-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ବିଜେଡି ଓଡିଶା-ମୋ ପରିବାର ର ଚକ୍ଷୁ ଚିକିତ୍ସା ଶିବିର

21-Aug-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) ::  ଆଜି ସକାଳ ୧୦ ଘଣ୍ଟା ସମୟରେ ବଲାଙ୍ଗିର ପୌରାଞ୍ଚଳ ୱାର୍ଡ ନମ୍ବର ୧୦ ଗେଟସରୋବର ପଡା ଡକ୍ଟର ବିଆର ଆମ୍ବେଦକର କ୍ଲବ ଠାରେ ବଲାଙ୍ଗିର ବିଜେଡି ଓଡିଶା-ମୋ ପରିବାର ଆନୁକୁଲ୍ଯ ରେ ପୁର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ ଏବଂ ଯୁବନେତା ଅର୍କେଶ ନାରାୟଣ ସିଂହଦେଓ ଙ୍କ ପରାମର୍ଶ କ୍ରମେ

ଏକ ଚକ୍ଷୁ ଚିକିତ୍ସା ଶିବିର ଆୟୋଜନ କରାଯାଇ ଶତାଧିକ ଲୋକଙ୍କ ଚକ୍ଷୁ ଚିକିତ୍ସା କରାଯାଇଥିଲା । ଏହି ଶିବିରରେ ଚକ୍ଷୁ ବିଶେଷଜ୍ଞ ଡାକ୍ତର ମାନେ ଚିକିତ୍ସା କରିଥିବା ବେଳେ ଅସରଫ ଅଲି ଖାନ (ବୁଲୁ) ଏହାକୁ ସୂଚାରୁ ରୂପେ ପରିଚାଳନା କରିଥିଲେ ।  ଗେଟସରୋବର ପଡାର କ୍ଲବ ସଦସ୍ଯ ମାନେ ସହଯୋଗ କରିଥିଲେ । ଏହି ଶିବିରରେ ଓଡିଶା-ମୋ ପରିବାର ଜିଲ୍ଲା ସଂଯୋଜକ ସାଗର ସଂଗମ ଶତପଥୀ ବିଜେଡିର ଜିଲ୍ଲା କାର୍ଯକାରୀ ସଭାପତି ଶ୍ରୀ ଅଶୋକ ମହାନ୍ତି , ଜିଲ୍ଲା ଯୁବ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା , ରାଜୀବ ଦାସ , ଶିବ ପ୍ରସାଦ ବେହେରା , ରାମ ନାଏକ , ମହେନ୍ଦ୍ର ବାଗ, ମୁନା ଖାନ , ବୁଲୁ ବେହେରା , ସମ୍ଭୁ ଚୋପଦାର , ସତ୍ଯ ନାଏକ, ସମିର କୁମ୍ଭାର , ଅଶୋକ ତାଣ୍ଡି , ମାନୁ ପଟ୍ଟନାୟକ,  ଅକ୍ଷୟ ବଚ୍ଛୋର , ବଣ୍ଟି ଚାନ୍ଦ , ଗୋବିନ୍ଦ ଶତପଥି , ରବି ଖମାରୀ , ସଞ୍ଜିବ ନାଥ , କିଶୋର କୁମ୍ଭାର , କ୍ଷୀରୋଦ ନାଗ ,  ଶିତାରାମ କୁମ୍ଭାର , ବିଜୟ ବାରିକ , ଗୋପିନାଥ ପାଇକ , ମୁନା ହରପାଲ , ରାନୁ ପାଣିଗ୍ରାହୀ , ଅଜୟ ନାଗ , ରାଜ କିଶୋର ରାଏ , ଦୁଖିଶ୍ଯାମ କୁମ୍ଭାର , ଟାରଜନ ବାରିକ, ଟୁକଲୁ ନାଗ ଓ ସୋନୁ ଉପସ୍ଥିତ ରହି ସହଯୋଗ କରିଥିଲେ  । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା