-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ସୋନପୁର : ସଦ୍‌ଭାବନା ଦିବସ ଉପଲକ୍ଷେ ଶପଥପାଠ

20-Aug-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ତଥା ସଦ୍‌ଭାବନା ଦିବସ ଉପଲକ୍ଷେ  ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଶପଥପାଠ ଉତ୍ସବ ରେ କୋଭିଡ ନିୟମ ପାଳନ ପୂର୍ବକ ଅନୁଷ୍ଠିତ ହୋଇଥିଲା। ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ  ଅଧ୍ୟକ୍ଷତା କରି ଏହି ଦିବସର ତାତ୍ପର୍ଯ୍ୟ ବିଷୟରେ ଆଲୋକପାତ କରିବାସହିତ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ। ଜାତି, ଧର୍ମ, ସମ୍ପ୍ରଦାୟ ଭାଷାରେ କୌଣସି ବିଭେଦ ନ ରଖ୍ ସମସ୍ତଙ୍କ ମଧ୍ୟରେ ଭାବନାତ୍ମକ ଏକତା ଏବଂ ସଦଭାବନା ରଖି  କାର୍ଯ୍ୟ କରିବା ସହିତ ହିଂସାର ଆଶ୍ରୟ ନ ନେଇ ସମସ୍ତ ପ୍ରକାର ମତଭେଦକୁ କଥାବାର୍ତ୍ତା ଏବଂ ସାମ୍ବିଧାନିକ ମାଧ୍ୟମରେ ସମାଧାନ କରିବା ପାଇଁ ସମସ୍ତେ ଶପଥ କରିଥିଲେ । ଏହି ଶପଥ ପାଠ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ, ନିଶି ପୂନମ ମିଞ୍ଜ,ଜିଲ୍ଲା ମଙ୍ଗଳ ଅଧିକାରୀ ପାଲାକା ରବୀନ୍ଦ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଇପ୍ସିତା ମିଶ୍ର, ଜରୁରୀ, ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ ହରିଚରଣ ମିଶ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ , ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ର ସହକାରୀ ଜିଲ୍ଲାପାଳ ପ୍ରମୁଖ ଙ୍କ ସହ ବିଭିନ୍ନ ବିଭାଗୀୟ ପଦାଧିକାରୀ ତଥା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ  ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା