-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକ ବିରୁଦ୍ଧରେ କେବେ ହେବ କାର୍ଯ୍ୟାନୁଷ୍ଠାନ?

18-Aug-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଲୋଇସିଂହା କୁସମେଲ ପଂଚାୟତ ଘୁଁଗି ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା l ଗୁରୁ ସାଜିଲେ ଗୁଣ୍ଡା, ଘଟଣାଟି ଏହା ଯେ ଜାତୀୟ ପତାକାକୁ ଅସମ୍ମାନ କରୁଥିବା ଅଭିଯୋଗ କରିବାରୁ ଗାଁର ଯୁବକକୁ ମାଡ଼ ମାରିବା ସହ ହାତ କାଟି ଦେବାକୁ ଧମକ ଦେଇଛନ୍ତି ପ୍ରଧାନ ଶିକ୍ଷକ । ଏଭଳି ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ର ଘୁଙ୍ଗି ଗ୍ରାମରେ l ଗତ ଅଗଷ୍ଟ ୧୫ ତାରିଖ ଗାଁର ସ୍କୁଲରେ ପତାକା ଉତ୍ତୋଳନ ହୋଇଥିଲା l ନିୟମ ଅନୁସାରେ ସନ୍ଧ୍ୟା ପୂର୍ବରୁ ଜାତୀୟ ପତାକାକୁ କାଢିଦେବା କଥା l କିନ୍ତୁ ଏହି ସ୍କୁଲର ପ୍ରଧାନ ଶିକ୍ଷକ କୁଞ୍ଜବିହାରୀ ସାହୁଙ୍କ ମନମାନୀ ଯୋଗୁଁ ରାତିସାରା ପତାକା ସ୍କୁଲରେ ଉଡୁଥିଲା l ସକାଳୁ ଏହି ଗାଁ ର ଡୋଳାମଣୀ ଭୋଇ ଏହି ଅଭାବନୀୟ ଘଟଣା ଦେଖି ପ୍ରଧାନ ଶିକ୍ଷକଙ୍କୁ ଜାତୀୟ ପତାକାକୁ ଅବମାନନା କରିଥିବା କହିଥିଲେ l  ବାସ ଏତିକିରେ ପ୍ରଧାନ ଶିକ୍ଷକ କୁଞ୍ଜବିହାରୀ ସାହୁ ଉତକ୍ଷିପ୍ତ ହୋଇ ରାଗିଯାଇ ଡୋଳାମଣି ଭୋଇଙ୍କ ଉପରେ   ଆତର୍କିତ ଭାବରେ ଆକ୍ରମଣ କରି ତାଙ୍କ ମୁହଁକୁ ଶକ୍ତ ମୁଥ ମାରିଵା ଦ୍ୱାରା ଡୋଳାମଣିର ନାକ ପାଖରେ ଆଘାତ ହୋଇ ରକ୍ତ ଝରିଲା l ଏହାପରେ ଡୋଳାମଣୀ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି l ପୂର୍ବରୁ ପ୍ରଧାନ ଶିକ୍ଷକ ଓ ଡୋଲାମଣି ମଧ୍ୟରେ ସ୍କୁଲର ଏକ ବିଷୟକୁ ନେଇ ବଚସା ହୋଇଥିଲା ବୋଲି ଡୋଲlମଣି ପ୍ରକାଶ କରିଥିଲେ l ଅପର ପକ୍ଷରେ ଜାତୀୟ ପତାକାକୁ ଅସମ୍ମାନ କରିଥିବା ପ୍ରଧାନ ଶିକ୍ଷକ ନିଜ ଦୋଷ ଦୁର୍ବଳତାକୁ ଘୋଡେଇବା ପାଇଁ ଏହା ଏକ ସାଜିସ ବୋଲି ପ୍ରତିକ୍ରିୟା ଦେଇଛନ୍ତି l ପ୍ରଶାସନ ପ୍ରଧାନ ଶିକ୍ଷକ ଉପରେ କଣ କାର୍ଯ୍ୟନୁଷ୍ଠାନ ନେଉଛି ଦେଖିବାକୁ ବାକି ରହିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like