-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||     

HOME   ରାଜ୍ୟ

ବାଲେଶ୍ୱର ଜଳସେଚନ ଡ଼ିଭିଜନ୍‌ରେ ଦୁର୍ନୀତି ଓ ଅନିୟମିତତା ଅଭିଯୋଗ

29-Oct-2020



 ଭୁବନେଶ୍ୱର/ବାଲେଶ୍ୱର,: ରାଜ୍ୟରେ ଜଳସେଚନର ଅବସ୍ଥା ବହୁ ଖରାପ ରହିଛି । ଗତ ୧୦ବର୍ଷ ମଧ୍ୟରେ ଜଳସେଚନ ବ୍ୟବସ୍ଥାରେ ଆଶା ଜନକ ବୃଦ୍ଧି ହୋଇନାହିଁ । ସୂଚନାଯୋଗ୍ୟ ଯେ, ଜଳ ସଂପଦ ବିଭାଗର ବେପରୱା କାର୍ଯ୍ୟ ଯୋଗୁ ରାଜ୍ୟରେ ଜଳସେଚନ ବ୍ୟବସ୍ଥା ଆଗକୁ ବଢି ପାରୁନାହିଁ । ଏହି ବିଭାଗରେ ବ୍ୟାପକ ଦୁର୍ନୀତି, ଅନିୟମିତତା ଓ ନିମ୍ନ ମାନର କାର୍ଯ୍ୟ ଯୋଗୁ ଜଳସେଚନ ବ୍ୟବସ୍ଥା ମନ୍ଥର ଗତିରେ ଚାଲିଥିବା ଦେଖାଯାଉଛି । ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଉନଥିବାରୁ କେତେକ ଅଧିକାରୀ ବିଭାଗକୁ ସୁନା ଅଣ୍ଡା ଦିଆ କୁକୁଡ଼ା ଭଳି ବ୍ୟବହାର କରୁଛନ୍ତି । ବିଭିନ୍ନ ଡ଼ିଭିଜନ୍‌ରେ ମନମୁଖୀ କାର୍ଯ୍ୟ ଚାଲିଥିବା ବାରମ୍ବାର ଅଭିଯୋଗ ହୋଇ ଆସୁଛି । ମୁଖ୍ୟତଃ ବାରିପଦା ଜଳସେଚନ ମଣ୍ଡଳ ଅନ୍ତର୍ଗତ ବାଲେଶ୍ୱର ଡ଼ିଭିଜନ୍‌ରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ଚାଲିଥିବା ଅଭିଯୋଗ ହେଉଛି । ଏହି ଡ଼ିଭିଜନ୍ ର କେତେକ ଅଂଚଳରେ ଆଦୌ କୌଣସି କାର୍ଯ୍ୟ କରାନଯାଇ ଫର୍ଜରୀ ବିଲ୍ ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ବାଟମାରଣା ହେଉଥିବା ବାରମ୍ବାର ଅଭିଯୋଗ ହେଉଛି । 
     ସୂଚନା ଯୋଗ୍ୟ ଯେ, ସଂପୃକ୍ତ ଅଂଚଳରେ ଜଳସେଚନ ବ୍ୟବସ୍ଥା ପଙ୍ଗୁ ପାଲଟି ଯାଇଛି । ଜଳସେଚନ ବ୍ୟବସ୍ଥା ସ୍ଥାନୀୟ ଜନସାଧାରଣଙ୍କ ସ୍ୱାର୍ଥ ସାଧନ କରି ପାରୁନାହିଁ । ଏ ସଂପର୍କରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁସନ୍ଧାନ ହୋଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନଥିବାରୁ ସାଧାରଣରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହେଉଛି । ସ୍ଥାନୀୟ ଲୋକ ମାନଙ୍କୁ ଜଳସେଚନର ଉପଯୁକ୍ତ ସେବା ମିଳିଲେ, ଅଧିକ ଫସଲ ଅମଳ ହୁଅନ୍ତା, ଚାଷୀ ମାନେ ଆର୍ଥିକ ସଶକ୍ତି ହୁଅନ୍ତେ ଓ ଚାଷୀ ଆତ୍ମହତ୍ୟା ହ୍ରାସ ପାଇ ପାରନ୍ତା ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଉଛି । ଆଇଏନ୍‌ଏସ୍ ।       
      


News Comment




Photo in News

Advertisment
Lastest News
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026
  ଜିଲ୍ଲା  
କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   09-Nov-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   09-Nov-2026
  ଜିଲ୍ଲା  
ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   09-Nov-2026

You Might Also Like