-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||     

HOME   ଜିଲ୍ଲା

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବୟାନର ପ୍ରତିବାଦରେ ଏଆଇଡିଏସ୍‌ଓ ର ବିକ୍ଷୋଭ

22-Aug-2021



ବଲାଙ୍ଗିର,(ପ୍ରେରଣା ଖବର)-୧୯୦୯ ମସିହାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ମଣିଷ ତିଆରି କାରଖାନା ସତ୍ୟବାଦୀ ବନ ବିଦ୍ୟାଳୟକୁ ଜାତୀୟ ଶିକ୍ଷାନୀତି ୨୦୨୦ ର ପ୍ରୟୋଗଶାଳା କରିବା କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କର ବୟାନର ପ୍ରତିବାଦରେ ଆଜି ସାରା ଓଡିଶା ସପ୍ତାହ ବ୍ୟାପି ପ୍ରତିବାଦ ଦିବସ ଅବସରରେ ଏଆଇଡିଏସ୍‌ଓ ବଲାଙ୍ଗିର ଜିଲ୍ଲା ମିଟି ତରଫରୁ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶ ପୁତ୍ତଳିକା ପୋଡାଯାଇଥିଲା । ସାମନ୍ତବାଦୀ କୁସଂସ୍କାର, ଧର୍ମୀୟ ରକ୍ଷଣ ଶୀଳତା, ଅନ୍ଧତା ସହିତ ବ୍ରିଟିଶ ସାମ୍ରାଜ୍ୟବାଦ ବିରୁଦ୍ଧରେ ସଂଗ୍ରାମୀ ସ୍ୱାଧିନଚେତା, ମଣିଷ ଗଢିବା ଲାଗି ସତ୍ୟବାଦୀ ବନ ବିଦ୍ୟାଳୟ ଗଢାଯାଇଥିଲା ।  ମାତ୍ର କଂଗ୍ରେସ ନେତୃତ୍ୱାଧୀନ ରାଜୀବ ଗାନ୍ଧୀ ସରକାର ୧୯୬୮ ମସିହା ଜାତୀୟ ଶିକ୍ଷାନିତୀର ଧାରାବହିକତାରେ ବର୍ତମାନର ବିଜେପି ନେତୃତ୍ୱାଧୀନ ମୋଦୀ ସରକାରଙ୍କ ଜାତୀୟ ଶିକ୍ଷାନିତୀ ୨୦୨୦ର ଉଦ୍ଦେଶ୍ୟ ଏହାର ପରିପନ୍ଥୀ । ଏହି ଶିକ୍ଷାର ଘରୋଇକରଣ, ବ୍ୟବସାୟୀକରଣ, ସମ୍ପ୍ରଦାୟୀକରଣ, ଧନ୍ଦାମୁଖୀକରଣ, ବ୍ୟବସାୟୀକରଣ ଓ କେନ୍ଦ୍ରୀକରଣର ନୀଳ ନକ୍ସା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ସତ୍ୟବାଦୀ ବନ ବିଦ୍ୟାଳୟକୁ ନବଜାଗରଣର ଏନ୍ତୁଡିଶାଳ ଏବଂ ଗୋପବନ୍ଧୁଙ୍କ ଶିକ୍ଷାପ୍ରତି ଅବଦାନ କଥା କହି ଏହାକୁ ଜାତୀୟ ଶିକ୍ଷାନୀତି ୨୦୨୦ ର ପ୍ରୟୋଗଶାଳା କରିବେ ବୋଲି ଘୋଷଣା କଲା ବେଳକୁ ଜାତୀୟ ଶିକ୍ଷାନୀତି ୨୦୨୦ରେ କିନ୍ତୁ କୌଣସିଠାରେ ମଧ୍ୟ ଭାରତବର୍ଷର ସେହି ଗୌରାବୋଜ୍ଜ୍ୱଳା ନବଜାଗରଣ ବିଷୟରେ କିମ୍ବା ଜନଜାଗରଣର ବାର୍ତ୍ତାବହ ମହାମନୀଷି ରାଜା ରାମମୋହନ ରାୟ, ଇଶ୍ୱର ଚନ୍ଦ୍ର ବିଦ୍ୟାସାଗର, ଜ୍ୟୋତିବରାଓ ଫୁଲେ ଠାରୁ ଆରମ୍ଭ କରି ଫକୀରମୋହନ, ଉତ୍କଳମଣି ଗୋପବନ୍ଧୁ ପର୍ଯ୍ୟନ୍ତ ବିଶିଷ୍ଟ ସାହିତ୍ୱିକ ଶରତ ଚନ୍ଦ୍ର, ନଜରୁଲ, ପ୍ରେମଚାନ୍ଦ ସମେତ ବୈଜ୍ଞାନିକ ସି.ଭି. ରମଣ, ମେଘନାଦ ସାହା, ସତ୍ୟେନ ବୋଷ ଆଦିଙ୍କ ନାମ ଉଲ୍ଲେଖ ନାହିଁ । ତେଣୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଞ୍ଚସଖା ତଥା ଓଡିଶାବାସୀଙ୍କୁ ଜିଜର ଭୁଲ ବୟାନ ପାଇଁ କ୍ଷମା ମାଗିବା ଦରକାର । ଶିକ୍ଷାମନ୍ତ୍ରୀଙ୍କ ଏହି ବୟାନ ପ୍ରତିବାଦରେ ସମସ୍ତ ଶିକ୍ଷାପ୍ରେମୀ ଜନସାଧାରଣ ଆଗେଇ ଆସିବାକୁ ସଂଗଠକ ପକ୍ଷରୁ ଆହ୍ୱାନ କରାଯାଇଛି । ଆଜିର ଏହି ପ୍ରତିବାଦ ଶୋଭାରେ ଜିଲ୍ଲା ସଭାପତି ରାଜେନ୍ଦ୍ର ରଣା ସମ୍ପାଦକ ମଧୁସୁଦନ ବାଗ, ରାଜ୍ୟ ସମ୍ପାଦକ ମଣ୍ଡଳି ସଭ୍ୟ, ସୁନିଲ ଭୋଇ, ବିକାଶ ଜେନା, ଅହଲ୍ୟା ସାହୁ, ଗୌରୀ ରାଉତ, ମୁକେଶ ସାହୁ, ଅନନ୍ତ ପାଣ୍ଡେ, ସିଦ୍ଧାନ୍ତ ମହାକୁର ସହ ବହୁ ଛାତ୍ର ଛାତ୍ରୀ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ   17-Oct-2026
  ଜିଲ୍ଲା  
ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   17-Oct-2026
  ଜିଲ୍ଲା  
*ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   17-Oct-2026
  ଜିଲ୍ଲା  
ମଦ ବନ୍ଦ ପାଇଁ ତାତିଲେ ମହିଳା   17-Oct-2026
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026

You Might Also Like