-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଜିଲ୍ଲା

ବହୁ ଚର୍ଚ୍ଚିତ ଦୁଇ ଦାଦନ ଙ୍କ ହାତ କଟା ଘଟଣା , ଅଭିଯୁକ୍ତ କୁ ୧୦ବର୍ଷ କାରାଦଣ୍ଡ ଦଣ୍ଡିତ କଲେ ଧର୍ମଗଡ ଏଡିଜେ।

20-Jul-2021



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )କଳାହାଣ୍ଡି ଜିଲ୍ଲାରେ ଗତ ୨୦୧୩ ମସିହାରେ ୨ ଦାଦନ ଶ୍ରମିକଙ୍କୁ ନିର୍ଯ୍ୟାତନା ଦିଆଯିବା ସହିତ ହାତ କଟାଯିବା ଘଟଣା ରେ  ଅଭିଯୁକ୍ତ ପର୍ଶୁରାମ ନାଏକଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ  ୧0 ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍  ବନ୍ଦନା କର। ବିଗତ ଘଟଣା ରୁ ଜଣାଯାଏ ଯେ,ଗତ ୨୦୧୩ ମସିହାରେ କଳାହାଣ୍ଡି ଜିଲ୍ଲାର କିଛି ଦାଦନଙ୍କୁ ହାଇଦ୍ରାବାଦ ଚାଲାଣ ପାଇଁ ନିଆଯାଉଥିଲା । ଏହାକୁ ୨ ଦାଦନ ନିଳାମ୍ବର ଧଙ୍ଗଡାମାଝୀ ଓ ଦିଆଲୁ ନିଆଲ ବିରୋଧ କରିଥିଲେ ।

ସେଥି ମଧ୍ୟରୁ କିଛି ଦାଦନ ଖସି ପଳେଇ ଆସିବାରେ ସକ୍ଷମ ହୋଇଥିଲେ । ତେବେ ଦାଦନ ସର୍ଦାର ଓ ତାର କିଛି ସହଯୋଗୀ ଏମାନଙ୍କୁ ଗୋଟିଏ ଘରେ ରଖି ନିର୍ଯ୍ୟାତନା ଦିଆଯିବା ସହିତ ୨୦୧୩  ମସିହା ଡିସେମ୍ବର ୧୩ ତାରିଖରେକଳାହାଣ୍ଡି-ବଲାଙ୍ଗୀର ସୀମାର ଏକ ସାଗୁଆନ ଜଙ୍ଗଲରେ ଏହି ଦୁଇ ଦାଦନଙ୍କ ହାତ କାଟି ଦେଇଥିଲେ।
ଏହି ଲୋମହର୍ଷଣକାରୀ ଘଟଣା ସମଗ୍ର ଦେଶରେ ଚହଳ ପକାଇଥିଲା । ଏହି ଘଟଣାରେ ଗତ ୨୪/୧୨/୨୦୧୬ ତାରିଖରେ  ମାନ୍ୟବର ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ ଧର୍ମଗଡ ୮ ଜଣ ଅଭିଯୁକ୍ତ ବିମଳ ରାଉତ, ମଣ୍ଟୁ ନିଆଲ, ଜୟସେନ ଠେଲା, ଅର୍ଜୁନ ଭୋଇ, ବନ ମାଝୀ, ବୈକୁଣ୍ଠ ରାଉତ, ଗଙ୍ଗାଧର ଦାସ ଓ ପରମେ ତୁଣ୍ଡିଙ୍କୁ ଆଜୀବନ କାରାଦଣ୍ଡା ରେ ଦଣ୍ଡିତ କରିଥିଲେ। ତେବେ ଏହି ସମୟରେ ପର୍ଶୁରାମ ମାଝି ନାମକ ଅଭିଯୁକ୍ତ ଫେରାର ହୋଇ ଯାଇଥିଲା।  କେତେ ଦିନ ପରେ ଜୟପାଟଣା ପୁଲିସ ପର୍ଶୁରାମ ମାଝୀ କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।ଆଜି ସମସ୍ତ ସାକ୍ଷୀ ଓ ପ୍ରମାଣଙ୍କ ତଥ୍ୟଭିତ୍ତି କରି ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଶେଷ ଅଭିଯୁକ୍ତ ପର୍ଶୁରାମ ମାଝୀ କୁ ୧୦ ବର୍ଷ ଜେଲଦଣ୍ଡା ଦେଶ ସହ ୧୦ ହଜାର ଟଙ୍କା ଜରିମାନା ରେ ଦଣ୍ଡିତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like