-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: ବଲାଙ୍ଗୀର-ଖୋର୍ଦ୍ଧା ରେଳପଥ କାମକୁ ତ୍ୱରାନ୍ୱିତ କରାଯାଉଛି, ମନ୍ତ୍ରୀଙ୍କ ସମାବେଶରେ ସାମାଜିକ ଦୂରତା ଓ କରୋନା କଟକଣା ପାଳନ ହେଲାନି 

22-Aug-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଜନ ଆଶିର୍ବାଦ ଯାତ୍ରା ରେ ବଭିନ୍ନ ଜିଲ୍ଲା ଗସ୍ତ କରିବା ପରେ ଆଜି ବଲାଙ୍ଗୀରରେ ପହଂଚି ଥିଲେ । ଆଜି ସଂଧ୍ୟାରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବଲାଙ୍ଗୀର ରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ପ୍ରଥମେ କଂଟାବାଞ୍ଜି ଦେଇ ପାଟଣାଗଡରୁ ବଲାଙ୍ଗୀର ଆସିବା ପରେ ଶ୍ରୀ ବୈଷ୍ଣବଙ୍କୁ ଶାନ୍ତି

ପଡା ଠାରୁ କଚେରୀ ଛଲ ଦେଇ ଏକ ବିଶାଳ ବାଇକ୍ ରେଲିରେ ପାଛୋଟି ଅଣାଯାଇଥିଲା । ପରେ ସ୍ଥାନୀୟ ଭାଗବତୀ ମନ୍ଦିର ଠାରେ ମନ୍ତ୍ରୀ ବୈଷ୍ଣବ କିଛି ସମୟ ଅଟକି ରକ୍ଷା ବନ୍ଧନ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ । ଶେଷରେ ସ୍ଥାନୀୟ ସାର୍କିଟ ହାଉସ ଠାରେ ଅନୁଷ୍ଠିତ ଏକ ସାମ୍ବନାଦିକ ସମ୍ମିଳନୀରେ ସେ ସାମ୍ବାଦିକ ମାନଙ୍କୁ ବଲାଙ୍ଗୀର -ଖୋଦ୍ଧା ରେଳ ପ୍ରକଳ୍ପକୁ ଯୁଦ୍ଧକାଳୀନ ଭିତ୍ତିରେ ଶେଷ କରାଯିବ ଓ ମୁଁ ଏଥି ପାଇଁ କାମର ତଦାରଖ କରୁଛି ବୋଲି କହିଥିଲେ । ଏହି ପ୍ରକଳ୍ପ ହେଉଛି ବଲାଙ୍ଗୀରର ଜୀବନ ରେଖା ତେଣୁ ଏହି ପ୍ରକଳ୍ପ ଉପରେ ବାଲଙ୍ଗୀରର ବିକାଶ ନିର୍ଭର କରୁଛି ବୋଲି ମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଥିଲେ । ସୋନପୁରରୁ ବୌଦ୍ଧ ଜିଲ୍ଲା ମଧ୍ୟରେ ଜମି ଅଧିଗ୍ରହଣର କିଛି ସମାସ୍ୟା ରହିଛି ଓ ଏହାକୁ ଶୀଘ୍ର ସମାଧାନ କରାଯାଇ ରେଳ ପ୍ରକଳ୍ପର ନିର୍ମାଣ କାମକୁ ଶେଷ କରାଯିବ ବୋଲି ଶ୍ରୀ ବୈଷ୍ଣବ ପ୍ରତିଶୃତି ଦେଇଥିଲା ଏହି ସାମ୍ବାଦିକ ସମ୍ମିଳନିରେ ବିଜେପି ଜିଲ୍ଲା ସଭାପତି ଶିବାଝି ମହାନ୍ତି, ପାଟଣାଗଡ଼ର ପୂର୍ବତନ ବିଜେପି ବିଧାୟକ  କନକ ବର୍ଦ୍ଧନ ସିଂଦେଓ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ରହି ସାମ୍ବାଦିକ ମାନଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଥିଲେ । ଏହି ଅବସରରେ ବଲାଙ୍ଗୀରର ବୁଦ୍ଧିଜୀବୀ ଓ ରେଲୱେ ୟୁଜରସ୍ ଏସୋସିଏସନର କର୍ମକର୍ତ୍ତ ମାନେ ରେଳ ମନ୍ତ୍ରଙ୍କୁ ସାକ୍ଷାତ କରି  ବଲାଙ୍ଗୀରରେ ରେଳ ଚଳାଚଳ ସଂପର୍କିତ ବିଭିନ୍ନ ସମସ୍ୟା ଉତ୍‌ଥାପନ କରିଥିଲେ । ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକତ୍ତର୍ତ୍ତା ମାନେ ରେଳ ମନ୍ତ୍ରୀଙ୍କ ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରିଥିଲେ । 
   ତେବେ ରେଳ ମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ କାର୍ଯ୍ୟକ୍ରମରେ ଭାଗବତୀ ମନ୍ଦିରରେ ହୋଇଥିବା ଜନସମାଗମ ଓ ସାର୍କିଟ ହାଉସରେ ଚାଲିଥିବା ସାମ୍ବାଦିକ ସମ୍ମିଳନୀରେ ସାମାଜିକ ଦୂରତାକୁ ଆଦୌ ପାଳନ କରାଯାଇନଥିବା ଦେଖାଯାଇଥିଲା । ଶତାଧିକ ବିଜେପି କର୍ମୀ, ଗଣମାଧ୍ୟମ ପ୍ରତିନିଧି ଓ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ପୋଲିସ ବାହିନୀ ଓ 

ସାଧାରଣ ନାଗରିକ ଙ୍କ ଭିଡକୁ ଦେଖି ଲାଗୁଥିଲା ସତେ ଯେପରି କରୋନା ଆମ ଜିଲ୍ଲାରୁ ଛାଡି ପଳାଇଛି । ତେବେ ରାରେଳମନ୍ତ୍ରୀ ଶ୍ରୀ ଅସ୍ୱିନୀ ବୈଷ୍ଣବ ଦୁର୍ଗ- ପୁରୀ ସ୍ୱତନ୍ତ୍ର ଟ୍ରେନ ଯୋଗେ ୧ଠ ଟା ୧୮ ମିନିଟରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like