-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ଆଗଲପୁର :ମନରେଗା କାମରେ ଦୁର୍ନୀତିର ଗନ୍ଧ : ବିଭିନ୍ନ ଉନ୍ନତିକରଣ କାମରେ ବ୍ୟାପକ ଅର୍ଥ ହରିଲୁଟ୍

26-Aug-2021



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ): ମନରେଗା ଦୁର୍ନୀତିର ଚେର ଦିନକୁ ଦିନ ବଢ଼ିବାରେ ଲାଗିଛି, ତଳୁ ଉପର କର୍ମଚାରୀ ଯାଏ   ମିଳିମିଶି ଖାଇଦେଲେ ୬ ଲକ୍ଷ ଟଙ୍କା  l ଏଭଳି ଏକ ମନରେଗା କାର୍ଯ୍ୟରେ ଘୋଟଲା ହୋଇଛି ଆଗଲପୁର (ଡୁଡୁକା) ବ୍ଲକ ବେନ୍ଦ୍ରା ପଂଚାୟତର  ରାମପୁର ଗ୍ରାମରେ l ରାମପୁର ଗ୍ରାମରେ ଥିବା ପାନଖାଇ କେନାଲ ଲାଗି  ୨୦୧୯-୨୦  ଓ ୨୦୨୦-୨୧ ବର୍ଷରେ ମନରେଗା ଯୋଜନାରେ ସାତଲକ୍ଷ ଟଙ୍କା ଆସିଥିଲା l ଗ୍ରାମବାସୀଙ୍କ ଅଭିଯୋଗ କ୍ରମେ ମାତ୍ର  ଏକଲକ୍ଷ ଟଙ୍କା ଭିତରେ କାମ ହୋଇଛି ଓ ବାକି  ଛଅଲକ୍ଷ ଟଙ୍କା ଗାଁ ସାଥୀ, ଜିଆରଏସ, ସରପଞ୍ଚ, ଈଓ, ଜେଇ, ଗାଁ ସାଥୀର ପରିବାର ସଦସ୍ୟ ସହ ଅନ୍ୟାନ୍ୟ ନକଲି ଶ୍ରମିକ  ( ଯେଉଁ ମାନଙ୍କର ଜବକାର୍ଡ ଅଛି ମାତ୍ର ମାଟି ବୋହିବାକୁ କେବେ ଯାଆନ୍ତି ନାହିଁ ) ସହାୟତାରେ ସମସ୍ତେ ମିଳିଭଗତ ହୋଇ ନକଲି ଶ୍ରମିକ ମାନଙ୍କ ପାସବୁକରେ ଟଙ୍କା ପକାଇ ଆତ୍ମସାତ କରିଛନ୍ତି l ଏ ବାବଦରେ ଗ୍ରାମବାସୀ ଗତ ୧୭. ୦୮.୨୦୨୧ରେ ଆଗଲପୁର (ଡୁଡୁକା)ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା ବର୍ତମାନ ସୁଦ୍ଧା ଅଧିକାରୀ ଦୁର୍ନୀତିଖୋର ବିରୁଦ୍ଧରେ କୌଣସି କାର୍ଯ୍ୟନୁଷ୍ଠାନ କରିନାହାନ୍ତି l ଏଣୁ ଦ୍ଵିତୀୟ ଥର ସରୋଜ ବରଗେ, କୁଶ ଭୁଏ, ଭାସ୍କର ଭୁଏ, ପ୍ରକାଶ ଭୁଏ, ପୂର୍ଣ୍ଣ ଭୁଏ, ଦିବ୍ୟକିଶୋର ସାହୁ, ବିନୋଦ ସାହୁ, ଗୋପାଳ ବେହେରା, ସୁଶାନ୍ତ ବେହେରା, ଶରତ ବରଗେ, ସୁଦାମ ଭୁଏ,

ମଦନମୋହନ ବରଗେ, ଗୋବିନ୍ଦ ସରଙ୍ଗୀ, ସୁଦାମ ସାହୁ, ଶୁଭ୍ରାଂଶୁ ବେହେରା, ନାରାୟଣ ସାହୁ, ଜିତୁ ଭୁଏ, ରସିକ ବେହେରା, ଗୋପୀ ବେହେରା ସହ ରାମପୁର ଗ୍ରାମବାସୀର ପ୍ରାୟ ଲୋକ ଡୁଡୁକା ଗୋଷ୍ଠୀ ଉନ୍ନୟନ ଅଧିକରୀଙ୍କ ଦ୍ୱାରସ୍ଥ ହୋଇ ପୁନର୍ବାର ଅଭିଯୋଗ କରିବା ସହ ଦୋଷୀ ତଥା ଦୁର୍ନୀତିଖୋର ବିରୁଦ୍ଧରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ କରି ଉଚିତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like