପାଳ, କୁମର ଦଣ୍ଡିଆ, ଦିଲ୍ଲୀପ ବେହେରା, ମନୋରଞ୍ଜନ ନାୟକ, ବରଦା ପ୍ରସାଦ ମିଶ୍ର, ପଦ୍ମନାଭ ପାଣିଗ୍ରାହି ଙ୍କ ସମେତ  ବହୁ ବିଜେଡ଼ି କର୍ମୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026

You Might Also Like