-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାର ଗ୍ରାମାଞ୍ଚଳ ଛାତ୍ର /ଛାତ୍ରୀ ଙ୍କୁ ବ୍ୟବସ୍ଥିତ ଶିକ୍ଷାଦାନ ପ୍ରଦାନରେ ସୁନିଶ୍ଚିତ କରିବା ଆମ ସମସ୍ତଙ୍କ ଗୁରୁଦାୟିତ୍ୱ: ଜିଲ୍ଲାପାଳ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରଦାନ କଲେ ପ୍ରଶଂସାପତ୍ର

21-Aug-2021



 ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ) : ଆଜି ଦିନ ପୂର୍ବାହ୍ନ ସମୟରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ଶିକ୍ଷା ସେତୁ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ପ୍ରଥମ ସମୀକ୍ଷା ବୈଠକ  ବିଭାଗୀୟ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି l ସେ ଏହି ଅବସରରେ ବୈଠକରେ ଉପସ୍ଥିତ ଅଧିକାରୀଙ୍କୁ  ଙ୍କୁ ସାମ୍ପ୍ରତିକ ପରିସ୍ଥିତିରେ  ଘରେ ଥିବା ପିଲା ମାନଙ୍କୁ ବ୍ୟବସ୍ଥିତ ଶିକ୍ଷାଦାନ ପ୍ରଦାନ କରିବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି କହିବା ସହ କେହି ଛାତ୍ର ଛାତ୍ରୀ ଯେପରି ଶିକ୍ଷା ପାଇବାରୁ  ବଞ୍ଚିତ ନ ହେବେ ସେଥିପ୍ରତି ଆବଶ୍ୟକ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି l ପୁନଶ୍ଚ  ଉପସ୍ଥିତ ଅଧିକାରୀଙ୍କୁ ଛାତ୍ର ଛାତ୍ରୀ ତଥା ଅଭିଵାବକ ମାନଙ୍କ ସହ ମତ ବିନିମୟ ପୂର୍ବକ କାର୍ଯ୍ୟକ୍ରମ କୁ ଆହୁରି ବ୍ୟାପକ,  ସମୃଦ୍ଧ ଓ ସୁନିଶ୍ଚିତ କରିବା ପାଇଁ ପରାମର୍ଶ ଦେଇଛନ୍ତି l  ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଶିକ୍ଷାସେତୁ କାର୍ଯ୍ୟକ୍ରମ ରେ ପ୍ରଶଂସନୀୟ ତଥା ଉଲ୍ଲେଖନୀୟ କାର୍ଯ୍ୟହେତୁ ଉଲୁଣ୍ଡା ଓ ବୀରମହାରାଜପୁର ବ୍ଲକ କୁ ପ୍ରଶଂସା କରିବା ସହ ସମ୍ପୃକ୍ତ ବ୍ଲକର ଅଧିକାରୀଙ୍କୁ ଧନ୍ୟବାଦ ଦେଇଛନ୍ତି l ସେହିପରି ଡୁଙ୍ଗୁରିପାଲି ଓ ସୋନପୁର ବ୍ଲକ ରେ ଏହି କାର୍ଯ୍ୟକ୍ରମ କୁ ଆହୁରି ସମୃଦ୍ଧ କରିବା ନିମନ୍ତେ ବ୍ଲକ ଅନ୍ତର୍ଗତ  ଶିକ୍ଷାବିଭାଗ ରେ କାର୍ଯ୍ୟରତ ଅଧିକାରୀ ଆନ୍ତରିକତା ସହିତ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି, ପୁନଶ୍ଚ ତରଭା ଓ ବିନିକା ବ୍ଲକ ରେ ଏହି କାର୍ଯ୍ୟକ୍ରମ କୁ ଆହୁରି ବ୍ୟାପକ ତଥା ସୁନିଶ୍ଚିତ କରିବା ପାଇଁ ସମ୍ପୃକ୍ତ ବ୍ଲକର ବିଭାଗୀୟ ଅଧିକାରୀ ପ୍ରମୁଖ ବିଶେଷ ଯତ୍ନବାନ ହେବାକୁ ନିର୍ଦେଶ ପ୍ରଦାନ କରିଛନ୍ତି l ଜିଲ୍ଲାପାଳ ଏହି ଅବସରରେ ଶିକ୍ଷାସେତୁ କାର୍ଯ୍ୟକ୍ରମ ରେ  ଉଲ୍ଲେଖନୀୟ କାର୍ଯ୍ୟପାଇଁ ବ୍ଲକ ସ୍ତରରେ  ଉଲୁଣ୍ଡା ବ୍ଲକ, କ୍ଲଷ୍ଟର ସ୍ତରରେ ଲୁତୁରପଙ୍କ କ୍ଲଷ୍ଟର, ସ୍କୁଲ ସ୍ତରରେ ସୋନପୁର ବ୍ଲକ ଅନ୍ତର୍ଗତ ଗଡିଆ ଉଚ୍ଚ ପ୍ରାଥମିକ ସ୍କୁଲ କୁ ପ୍ରସଂଶିତ କରିଥିବା ବେଳେ ବିଆରସି, ସିଆରସି, ତଥା ବିଭିନ୍ନସ୍କୁଲ ର ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ ଶିକ୍ଷାସେତୁ କାର୍ଯ୍ୟକ୍ରମ ରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ପ୍ରଶଂସାପତ୍ର ପ୍ରଦାନ କରିଛନ୍ତି l ଆଜିର ଏହି ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟନାରାୟଣ ଦାସ, ନିଶି ପୂନମ ମିଞ୍ଜ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଲକ୍ଷ୍ମଣ କୁମାର ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାଧାକାନ୍ତ  ଗଡ଼ତ୍ୟା, ସମ୍ପୃକ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ  ଯୋଗଦାନ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା