-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ବାର୍ଷିକ ଉତ୍ସବ ପାଳିତ

20-Aug-2021



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା) ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଆଜି ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଉତ୍କଳ ସାମ୍ବାଦିକ ସଂଘ ର ରାଜ୍ୟ ସଭାପତି ବିଭୂତି ଭୂଷଣ କର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ରାଜ୍ୟ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ନାୟକ, କୋଷାଧ୍ୟକ୍ଷ ରାଜେନ ଚୈାଧୁରୀ, ଜିଲ୍ଲା ସଭାପତି ଶ୍ରୀକାନ୍ତ ଖଟେଇ, ଜିଲ୍ଲା ସମ୍ପାଦକ ଆଦର୍ଶ ପଟ୍ଟନାୟକ ପ୍ରମୂଖ ଯୋଗ ଦେଇଥିଲେ । ନୟାଗଡ଼ ସ୍ଥିତ ପୂର୍ତ୍ତ ବିଭାଗ ଡ଼ାକବଙ୍ଗଳା ଠାରୁ ଏକ ବିଶାଳ ଶୋଭାଯାତ୍ରା ରେ ସମସ୍ତ ଅତିଥି ମାନଙ୍କୁ ନୀଳମାଧଵ କଲ୍ୟାଣ ମଣ୍ଡପ ପର୍ଯ୍ୟନ୍ତ ପାଛୋଟି ଆଣିବା ପରେ ସେଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା | ପ୍ରଥମେ ଜଗନ୍ନାଥ ଙ୍କ ପାଖରେ ପ୍ରଦୀପ ପ୍ରଜ୍ବଳନ କାର୍ଯ୍ୟ ରାଜ୍ୟ ସଭାପତି ଙ୍କ କରକମଳ ରେ ସମାପ୍ତ ହେବାପରେ ସମସ୍ତ ଅତିଥି ମଞ୍ଚାସିନ ହୋଇଥିଲେ | ସମସ୍ତ ଅତିଥି ମାନଂକୁ ପୁଷ୍ପ ଗୁଚ୍ଛ, ପୁଷ୍ପ ମାଲ୍ୟ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା |  ଉକ୍ତ ବୈଠକରେ ରାଜ୍ୟ ସଭାପତି ଶ୍ରୀଯୁକ୍ତ କର ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ କରିବା, ବୀମା ରାଶିକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା, ସାମ୍ବାଦିକଙ୍କ ବିରୁଦ୍ଧରେ କରାଯାଉଥିବା ମିଥ୍ୟା ମକୋଦ୍ଦମା ର ସଠିକ ତଦନ୍ତ  କରିବା ପାଇଁ ଦାବି ସରକାର ଙ୍କ ପାଖରେ ରଖାଯାଇଛି ବୋଲି ସୂଚନା ଦେଇଥିଲେ ଯୁଦ୍ଧ କାଳୀନ ଭିତ୍ତି ରେ ସରକାର ଉକ୍ତ ଦାବୀ ଗୁଡିକୁ ପୂରଣ ନକଲେ ଆଗାମୀ ଶୀତ କାଳୀନ ଅଧିବେଶନ ସମୟରେ ସାରା ରାଜ୍ୟ ର ଉତ୍କଳ ସାମ୍ବାଦିକ ର ସମସ୍ତ ସଦସ୍ୟ ବିଧାନସଭା ଆଗରେ ଶାନ୍ତି ପୂର୍ଣ୍ଣ ଧାରଣା ଦେବେ ବୋଲି କହିଥିଲେ । ଏଥିସହିତ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ପ୍ରଣୟନ କ୍ଷେତ୍ରରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଭୂମିକାକୁ ପ୍ରଶଂସା କରିଥିଲେ । ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଏବଂ ଚନ୍ଦ୍ର ବିଜୟୀ ମିଶ୍ର ମଞ୍ଚ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ନୟାଗଡ଼  ଜିଲ୍ଲାର  ଦୁଇଶହ ରୁ ଉର୍ଦ୍ଧ  ସାମ୍ବାଦିକ ଯୋଗ ଦେଇଥିଲେ ତଥା କନ୍ଧମାଳ, ଫୁଲବାଣୀ, ବୌଦ୍ଧ, କଟକ, ଖୋର୍ଦ୍ଧା, ଗଞ୍ଜାମ ଭଳି ବିଭିନ୍ନ ଜିଲ୍ଲା ର ଉତ୍କଳ ସାମ୍ବାଦିକ ସଂଘ ର କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ | ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଶାଖା ରେ  ଆଜି ଚାଳିଶ ଜଣ ନୂତନ ସଭ୍ୟ ଯୋଗହୋଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା