-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ପକ୍ଷରୁ ଗଙ୍ଗାଧର ମେହେର ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ: ରକ୍ଷା ବନ୍ଧନ ଅବସରରେ ଗୋ ପୂଜନ

22-Aug-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଆଜି ବ୍ୟାସ କବି ଗଙ୍ଗାଧର ମେହେର ଜୟନ୍ତୀ ଉତ୍ସବ ଅବସରରେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର -ମନମୁଣ୍ଡା ପକ୍ଷରୁ ସ୍ଥାନୀୟ ଗଙ୍ଗାଧର ଛକ ଠାରେ ସକାଳ 8 ଘଣ୍ଟା ରେ ସଭାପତି ଲଷ୍ମୀନାରାୟଣ ମେହେର ଙ୍କ ଉପସ୍ଥିତି ରେ ଉପ ସଭାନେତ୍ରୀ ଇନ୍ଦୁ ମତି ପୁରୋହିତ  ଙ୍କ ଦ୍ୱାରା କବି ଗଙ୍ଗାଧର ଙ୍କ ପ୍ରତିମୂର୍ତ୍ତି ରେ   ଧୂପ ଦୀପ ସହ  ପୁଷ୍ପ ମାଲ୍ୟ ଅର୍ପଣ କରାଯାଇଥିଲl  l ଏହି କାର୍ଯ୍ୟକ୍ରମ ରେ ସଂଗଠନ ର  ଉପଦେଷ୍ଟା ତଥା ପ୍ରାକ୍ତନ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ବିନୋଦ ମେହେର, ପ୍ରହଲ୍ଲାଦ ମିଶ୍ର, ଉପସଭାପତି ତରଣୀ ମେହେର, ପ୍ରଫୁଲ୍ଲ ନାଏକ, ମନୋଜ ପଣ୍ଡା, ସମ୍ପାଦକ ମନୋରଞ୍ଜନ ତ୍ରିପାଠୀ, ଦିଲ୍ଲୀପ ଭୁକ୍ତା, ମିସ ତମନ୍ନା ଅଗ୍ରୱାଲ, ପ୍ରମୁଖ  ସାମିଲ ରହି  ଗଙ୍ଗାଧର ଙ୍କ ସ୍ମ୍ରୁତି ଚାରଣ କରିଥିଲେ l ଶେଷରେ ଛୋଟ ପିଲାମାନଙ୍କୁ ବିସ୍କୁଟ ଓ ମିଷ୍ଟାନ ବଣ୍ଟନ କରାଯାଇଥିଲା l ଏ କାର୍ଯ୍ୟକ୍ରମ ପରେ ପରେs

ସଂଗଠନ  ର  ସ୍ବେଛାସେବୀ ଇନ୍ଦୁମତି ପୁରୋହିତ, ମନୋଜ ପଣ୍ଡା ଙ୍କ ନେତୃତ୍ୱ ରେ ପବିତ୍ର ରକ୍ଷା ବନ୍ଧନ ଉପଲକ୍ଷେ  ପ୍ରଶାସନ ର କାଞ୍ଜି ହାଉସ ଠାରେ ଗୋ ପୂଜନ ଓ ରକ୍ଷା ବନ୍ଧନ ଉତ୍ସବ  ପାଳନ କରାଯାଇଥିଲା l ଓ  ଗାଈ ଗୋରୁ ଙ୍କୁ ଖାଦ୍ୟ ବଣ୍ଟନ କରାଯାଇଥିଲା l  ସଂଗଠନ ର ସଭ୍ୟ ଦେବ ରଞ୍ଜନ ତ୍ରିପାଠୀ ଓ ସଂଗୀତା ନାଏକ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026
  ଜିଲ୍ଲା  
ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   17-Oct-2026
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026

You Might Also Like