-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   

30-Nov--0001



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ): ମନରେଗା ଦୁର୍ନୀତିର ଚେର ଦିନକୁ ଦିନ ବଢ଼ିବାରେ ଲାଗିଛି, ତଳୁ ଉପର କର୍ମଚାରୀ ଯାଏ   ମିଳିମିଶି ଖାଇଦେଲେ ୬ ଲକ୍ଷ ଟଙ୍କା  l ଏଭଳି ଏକ ମନରେଗା କାର୍ଯ୍ୟରେ ଘୋଟଲା ହୋଇଛି ଆଗଲପୁର (ଡୁଡୁକା) ବ୍ଲକ ବେନ୍ଦ୍ରା ପଂଚାୟତର  ରାମପୁର ଗ୍ରାମରେ l ରାମପୁର ଗ୍ରାମରେ ଥିବା ପାନଖାଇ କେନାଲ ଲାଗି  ୨୦୧୯-୨୦  ଓ ୨୦୨୦-୨୧ ବର୍ଷରେ ମନରେଗା ଯୋଜନାରେ ସାତଲକ୍ଷ ଟଙ୍କା ଆସିଥିଲା l ଗ୍ରାମବାସୀଙ୍କ ଅଭିଯୋଗ କ୍ରମେ ମାତ୍ର  ଏକଲକ୍ଷ ଟଙ୍କା ଭିତରେ କାମ ହୋଇଛି ଓ ବାକି  ଛଅଲକ୍ଷ ଟଙ୍କା ଗାଁ ସାଥୀ, ଜିଆରଏସ, ସରପଞ୍ଚ, ଈଓ, ଜେଇ, ଗାଁ ସାଥୀର ପରିବାର ସଦସ୍ୟ ସହ ଅନ୍ୟାନ୍ୟ ନକଲି ଶ୍ରମିକ  ( ଯେଉଁ ମାନଙ୍କର ଜବକାର୍ଡ ଅଛି ମାତ୍ର ମାଟି ବୋହିବାକୁ କେବେ ଯାଆନ୍ତି ନାହିଁ ) ସହାୟତାରେ ସମସ୍ତେ ମିଳିଭଗତ ହୋଇ ନକଲି ଶ୍ରମିକ ମାନଙ୍କ ପାସବୁକରେ ଟଙ୍କା ପକାଇ ଆତ୍ମସାତ କରିଛନ୍ତି l ଏ ବାବଦରେ ଗ୍ରାମବାସୀ ଗତ ୧୭. ୦୮.୨୦୨୧ରେ ଆଗଲପୁର (ଡୁଡୁକା)ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ ସୁଦ୍ଧା ବର୍ତମାନ ସୁଦ୍ଧା ଅଧିକାରୀ ଦୁର୍ନୀତିଖୋର ବିରୁଦ୍ଧରେ କୌଣସି କାର୍ଯ୍ୟନୁଷ୍ଠାନ କରିନାହାନ୍ତି l ଏଣୁ ଦ୍ଵିତୀୟ ଥର ସରୋଜ ବରଗେ, କୁଶ ଭୁଏ, ଭାସ୍କର ଭୁଏ, ପ୍ରକାଶ ଭୁଏ, ପୂର୍ଣ୍ଣ ଭୁଏ, ଦିବ୍ୟକିଶୋର ସାହୁ, ବିନୋଦ ସାହୁ, ଗୋପାଳ ବେହେରା, ସୁଶାନ୍ତ ବେହେରା, ଶରତ ବରଗେ, ସୁଦାମ ଭୁଏ,

ମଦନମୋହନ ବରଗେ, ଗୋବିନ୍ଦ ସରଙ୍ଗୀ, ସୁଦାମ ସାହୁ, ଶୁଭ୍ରାଂଶୁ ବେହେରା, ନାରାୟଣ ସାହୁ, ଜିତୁ ଭୁଏ, ରସିକ ବେହେରା, ଗୋପୀ ବେହେରା ସହ ରାମପୁର ଗ୍ରାମବାସୀର ପ୍ରାୟ ଲୋକ ଡୁଡୁକା ଗୋଷ୍ଠୀ ଉନ୍ନୟନ ଅଧିକରୀଙ୍କ ଦ୍ୱାରସ୍ଥ ହୋଇ ପୁନର୍ବାର ଅଭିଯୋଗ କରିବା ସହ ଦୋଷୀ ତଥା ଦୁର୍ନୀତିଖୋର ବିରୁଦ୍ଧରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ କରି ଉଚିତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like