-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

କେନ୍ଦ୍ର ରେଳ ମନ୍ତ୍ରୀ ଙ୍କ ବଲାଙ୍ଗିର ଗସ୍ତ ୨୨ ରେ : କାର୍ଯ୍ୟକ୍ରମର ସୁପରିଚାଳନା ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲା ବିଜେପି

20-Aug-2021



ବଲାଙ୍ଗିର (ପ୍ରେରଣା ଖବର) : ଆସନ୍ତା ୨୨  ତାରିଖ  ଦିନ ବିଜେପି ପକ୍ଷରୁ ଜନ ଆଶୀର୍ବାଦ ଯାତ୍ରା ଅବସରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଲାଙ୍ଗୀର ଗସ୍ତ  ନେଇ ବିଜେପି ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସ  ଠାରେ  ଏକ ପ୍ରସ୍ତୁତି ବୈଠକ କରାଯାଇଛି l ଉକ୍ତ ବୈଠକରେ ରେଳ ମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତକୁ ନେଇ ଆଲୋଚନା ହୋଇଥିଲା ଏବଂ କାର୍ଯ୍ୟସୂଚୀ ପ୍ରସ୍ତୁତ କରାଯାଇଥିଲା l ସଂଧ୍ୟା ୫.୩୦ ଠାରୁ ୬.୦୦ ଟା ସମୟରେ ବାଇକ ରାଲି ଏବଂ ରୋଡ଼ ସୋ(ଶାନ୍ତି ପଡାଛକ ଠାରୁ ସାଗରପଡା ଭଗବତୀ କଲ୍ୟାଣି ମଣ୍ଡପ), ସଂଧ୍ୟା ୭ ଘଣ୍ଟା  ଠାରୁ ୭.୩0 ପର୍ଯ୍ୟନ୍ତ ବଲାଙ୍ଗିର ସର୍କିଟ ହାଉସରେ ସାମ୍ବାଦିକ ସମ୍ବିଳନୀ, ସଂଧ୍ୟ ୭.୩୦ ଠାରୁ ୮.୩୦ ରେ ବୁଦ୍ଧିଜୀବୀ ସମ୍ବିଳନୀ, ସର୍କିଟ ହାଉସ୍ ଠାରେ ହେବାର କାର୍ଯ୍ୟକ୍ରମ ରହିଛି l ବଲାଙ୍ଗୀର ଜିଲ୍ଲା ସଭାପତି ଶିବାଜୀ ମହାନ୍ତିଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ବୈଠକ ରେ ବିଜେପି ନେତା କନକ ବର୍ଦ୍ଧନ ସିଂଦେଓ, ଅନନ୍ତ ଦଶ, ପ୍ରଭାସ ପାଣିଗ୍ରାହୀ, ଗୋପାଳଜୀ ପାଣିଗ୍ରାହୀ,ଭକ୍ତ ବନ୍ଧୁ ନାଏକ, ପିତାମ୍ବର ଖମାରୀ, ଚିତ୍ତ ମିଶ୍ର, ଅମିତ ସିଂହ ନିନା, ଦୀନେଶ ଶର୍ମା, ଅନିଲ ପାଣିଗ୍ରାହୀ, ରାଜକିଶୋର ନାୟକ, ପ୍ରଦୀପ ବଂଶଲ, ସୁନୀଲ ସେଠ, ସନ୍ତୋଷ ସାହୁ,ସୁନୀଲ ମିଶ୍ର, ରଞ୍ଜିତା ପାଣିଗ୍ରାହୀ, ଆରତୀ ଗୁରୁ, ବନଶ୍ରୀ ଆଚାର୍ଯ୍ୟ,ରଶ୍ମିରେଖା ଦାନୀ, ସଞ୍ଜୁ ନାୟକ, ସରିତା ଯୋଶୀ, ସୌଦାମିନୀ ମିଶ୍ର ଯୋଗ ଦେଇଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା