-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରକ୍ତଭଣ୍ଡାର କର୍ମଚାରୀ ଙ୍କ ମହାନତା ଯୋଗୁଁ ଶିଶୁର ଜୀବନ ବଞ୍ଚିଗଲା

21-Jul-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଳକରୁ ଆସିଥିବା ମୋତି ମାଝୀ ନାମକ ୧ବର୍ଷର ଶିଶୁକୁ ଜରୁରୀ  'ଏ' ପଜିଟିଭ ରକ୍ତର ଆବଶ୍ୟକତା ହେଉଥିବା ବେଳେ, ରକ୍ତଭଣ୍ଡାରରେ କୈାଣସି ଗୃପର ରକ୍ତନଥିବା ଓ ପରିସ୍ଥିତିକୁ ହୃଦୟଙ୍ଗମ କରି ଡ୍ୟୁଟିରେ ଥିବା ଟେକ୍ନିସିଆନ୍‌ ସୁଜିତ କୁମାର ସାହୁ ନିଜେ ରକ୍ତଦାନ କରି ସମାଜକୁ ଏକ ସୁନ୍ଦର ଉଦାହରଣ ସୃଷ୍ଟି କରିବା  ସହିତ ଛୁଆଟି ପାଇଁ ଦେବଦୂତ ସାଜିଥିଲେ । ଏହାକୁ ନେଇ ରକ୍ତଭଣ୍ଡାର ଅଧିକାରୀ ଖୁସି ବ୍ୟକ୍ତ କରିବା ସହିତ, ରକ୍ତଭଣ୍ଡାର କର୍ମଚାରୀଙ୍କ ପାଇଁ ଏହା ପ୍ରେରଣାର ଉତ୍ସ ବୋଲି କହିଥିଲେ । ମୋଟିଭେଟର ସୁକାନ୍ତ କୁମାର ବେହେରା ଏହିଭଳି କର୍ମଚାରୀଙ୍କ ସହିତ କାମ କରୁଥିବାରୁ ନିଜକୁ ଗର୍ବିତ ଅନୁଭବ କରୁଥିବା ବ୍ୟକ୍ତ କରିଥିଲେ । ବୁଦ୍ଧିଜୀବୀ ମହଲରେ ଏଥିପାଇଁ ଅନେକ ପ୍ରଶଂସା କରାଯାଇଛି । ଆମେ ଯଦିଓ ରକ୍ତଦାନ ଏମିତି କରିବୁ ତେବେ ଅନ୍ୟମାନେ ଏହାକୁ ଦେଖି ନିର୍ଭିକ ଓ ସ୍ୱତଃ ପ୍ରବୃତ୍ତ ଭାବରେ ରକ୍ତ ଦେବାକୁ ଆଗ୍ରହ ପ୍ରକାଶ କରିବେ ବୋଲି ଶ୍ରୀ ସାହୁ ମତପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026

You Might Also Like