-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ସାଲେଭାଟା: ଦଶମ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟ ପ୍ରବେଶ ସମୟରେ ସ୍ୱାଗତ 

26-Jul-2021



 ସାଲେଭଟା.(ପ୍ରେରଣା ଖବର)- କୋଭିଡ କଟକଣା ଯୋଗୁଁ ଚଳିତ ବର୍ଷ ମାର୍ଚ୍ଚ ମାସରୁ ସ୍କୁଲ ପାଠ ପଢା ବନ୍ଦ ହୋଇଯାଇଥିଲା । କରୋନା ସ୍ଥିତିରେ ସୁଧାର ହେବା ପରେ ଆଜି ଠାରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଶ୍ରେଣୀ ଗୃହ ପାଠ ପଢାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି । ଏଣୁ , ଆଜି ସୋମବାର ସାଲେଭଟା କୃଷ୍ଣ ପ୍ରସାଦ ମିଶ୍ର ମେମୋରିଆଲ ବାଳିକା ଉଚ୍ଚ  ବିଦ୍ୟାଳୟରେ ଦଶମ ଶ୍ରେଣୀର ବାଳିକା ମାନେ ପାଠ ପଢିବାକୁ ଆସିଥିଲେ । ପୂର୍ବରୁ, ବିଦ୍ୟାଳୟ ପରିସର ତଥା ଶ୍ରେଣୀ କକ୍ଷ ଗୁଡିକୁ ସାନିଟାଇଜ କରାଯାଇଥିବା ସହିତ ପ୍ରବେଶ ଦ୍ୱାରରେ ସାମାଜିକ ଦୂରତା ଅନୁପାଳନ ନିମନ୍ତେ ଗୋଲେଇ ଚିହ୍ନ ଦିଆ ଯାଇଥିଲା ।  ଜୁନିଅର ରେଡକ୍ରସ ୟୁନିଟ ତରଫରୁ ବାଳିକା ମାନଙ୍କୁ ବିଦ୍ୟାଳୟରେ ପ୍ରବେଶ ସମୟରେ ଫୁଲ ତୋଡା ଦେଇ ସ୍ୱାଗତ କରାଯାଇଥିଲା । ସମସ୍ତଙ୍କର ହାତକୁ ସାନିଟାଇଜ କରାଯାଇ ମାସ୍କ ବଂଟନ କରାଯାଇଥିଲେ । ବିଦ୍ୟାଳୟରେ ପାଠ ପଢାର ରହଣି ସମୟରେ ଛାତ୍ରୀମାନେ  କିଭଳି କୋଭିଡ ନିୟମକୁ ବା ଏସୋପିକୁ

ନିଶ୍ଚିତ ରୂପେ ଅନୁପାଳନ କରିବେ ସେ ବିଷୟରେ ପ୍ରଧାନଶିକ୍ଷକ ବାଳକୃଷ୍ଣ ମହାନନ୍ଦ ପ୍ରାଂଜଳ ଭାବରେ ବୁଝାଇ ଥିଲେ । କାର୍ଯ୍ୟକ୍ରମରେ ସାଲେଭଟା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା ଦୂର୍ଯ୍ୟୋଧନ ପଶାୟତ, ବାଳିକା ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନରୋତମ ପାଣିଗ୍ରାହି, ଭାଗ୍ୟଧର ପଣ୍ଡା, ପରାମର୍ଶଦାତା ସୁବୋଧ କୁମାର ଭୋଇ, ଶିକ୍ଷିକା ମମତା ସେଠୀ, କାଳୀନ୍ଦ୍ରି ଷଡଙ୍ଗୀ, ରଶ୍ମୀଲତା ଦାଶ, ସୁଚିତା କବାଟ, ଶ୍ରୀମୟୀ ପଟେଲ, ସୁରେଶ ଭୋଇ, ଭଗବାନ ଦାଶ, ବୀଣାପାଣୀ ମହାପାତ୍ର ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତି ରହି ଛାତ୍ରୀମାନଙ୍କୁ ସ୍ୱାଗତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like