-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||     

HOME   ରାଜ୍ୟ

ଡେରା ସମ୍ପ୍ରଦାୟର ତନ୍ତୀ ପରିବାର ଆଜି ରାସ୍ତାରେ

19-Aug-2021



ଦିଗପହଣ୍ଡି (ଉମା ମହାରଣା) : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ପଦ୍ମନାଭପୁର ଗ୍ରାମର ଡେରା ସମ୍ପ୍ରଦାୟର ପ୍ରାୟ ୩୦୦ ରୁ ଉର୍ଦ୍ଧ ପରିବାର ବାସ କରନ୍ତି । ସେମାନେ ତାଙ୍କର ପୂର୍ବପୁରୁଷ ରୁ ସପରିବାର ନିଜ ଜୀବନ ଜୀବିକା ଭରଣ ପୋଷଣ ତନ୍ତୀ

କାମରେ ନିୟଜିତ କରିଥାନ୍ତି ଏବଂ ଅନ୍ୟକୁ ଭି ସ୍ୱାବଲମ୍ବି କରନ୍ତି କିନ୍ତୁ ଦୀର୍ଘ ୨ବର୍ଷ ହେଲା କୋରନା ମହାମାରୀ ସେମାନଙ୍କ ଜୀବନ ଜୀବିକା ଛଡେଇ ନେଇଛି, ଏଥିରେ ନିୟୋଜିତ ଥିବା ବହୁ ତନ୍ତୀ ପରିବାର ବି ନିଜ ପରିବାର କୁ ନେଇ ଏବଂ ନିଜେ ବଞ୍ଚିବା ପାଇଁ ଦାଦନ ଖଟିବା ପାଇଁ ବାହାର ରାଜ୍ୟକୁ ଚାଲିଗଲେଣି । କିନ୍ତୁ ଗ୍ରାମରେ ଏହି କାମ କରୁଥିବା ତନ୍ତୀ ପରିବାର ବର୍ତମାନର ରୋଜଗାର ପାନ୍ଥ କୁ ନେଇ ଦୂଖୀତ ଅଛନ୍ତି ଏବଂ ପରିବାର ଚଳେଇବା ପାଇଁ ବହୁ କଷ୍ଟ ସାଧ୍ୟ ସହିବାକୁ ପଡୁଛି। ଯାହା କି ଆଜିକା ଦିନରେ ପରିସ୍ଥିତି ଯେଉଁ ପ୍ରକାର ହେଲାଣି ଉକ୍ତ କାର୍ଯ୍ୟରେ ମିଳୁଥିବା ଅର୍ଥକୁ ନେଇ ସେମାନେ ସନ୍ତୁଷ୍ଟ ନୁହଁନ୍ତି। ବର୍ତ୍ତମାନ ସରକାର ଷୋଷଣା କରିଥିବା ପ୍ୟାକେଜ୍ ମଧ୍ୟ ସେମାନଙ୍କ ପାଖରେ ପହଞ୍ଚି ପାରିନାହିଁ। ନିଜ ପରମ୍ପରାକୁ ବଜାଇ ରଖିବା ପାଇଁ ଏବଂ ଲୋକମାନଙ୍କର ଇଚ୍ଛା ପ୍ରକାଶ କରିଥିବା ହାତ ବୁଣା ଶାଢ଼ୀ 

କୁ ପ୍ରସ୍ତୁତ କରିବା ପାଇଁ ସେମାନେ ଅଗ୍ରଣୀ ମଧ୍ୟ ହେଉ ନାହାଁନ୍ତି । ସରକାର ଯଦି ଏହି କରୋନା କୁ ନେଇ ଏମାନଙ୍କ ପାଇଁ କୈଣସି ପ୍ୟାକେଜ୍ ଘୋଷଣା କରିଥିଲେ ନିଜ ଜୀବନ ଜୀବିକା କୁ ପୁଣି ସେମାନେ ଆଗ ଭଳି ପରିବାର ଭରଣପୋଷଣ କରିପାରିଥାନ୍ତେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026

You Might Also Like