-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||      ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍    (06-Nov-2026)       ||      କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   (06-Nov-2026)       ||      ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   (06-Nov-2026)       ||      ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର    (06-Nov-2026)       ||      ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||     

HOME   ଜିଲ୍ଲା

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ କୋଇଣ୍ଡାପାଲି ର ବିସ୍ଥାପିତ ଙ୍କୁ ଘର ଡିହ ପଟ୍ଟା ବଂଟନ

23-Jul-2021



ବଲାଙ୍ଗିର, (ପ୍ରେରଣା ଖବର)- ଆଜି ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ନିମନ୍ତେ ବିସ୍ଥାପିତ ହୋଇଥିବା କୋଇଣ୍ଡାପାଲି ଗ୍ରାମର ୩୪ଜଣ ବିସ୍ଥାପିତଙ୍କୁ ଲର୍କିପାଲି, ସଦେଇପାଲି ପୁର୍ନବାସ ଓ ଥଇଥାନ କଲୋନୀ ନିମନ୍ତେ ଘରଡିହ ପଟ୍ଟା ବଂଟନ କରାଯାଇଛି । ଆଜି ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ମୁଖ୍ୟ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ବିସ୍ଥାପିତଙ୍କୁ ଘରଡିହ ପଟ୍ଟା ବଂଟନ କରିଥିଲେ । ଏହି ପଟ୍ଟା ବଂଟନ କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଲମ୍ବୋଧର ଧରୁଆ, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ସ୍ୱତନ୍ତ୍ର ଭୂଅର୍ଜନ ଅଧିକାରୀ କୁମାର ନାଗଭୂଷଣ, ପୁନଃର୍ବାସ ଓ ଥଇଥାନ ପ୍ରକଳ୍ପ ନିର୍ଦ୍ଦେଶକ ମହେନ୍ଦ୍ର କୁମାର ମହାପାତ୍ର, ପୁନଃର୍ବାସ ଓ ଥଇଥାନ ନିର୍ବାହୀ ଯନ୍ତ୍ରୀ ନିର୍ବିଘ୍ନ ଭୋଇ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ତୋଫାନ ବାଗ, ବଲାଙ୍ଗିର ତହସିଲଦାର ମଘବାନ ବାଗ, ସମସ୍ତ ଜୋନ୍ ଅଧିକାରୀଙ୍କ ସମେତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ବିସ୍ଥାପନରେ ସହଯୋଗ କରିଥିବାରୁ  ବିସ୍ଥାପିତ ଗ୍ରାମର ସମସ୍ତ ଗ୍ରାମବାସୀଙ୍କୁ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର କର୍ତ୍ତପକ୍ଷଙ୍କ ତରେଫରୁ ଜିଲ୍ଲାପାଳ ଚଂଚଳ ରାଣା ଧନ୍ୟବାଦ ଅର୍ପଣ କରିଛନ୍ତି । ବିଭିନ୍ନ ଉନ୍ନୟନମୂଳକ କାମ ତଥା ମୌଳିକ ଭିତ୍ତିଭୂମି କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ରାଣା ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ।    


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   06-Nov-2026
  ଜିଲ୍ଲା  
ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   06-Nov-2026
  ଜିଲ୍ଲା  
ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   06-Nov-2026
  ଅପରାଧ  
୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି   06-Nov-2026
  ଜିଲ୍ଲା  
ଧର୍ମ ପରାୟଣ ମହିଳାଙ୍କ ପରଲୋକ I   06-Nov-2026
  ଜିଲ୍ଲା  
ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   06-Nov-2026
  ଅପରାଧ  
ବଲାଙ୍ଗୀର ପୋଲିସର ଏକ ବଡ ସଫଳତା ♦️ଗଂଜେଇ ଚୋରା ଚାଲାଣ ମାମଲାରେ ୨ ଗିରଫ୍   06-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକର ୫ଟି ପଞ୍ଚାୟତରେ ଗୋଦାବରିସ ସ୍କୁଲ ର ଭିତ୍ତିପ୍ରସ୍ତର ସ୍ଥାପନ   06-Nov-2026
  ଜିଲ୍ଲା  
ମହିଳା ଅଧିକାର ଓ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସିଏଚଆରଡିଏସ ମାନଙ୍କୁ ନେଇ ଦୁଇଦିନିଆ ତାଲିମ ଶିବିର   06-Nov-2026
  ଜିଲ୍ଲା  
ଅର୍ଣ୍ଣବ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଅନ୍ତୁ ସରକାର ନଚେତ ବଲାଙ୍ଗିର ରେ ହେବ ବିରାଟ ଚାଷୀ ଆନ୍ଦୋଳନ- ଅମରେନ୍ଦ୍ର   06-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026

You Might Also Like