-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ରେଳ ବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ ଙ୍କୁ ଦାବିପତ୍ର ପ୍ରଦାନ କରି ଜଣାଇଲେ ଅଙ୍ଗନୱାଡ଼ି କର୍ମୀ

23-Aug-2021



ଭବାନୀପାଟଣା( ସଞ୍ଜୀବ ଦାସଙ୍କ ସହ ତ୍ରିନାଥ ବେଶ୍ରା )         କଳାହାଣ୍ଡି ମାଟିରେ ରେଲ ବାଇ,ଟେଲିକମ୍ ଓ ଆଇଟି ମନ୍ତ୍ରୀ ଭାରତ ସରକାର ଶ୍ରୀଯୁକ୍ତ ଅଶ୍ୱିନୀ ବୈଷ୍ଣବ ଜୀ ,ମାନ୍ୟବର ନରେନ୍ଦ୍ର ଦାମୋଦର ଦାସ ମୋଦୀଙ୍କ ସାଶନ ସମୟରେ ଏକ ଜନ ଆଶୀର୍ବାଦ ପଦଯାତ୍ରାରେ ଆଗମନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଏହି ଅଞ୍ଚଳର ସମସ୍ୟା ତଥା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ଅପହଞ୍ଚ ହୋଇ ରହିଥିବା ବିଷୟରେ ଲିଖିତ ଦାବିପତ୍ର ମାନ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସ୍ଥାନରେ ଦେଇଥିବା ବେଳେ ଆଉ ଏକ ସମ୍ବେଦନଶୀଳ  ବିଷୟ କୁ ନେଇ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ ୱ।ର୍କର ଏସୋସେସନ ସାଧାରଣ ସମ୍ପାଦିକା ଶ୍ରୀମତୀ ଝୁନୁପମା ଶତପଥୀ ଏକ ଦାବୀ ପତ୍ର ପ୍ରଦାନ କରିଥିଲେ l ଗତ ତା - ୧୧/୦୧/୨୦୧୯ ମସିହାରେ ଓଡ଼ିଶାର  ପ୍ରତେକ ଜିଲ୍ଲାରୁ ଅଙ୍ଗନୱାଡ଼ି ଭଉଣୀ ମାନେ ନିଜ ଦରମା ବୃଦ୍ଧି ନେଇ ପି ଏମ ସି ଛକ ନିକଟରେ ଦୀର୍ଘ ୪୫ ଦିନ ଧରି ଭାରତୀୟ ମଜୁର ସଂଘ୍ ମାଧ୍ୟମରେ ଧର୍ମଘଟ କରିଥିଲେ , ସେହି  ଆନ୍ଦୋଳନ ରେ ସଫଳ ମଧ୍ୟ୍ୟ ହୋଇଥିଲେ l

ସେହି କାରଣରୁ କେତେଜଣ ଭଉଣୀ ମୁକ୍ଷ ଭୂମିକାରେ କାଜ୍ୟ କରିଥିବାରୁ ତାଙ୍କୁ ସରକାର ନିଲମ୍ବିତ କରିଛନ୍ତି  ସେମାନେ ହେଲେ ସୁଶ୍ରୀ ଅଞ୍ଜଳୀ ପଟେଲ,ସୁମିତ୍ରା ମହାପାତ୍ର , ସୌଦାମିନୀ ଦାସ ମାନସୀ ଦାସ, ଏପରି ୭ ଜଣ ଅଙ୍ଗନୱାଡ଼ି କର୍ମୀ ଚାକିରି ରୁ ବାହାର କରି ଦିଆଯାଇଛି ଏଣୁ ମାନ୍ୟବରପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମାନବ ସମ୍ବଳ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଏହି ଦାବୀ ପତ୍ର ମାଧ୍ୟମରେ ସେହି ସାତଜଣ  ଅଙ୍ଗନବାଡ଼ି ଭଉଣୀ ମାନଙ୍କୁ ନିଜ ନିଜ ଅଙ୍ଗନୱାଡ଼ି କେନ୍ଦ୍ର ରେ ନିଯୁକ୍ତି ଦେବା ପାଇଁ ନିବେଦନ କରିଛନ୍ତି l
ଏବଂ ତାଙ୍କର ଦାବିଗୁଡିକ ହେଲା 
୧ - ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ ସରକାରୀ ମାନ୍ୟତା ଦିଆଯାଉ ଓ ମାସିକ ଟ - ୧୮୦୦୦/ଙ୍କ। ଦରମା ବୃଦ୍ଧି କରାଯାଉ l
୨- ସମସ୍ତ ଅଙ୍ଗନୱାଡ଼ି କର୍ମୀ ଓ ମିନି ଅଙ୍ଗନୱାଡ଼ି କର୍ମୀ ଙ୍କୁ ପ୍ରି ପ୍ରାଇମେରୀ ଶିକ୍ଷକ ଓ ସହାଇକା ମାନଙ୍କୁ ଆସିଟେଣ୍ଡ ପ୍ରି ପ୍ରାଇମେରୀ ଶିକ୍ଷକ ଭାବରେ ନିଯୁକ୍ତି ଦିଆଯାଉ l
୩- ସମସ୍ତ ଅଙ୍ଗନୱାଡ଼ି ଓ ସହାୟିକା କୁ  EPFO. ESI ପେନସନ ଗ୍ର।ଜୁଟି ଏବଂ ମେଡ଼ିକାଲ ଫେସେ ଲେଟି ଦିଆଯାଉ ବୋଲି ସରକାରଙ୍କୁ ଅନୁରୋଧ କରିଛନ୍ତି ଓ ନିବେଦନ ମଧ୍ୟ୍ୟକରିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like