-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ସଂଗ୍ରାମୀ ସ୍ବର୍ଗତ ଯୁଧିଷ୍ଠିର ମିଶ୍ର ଙ୍କ ୧୦୭ତମ ଜନ୍ମ ଜୟନ୍ତୀ ପାଳିତ

20-Aug-2021



ପୁଇଁତଳା, (ବିନୋଦ କୁମାର ଦୀପ) : ଯୋଗଜନ୍ମାଙ୍କ ଜନ୍ମ ମାଟି ଛତାମଖନାରେ ସ୍ୱାଧୀନତା ସଂଗ୍ରାମୀ ସ୍ବର୍ଗତ ଯୁଧିଷ୍ଠିର ମିଶ୍ରଙ୍କ ୧୦୭ତମ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମ ମହାସମାରୋହ ରେ ପାଳିତ ହୋଇଯାଇଛି । ନରସିଂହ ସେନା ସଭାପତି ଶୁଭ୍ରାଂଶୁ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ରବି ଶଙ୍କର ପାଣ୍ଡିଆ, ପ୍ରାକ୍ତନ ପ୍ରାଧ୍ୟାପକ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ,ମୁଖ୍ୟ ବକ୍ତା କ୍ଷମାନିଧି ଝାଙ୍କର,ଅଧ୍ୟକ୍ଷ ଓଡ଼ିଶା ଆଦର୍ଶ ବିଦ୍ୟାଳୟ 

ପଥରଚେପା,ଅନ୍ୟତମ ସମ୍ମାନୀତ ଅତିଥି ଭାବେ ଲୋଇସିଂହା ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବରିଷ୍ଠ ଓକିଲ ଟଙ୍କଧର ଗଡ଼ତ୍ୟା,ସାମାଜିକ କର୍ମୀ ଲୋକନାଥ କୁମୁରା ପ୍ରମୁଖ ଯୋଗଦେଇ ଶ୍ରୀ ମିଶ୍ର ଙ୍କ ସ୍ମୃତି ଚାରଣ କରିଥିଲେ । ବକ୍ତାମାନେ ସ୍ବର୍ଗତ ଶ୍ରୀ ମିଶ୍ର ଙ୍କ ଜୀବନୀ ଉପରେ ଆଲୋକପାତ କରି ତାଙ୍କର ବାଲ୍ୟଜୀବନ,ଶିକ୍ଷା ଦୀକ୍ଷା,ପ୍ରଜାମେଳି ଆନ୍ଦୋଳନ ର ନେତୃତ୍ୱ,ସାମନ୍ତବାଦୀ ହଟେଇ ସାମ୍ୟବାଦୀ ପ୍ରତିଷ୍ଠା ରେ ତାଙ୍କର ନିର୍ଣ୍ଣାୟକ ଲଢ଼େଇ,ସମ୍ବଲପୁର ବିଶ୍ୱବିଦ୍ୟାଳୟ ର କୁଳପତି ତଥା ଜିଲ୍ଲା ର ସମସ୍ତ ପ୍ରମୁଖ ଅନୁଷ୍ଠାନ ପ୍ରତିଷ୍ଠା ପାଇଁ ତାଙ୍କର ଭୂମିକା ବିଷୟରେ ସବିଶେଷ ଆଲୋଚନା ହୋଇଥିଲା । ସେ ଥିଲେ ସେ ସମୟର ଅପ୍ରତିଦ୍ବନ୍ଦୀ ଓକିଲ, ଓକିଲାତି ର ବିଚାର ଉପରେ ତାଙ୍କରି ବିଚାର । ଗୋଟେ ଅଖ୍ୟାତପଲ୍ଲୀରୁ ଯାଇ ଓଡ଼ିଶା ର ନାଁ କରା ଓକିଲ ହୋଇ ଆଗକୁ ଯାଇ ଭାରତୀୟ ସମ୍ବିଧାନ ସଭା ର ସଭ୍ୟ ହୋଇ ବିଶ୍ୱ କୁ ଗୋଟେ ସୁନ୍ଦର ସମ୍ବିଧାନ ପ୍ରଣୟନ ରେ ଥିବା ତାଙ୍କର ଅବଦାନ ପାଇଁ ସେ ଚିର ନମସ୍ୟ ହୋଇ ରହିବେ ବୋଲି ମତ ପ୍ରକାଶ ପାଇଥିଲା। ତାଙ୍କର ବଳିଷ୍ଠ ନେତୃତ୍ୱ ଓ ବ୍ୟକ୍ତିତ୍ୱ ପାଇଁ ସାରା ଓଡ଼ିଶା ରେ ବଲାଙ୍ଗିର ର ନାଁ ରହିଥିଲା । ତାଙ୍କରି ଜୀବନୀଙ୍କୁ ଲିପିବଦ୍ଧ କରିବାକୁ ଓ ଇତିହାସ ପାଠ୍ୟକ୍ରମ ରେ ଯୋଡ଼ିବାକୁ ସମସ୍ତେ ମତ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜ କିଶୋର ମିଶ୍ର,ସଚ୍ଚିଦାନନ୍ଦ ମିଶ୍ର,କେଶବ କରଣ ,ପୂର୍ବତନ ସରପଞ୍ଚ ସରୋଜ ମେସ୍ୱା,ସରପଞ୍ଚ ଜନ୍ମ ବାରିକ ପ୍ରମୁଖ ସହଯୋଗ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ସରୋଜ ବିଶ୍ୱାଳ। ଶେଷରେ ମୁରଲୀ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠାନ ଦ୍ୱାରା ପୂର୍ବସୁରି ଙ୍କୁ ସମ୍ମାନ ଦେବା ଲାଗି ଆୟୋଜିତ ଏହି କାର୍ଯ୍ୟକ୍ରମ କୁ 

ଅତିଥିଗଣ ଭୁୟସୀ ପ୍ରଶଂସା କରିଥିଲେ । ଏପରି କାର୍ଯ୍ୟକ୍ରମ ବର୍ତ୍ତମାନର ଯୁବପିଢ଼ି କୁ ଉଦବୁଦ୍ଧ କରିବ, ପ୍ରେରଣା ଦେବ ବୋଲି ବକ୍ତା ମାନେ ଆଶା ପ୍ରକଟ କରିଛନ୍ତି । ପଞ୍ଚାୟତର ବହୁ ବୁଦ୍ଧିଜୀବୀ ଏହି ଉତ୍ସବରେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା