-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||     

HOME   

30-Nov--0001



ଗଞ୍ଜାମ (ଉମା ମହାରଣା) ସୂଚନା ଅନୁସାରେ , ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଘୋଷଣା ମୁତାବକ ରାଜ୍ୟର ୧୦୧ଟି ଉଚ୍ଚ ବିଦ୍ୟାଳୟରେ ସେଣ୍ଟର ଅଫ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ପାଠ୍ୟକ୍ରମରେ ସ୍ପୋକେନ ଇଂରାଜୀ ବିଷୟ ସାମିଲ କରାଯିବ ସହ ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥୀ ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା

ସକାଶେ ମୁଖ୍ୟ ଆଭିମୁଖ୍ୟ ରହିଛି । ତେବେ ହିଞ୍ଜିଳିକାଟୁ ପୌରାଞ୍ଚଳର ସରକାରୀ ବୃନ୍ଦାବନ ବିଦ୍ୟାଳୟ ଓ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟକୁ ସେଣ୍ଟର ଅଫ୍ ଏକ୍ସଲେନ୍ସ ଘୋଷଣା କରାଯାଇଥିବା ବେଳେ ବ୍ଳକର ଅବଶିଷ୍ଟ ୨୩ଟି ଉଚ୍ଚ ବିଦ୍ୟାଳୟକୁ ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ସ୍ଥାନିତ କରିବା ପାଇଁ ଶେଷ ଉଦ୍ୟମ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ୫ଟି ସଚିବ ଦିନିଆ ଗସ୍ତରେ ଆସି ହିଂଜିଳିକାଟୁ ବ୍ଲକ ଅନ୍ତର୍ଗତ ସମସ୍ତ ଗ୍ରାମର ସ୍ମାର୍ଟ କ୍ଲାସ ବୁଲି ଦେଖିଥିଲେ l ପରେ ହିଂଜିଳିକାଟୁ ପୌରପରିଷଦ ସ୍ଥିତ ସରକାରୀ ବୃନ୍ଦାବନ ବିଦ୍ୟାଳୟ ଓ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟକୁ ଆସି ପ୍ରଧାନ ଶିକ୍ଷୟତ୍ରୀଙ୍କ କଥା ବାର୍ତ୍ତା ହୋଇଥିଲେ ଓ ସ୍ମାର୍ଟ କ୍ଲାସ ଦେଖିବା ସହ ଲାଇବ୍ରେରୀ କ୍ଲାସ ଦେଖିଥିଲେ। ଶ୍ରୀ ପାଣ୍ଡିଆନ ହିଂଜିଲିର ସମସ୍ତ ସ୍କୁଲ ର ଅଧୁନିକରଣ କୁ ପ୍ରଶଂସା ବି କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଗଂଜାମ ଜିଲ୍ଲାପାଳ ଶ୍ରୀ ବିଜୟ ଅମୃତା କୁଲାଙ୍ଗେ,ହିଂଜିଲିକାଟୁ ପୌରପରିସଦ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ ମନୋରଞ୍ଜନ ମିଶ୍ର, bdo ଶ୍ରୀ ସୁବ୍ରତ ଜେନା, ତହସିଲଦାର ଶ୍ରୀ ପ୍ରଭାତ ପରିଡା, ଥାନା ଭାରପ୍ରାପ୍ତ ଅଧିକାରୀ 

ଅଭୀମନ୍ୟୁ ଦାସ ସମେତ ବହୁତ ରାଜନେତା ଭୀମସେନ ବେହେରା, ଯୁବ ସଭାପତି ସଞ୍ଜୟ କୁମାର ପଣ୍ଡା, ପବିତ୍ର ମୋହନ ପାଣିଗ୍ରାହୀ, ନୀଳମଣି ପତ୍ତନାୟକ,ସରୋଜ ପଣ୍ଡା ,ଶିବରାମ ଗଉଡ଼ ,ରିଙ୍କୁ ପଣ୍ଡା ଏବଂ ସମସ୍ତ ସାମ୍ବାଦିକ ମାନେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026

You Might Also Like