-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||     

HOME   ଜିଲ୍ଲା

ପ୍ରେରଣା ରେ ଖବର ପ୍ରକାଶନ ପରେ.... ବାସହୀନ ଗୌତମଙ୍କ ଦୁଃଖ ବୁଝିଲେ ସରକାର

23-Jul-2021



କଳାହାଣ୍ଡି,କୋକସରା, (ତ୍ରିନାଥ ବେଶ୍ରା ): ଗତ କିଛି ଦିନ ତଳେ ଆମ ପ୍ରେରଣା ଖବର କାଗଜ ( ନ୍ୟୁଜ ପୋର୍ଟାଲ) ରେ ଏହି ଖବର ପ୍ରକାଶ ପାଇଥିଲା  l କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ଗ୍ରାମ ପଞ୍ଚାୟତ ଅଧିନସ୍ଥ ବଡକେନ୍ଦୁୁ ଗୁଡା ଗ୍ରାମରେ ବାସ କରୁଥିବା  ନିରୀହ ଗରିବ ବାସହୀନ ବ୍ୟକ୍ତି ଗୌତମ ନାଗଙ୍କ ଦୁଃଖଦ କାହାଣୀ କୁ ଆମେ ଏହି ପୋର୍ଟାଲ୍ ମାଧ୍ୟମରେ ଲୋକଙ୍କ ପାଖରେ ପହଞ୍ଚାଇ ଥିଲୁ l
  କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ନାଗରିକ ବିକାଶ ସଙ୍ଗଠନ ବ୍ଲକ ସଂଯୋଜକ   ଉପେନ୍ଦ୍ର ସୁନାନୀଙ୍କ  ସମେତ ହେମାମାଳିନୀ ନାଏକ, ମୁକ୍ତା ଠାକୁର  ପ୍ରମୁଖ ଉକ୍ତ   ଗ୍ରାମକୁ ଯାଇ ଘର ନ ଥିବା ଚିହ୍ନଟ କରି ପ୍ରେରଣା ସାପ୍ତାହିକ ଖବର କାଗଜରେ ପ୍ରକାଶ କରାଯାଇ ଥିଲା, ଯାହା ଫଳରେ କୋକସରା  ଗୋଷ୍ଠୀ ଉନୟନ ଅଧିକାରୀ ଶ୍ରୀମତୀ ମନିସା ଦାସ ତୁରନ୍ତ ଏହା ଉପରେ ପଦକ୍ଷେପ ନେଇଥିଲେ l ପରେ ଆମପାଣି ଆର୍ ଆଇ ଆସି ଘର ଚିହ୍ନଟ କରି ଛାଉଣୀ ପାଇ ଏକ ପଲିଥିନ ପ୍ରଦାନ କରିଥଲେ  l

ଏହି  ନାଗଭବରେ ନାଗରିକ ବିକାଶ ସଂଗଠନ ସମାଜର ଆଦିବାସୀ, ଦଳିତ, ନିରୀହ ଲୋକ ମାନଙ୍କର ବିକାଶ ନିମନ୍ତେ କାର୍ଯ୍ୟକରି ଆସୁଅଛି। ଏହି ଲୋକ ମାନଙ୍କୁ ଜିଲ୍ଲା ପ୍ରଶାସନ ସାହାଯ୍ୟର ହାତ ବଢ଼ାଇ ଥିବାରୁ ସରକାରଙ୍କୁ ଧନ୍ୟବାଦ ଦେବାସହ ନାଗରିକ  ବିକାଶ ସଂଗଠନକୁ ମଧ୍ଯ ଧନ୍ୟବାଦ ଦେଇ ଥିଲେ ଗ୍ରାମବାସୀ ମାନେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026

You Might Also Like