-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||     

HOME   ରାଜ୍ୟ

ଅରିଜିନାଲ୍‌ ସାର୍ଟିଫିକେଟ୍‌ ବିନା ହୋଇପାରିବ ଆଡମିଶନ୍‌ : ଯୁକ୍ତ ତିନି ଆଡମିଶନ ନେଇ ଗାଇଡଲାଇନ୍‌ ଜାରି

28-Sep-2020




ଭୁବନେଶ୍ବର : ଆଜି ଯୁକ୍ତ ତିନି ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ ପାଇଛି । ସେପ୍ଟେମ୍ବର 29 ତାରିଖରୁ ଅକ୍ଟୋବର 2 ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ ।ଯୁକ୍ତ ତିନି ଆଡମିଶନ ନେଇ ଗାଇଡଲାଇନ୍‌ ଜାରି କଲେ ରାଜ୍ୟସରକାର । ଅରିଜିନାଲ୍‌ ସାର୍ଟିଫିକେଟ୍‌ ବିନା ଯୁକ୍ତ ତିନି ଆଡ୍‌ମିଶନ ନେଇ ନିର୍ଦ୍ଦେଶ ଜାରି କରାଯାଇଛି । ଏନେଇ ସବୁ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି ଦିଆଯାଇଛି । କରୋନା କାରଣରୁ ଅରିଜିନାଲ୍‌ ସାର୍ଟିଫିକେଟ୍‌ ବିଳମ୍ବ ହେଉଥିବାରୁ ବ୍ୟବସ୍ଥା  କରାଯାଇଛି । ସେଲ୍‌ଫ ଆଟେଷ୍ଟେଡ୍‌ ଡାଉନଲୋଡ୍‌ ମାର୍କସିଟ୍‌ ଗ୍ରହଣ କରାଯିବାକୁ ଚିଠି କରାଯାଇଛି । ମାଇଗ୍ରେସନ ସାର୍ଟିଫିକେଟ୍‌ ପାଇଁ ବି ବାଧ୍ୟ ନ କରିବାକୁ ଚିଠିରେ ଉଲ୍ଲେଖ ରହିଛି । ପରେ ଅରିଜିନାଲ୍‌ ସାର୍ଟିଫିକେଟ୍‌ ଦେବାକୁ ଅଣ୍ଡରଟେକିଂ ଦେବେ ଛାତ୍ରଛାତ୍ରୀ ।*

 

 

 

 

Sent from my Samsung Galaxy smartphone.

Quick reply to prerana_bgr <prerana_bgr@rediffmail.com>


News Comment




Photo in News

Advertisment
Lastest News
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026

You Might Also Like