-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷା ନିଲମ୍ବିତ: ଜ଼ିଲ୍ଲା ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ଲାଗି ଅନନ୍ୟ ଉଦାହରଣ ସୃଷ୍ଟି କଲେ ଏ ଡ଼ି ଏମ

19-Aug-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଦୀର୍ଘ ବର୍ଷରୁ ସୁବର୍ଣ୍ଣପୁର ବିଜୁପଟ୍ଟୟକ ମହିଳା  ଡିଗ୍ରୀ ମହା ବିଦ୍ୟାଳୟର ଶିକ୍ଷାନୀତି  ଓ  ଅର୍ଥନୀତିର ଘୋର  ଅବ୍ୟବସ୍ଥା ଅନିୟମିତତା, ଡ଼ିଗ୍ରୀ କଲେଜ ହଷ୍ଟେଲ ରେ ଆନୁସଙ୍ଗିକ ବ୍ୟବସ୍ଥାର ଅଭାବ, ଅଧ୍ୟlପକ, କର୍ମଚାରୀଙ୍କ  ବର୍ଷ ବର୍ଷ ଧରି  ଇ ପି ଏଫ ବନ୍ଦ କରି ଜାଣିଶୁଣି ହଇରାଣ କରିବା, କର୍ମଚାରୀ ଓ  ଛାତ୍ରୀଙ୍କ ସହ  ସହଯୋଗ ନ ରଖିବା  ଓ ମେନେଜିଙ୍ଗ କମିଟି ସଭାପତି ତଥା ଅତିରିକ୍ତ ଜ଼ିଲ୍ଲାପାଳଙ୍କ ଆଦେଶ ପରାମର୍ଶ ସବୁକୁ ସମ୍ପୂର୍ଣ୍ଣ ଭାବେ  ଆବମାମନା କରିବା,  କଲେଜର ବିକାଶ  କ୍ଷେତ୍ରରେ  ଅସହଯୋଗ କରିବା ଏବଂ କର୍ମଚାରୀ ଓ  ହଜାର ଛାତ୍ରୀଙ୍କ  କାରିୟର ସହିତ ଖେଳ ଖେଳିବା ଭଳି ପୁଳାପୁଳା ଅଭିଯୋଗ ଅଧ୍ୟକ୍ଷl ଙ୍କ ନାଁ ରେ  ଆସିବା ପରେ  ଆଜି  ରାଜ୍ୟ ଶିକ୍ଷା ବିଭାଗ ର ପ୍ରିନସିପାଲ ସେକ୍ରେଟାରୀ ଓ ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଧେଶକ ଙ୍କ ନିର୍ଦ୍ଧେଶ ଓ  ଜ଼ିଲ୍ଲା ପ୍ରଶାସନ ର ଚିଠି ନମ୍ବର ୮୦୭୭  ମତେ ସୁବର୍ଣ୍ଣପୁର ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ  ମହାବିଦ୍ୟାଳୟର ଅଧ୍ୟକ୍ଷl ବୈଜୟନ୍ତି ନାୟକ ଚାକିରୀରୁ ନିଲମ୍ବିତ ହୋଇଛନ୍ତି l ଏ ଖବର ପାଇବା ପରେ କଲେଜ ଛାତ୍ରୀ ଓ କର୍ମଚାରୀଙ୍କ ମଧ୍ୟରେ ଖୁସି  ଓ ଉତ୍ସାହ ଦେଖିବାକୁ ମିଳିଥିବା ବେଳେ କଲେଜ ପରିଚାଳନା କମିଟି

ସଭାପତି ତଥା  ଅତିରିକ୍ତ ଜ଼ିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ସମଗ୍ର ଜ଼ିଲ୍ଲାର  ଶିକ୍ଷା ବ୍ୟବସ୍ଥାରେ ସମ୍ପୂର୍ଣ  ସୁଧାର  ଆଣିବା ରେ ଆଜି ଏହା ଏକ ବଡ଼ ପଦକ୍ଷେପ ଓ  ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି ବୋଲି  ଏ ଘଟଣା  ସହର ତଥା ଜ଼ିଲ୍ଲା ରେ ଚର୍ଚ୍ଚା ପାଲଟିଛି l ଏ  ପଦକ୍ଷେପ ପାଇଁ  ସହର ଓ ଜ଼ିଲ୍ଲା  ର ବୁଦ୍ଧିଜୀବୀ  ଏଡ଼ିଏମ ଙ୍କୁ ଜ଼ିଲ୍ଲା ପ୍ରଶାସନକୁ ପ୍ରଶଂସା କରିଛନ୍ତି l ପ୍ରକାଶ ଥାଉ କି ଯେ ପୂର୍ବ ରୁ ଅନେକ ଜ଼ିଲ୍ଲାପାଳ ମାନଙ୍କ ନିର୍ଦ୍ଦେଶ ଓ ପରାମର୍ଶ ସବୁକୁ ମଧ୍ୟ ଅଧ୍ୟକ୍ଷl ବେଖାତିର କରିଥିବା ଜଣା ପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା