-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||     

HOME   ଜିଲ୍ଲା

ପୋଲିସ ପ୍ରଶାସନ ପକ୍ଷରୁ ଟବାକୋ ନିବାରଣ ଅଭିଯାନ ରେ ସହର ରେ ମିଳିତ ସ୍କ୍ୱାର୍ଡ ର ଚଢ଼ାଉ

19-Aug-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) : ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ପୋଲିସ ପ୍ରଶାସନ, ପୌର ପରିଷଦ, ସ୍ୱାସ୍ଥ୍ୟ ବିଭାଗ, ଓ ଅବକାରୀ ବିଭାଗ ର ମିଳିତ ଉଦ୍ୟମ ଓ ସହଯୋଗ ରେ   ଏକ ଉଚ୍ଚ ସ୍ତରୀୟ ଟବାକୋ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ସହର ର ବସଷ୍ଟାଣ୍ଡ, ବ୍ଲକ ଛକ,  ବଡ଼ବଜାର,  ପ୍ରାୟ ସମସ୍ତ ଅଞ୍ଚଳ ରେ ପାନ, ଚା, ଗ୍ରସରୀ, ଇତ୍ୟାଦି   ଦୋକାନ ମାନଙ୍କ ରେ  ଅଚାନକ ଚଢ଼ାଉ କରିଥିଲେ l ଏବଂ ଟବାକୋ, ସବୁ ପ୍ରକାର  ପାନ ଗୁଟକା ବିକ୍ରି କୁ ସମ୍ପୂର୍ଣ ବାରଣ କରି ଏକ ନିଶା ମୁକ୍ତ ସହର ଗଢିବା ପାଇଁ ଉକ୍ତ ଦୋକାନୀ ଓ ଗ୍ରାହକ ମାନଙ୍କୁ ସଚେତନ କରାଇବା ସହ ଆଇନ ଅମାନ୍ୟ କଲେ  କଡା ଜୋରିମାନା ଦେବାକୁ   ଚେତାବନୀ  ମଧ୍ୟ  ଦେଇଥିଲେ l ଆଜିର ଏଇ ସ୍କ୍ୱାର୍ଡ ରେ ପୌର ଅଧକାରୀ  ଶୁଭ୍ରାଂଶୁ ରୁଟ,  ନୋଡାଲ ଅଫିସର ଅଜିତ ନାଏକ ,  ଏଫ -ଏସ -ଓ  ସସ୍ମିତା ନାଏକ, ସବ ଇନ୍ସପେକ୍ଟର ସୁଧୀର କୁମାର ମିଶ୍ର, ଅନ୍ୟ ପୋଲିସ ଟିମ,  ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ,  ଡ଼ି ଇ ଓ idsp ନାରାୟଣ ରଥ,  ଖାଦ୍ୟ ସୁରକ୍ଷା ଡ଼ି ଇ ଓ  ଶ୍ରୀଵନ୍ତ ଖଣ୍ଡଗିରି, ପ୍ରମୁଖ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026

You Might Also Like

                       
  ଜିଲ୍ଲା  

ଗଣିତ ଗବେଷଣା