-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||     

HOME   ଜିଲ୍ଲା

ରାମାସ୍ୱାମୀ ମନ୍ଦିର ପୁନଃ ନିର୍ମଣାର ଭିତ୍ତିପ୍ରସ୍ତର ଦେଲେ ବିଧାୟକ 

19-Jul-2021



ବଲାଙ୍ଗିର,(ପ୍ରେରଣା ଖବର): ବଲାଙ୍ଗିର ମାଲପଡା ସ୍ଥିତ ରାମାସ୍ୱାମୀ ମନ୍ଦିରର ପୁନଃ ନିର୍ମାଣ କାର୍ଯ୍ୟପାଇଁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସୋମବାର ସକାଳେ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ବିଧାୟକ ଯୋଗଦେଇ ପୂଜାର୍ଚ୍ଚନା କରିବା ସହ ଭିତ୍ତିପ୍ରସ୍ତର ଦେଇଥିଲେ । ପରେ ମନ୍ଦିର ପରିସରରେ ଆୟୋଜିତ ଏକ ସଭାରେ ମନ୍ଦିରର ପୁନଃନିର୍ମାଣ ପାଇଁ ନିଜ ବିଧାୟକ ପାଣ୍ଟିରୁ ସେ ଖର୍ଚ୍ଚ କରିବେ ବୋଲି ସ୍ଥାନୀୟ ଲୋକଙ୍କୁ ପ୍ରତିଶୃତି ଦେଇଥିଲେ । ଏହା ସହିତ ସ୍ଥାନୀୟ ଲୋକଙ୍କ ସମସ୍ୟା ବିଷୟରେ ବୁଝି ତାର ସମାଧାନ କରିବାକୁ କହିଥିଲେ । ଏହି କାର୍ଯ୍ର‌୍ୟକ୍ରମରେ ରାମାସ୍ୱାମୀ ମନ୍ଦିର ପରିଚାଳନା କମିଟିର ସଭାପତି ଗୋକୁଳ ତରୁଣ , ଉପ ସଭାପତି ଉମାଶଙ୍କର ପଣ୍ଡା , ଯୁଧିଷ୍ଠିର ମିଶ୍ର , ବସୁଦେବ ନାଗ , ରୁତୁ ପଣ୍ଡା , ସୌମ୍ୟଜିତ ସରାଫ , ବୁଲୁ ଦାନି , ନିରଞ୍ଜନ ହାତୀ , ରାଜା ପଣ୍ଡା ,ବ୍ରଜ ମହାପାତ୍ର , ଶଙ୍କର ମାଝୀ , ରବି ମିଶ୍ର , କୁନୁ ବଗର୍ତ୍ତୀ , ଭକ୍ତ ପୋଢ ଙ୍କ ସମେତ ମହିଳା ମଣ୍ଡଳର ସଦସ୍ୟା ମାନେ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026

You Might Also Like