-+91-9937148622 |

prerana_bgr@rediffmail.com |

  Thursday 25th April 2024 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ନିର୍ବାଚନୀପ୍ରଚାର, ଚା’ ଖଟିରେ ଅନଙ୍ଗଉଦୟ   (25-Apr-2024)       ||      ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ବିଜେପି ର ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ    (25-Apr-2024)       ||      କଣ୍ଟାମାଳ ଥାନାର ପାଢେଲ ଦ୍ୟାମ ନିକଟରେ ଯବାନ ମାଓବାଦୀ ଜବାନ ଙ୍କ ମଧ୍ୟରେ ଗୁଳି ବିନିମୟ ଜାରି   (25-Apr-2024)       ||      ଅଂଶୁଘାତ ସଚେତନ କର୍ମଶାଳା   (25-Apr-2024)       ||      ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    (25-Apr-2024)       ||      ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   (25-Apr-2024)       ||      ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   (25-Apr-2024)       ||      ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   (24-Apr-2024)       ||      ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   (24-Apr-2024)       ||      ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   (24-Apr-2024)       ||      ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ    (24-Apr-2024)       ||      ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     (24-Apr-2024)       ||      ୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    (24-Apr-2024)       ||      ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   (24-Apr-2024)       ||      ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   (24-Apr-2024)       ||      ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   (24-Apr-2024)       ||      ପଲଶାଗୋରା କଲେଜ ରେ ଭୋଟର ସଚେତନତା ଶିବିର   (24-Apr-2024)       ||      ଓଡିଶା ରାଜ୍ୟ ଉଷୁ  କ୍ୟାମ୍ପ ଅନୁଷ୍ଠିତ ହଇଯାଇଛି    (24-Apr-2024)       ||     

HOME   ଜିଲ୍ଲା

ଲୋଇସିଂହା : ବିଜୁ ଯୁବ ଜନତା ଦଳର ସମ୍ବର୍ଦ୍ଧନା ଉତ୍ସବ

26-Aug-2021



ଲୋଇସିଂହା, (ବିନୋଦ କୁମାର ଦୀପ): ଲୋଇସିଂହା ବ୍ଳକ ବୁର୍ଡl ପଂଚାୟତ ବୁର୍ଡl ଡାକ ବଙ୍ଗଳା ଠାରେ ବିଜୁ ଯୁବ ଜନତା ଦଳର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଲୋଇସିଂହା ବ୍ଲକ ସଭାପତି ପ୍ରକାଶ ମହାରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ବିଜେଡି ରାଜ୍ୟପରିଷଦ ସଦସ୍ୟ ନିହାରରଞ୍ଜନ ବେହେରା ଏବଂ ସମ୍ମାନିତ ଅତିଥି ଭାବେ ଲୋଇସିଂହା ପର୍ଯ୍ୟବେକ୍ଷକ ବିମଲ ମେହେର, ବିଜୁ ଯୁବ ଜନତା ଦଳର ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା, ଜିଲା ଉପସଭାପତି ନିତେଶ ଅଗ୍ରୱାଲ, ବ୍ଲକ ମହିଳା ସଭାପତି ଜ୍ୟୋତ୍ସ୍ନାମୟୀ ନାଗ, ସୋସିଆଲ ମିଡ଼ିଆ ସଂଯୋଜକ ବିଭୁତି ଭୂଷଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ବିଜେଡିର ବରିଷ୍ଠ ସଦସ୍ୟ ସହଦେଵ ସା, ଛାତ୍ର ଜନତା ଦଳ ଜିଲ୍ଲା ସମ୍ପାଦକ ଫିରୋଜ ସାଥୁଆ, ଅଂଶୁମାନ ଗୁରୁ, ଅଜିତ ବେହେରା, ଅଜୟ ବେହେରା, ଜଗତପତି ଦାନୀ, ସୁରେନ ମେହେର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଲନାରେ ସହଯୋଗ କରିଥିଲେ ଓ ଶେଷରେ ସରୋଜ ମହାକୁର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ନିର୍ବାଚନୀପ୍ରଚାର, ଚା’ ଖଟିରେ ଅନଙ୍ଗଉଦୟ   25-Apr-2024
  ଜିଲ୍ଲା  
ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ   24-Apr-2024
  ରାଜନୀତି  
ବିଜେପି ର ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ   25-Apr-2024
  ଜିଲ୍ଲା  
କଣ୍ଟାମାଳ ଥାନାର ପାଢେଲ ଦ୍ୟାମ ନିକଟରେ ଯବାନ ମାଓବାଦୀ ଜବାନ ଙ୍କ ମଧ୍ୟରେ ଗୁଳି ବିନିମୟ ଜାରି   25-Apr-2024
  ଜିଲ୍ଲା  
ଅଂଶୁଘାତ ସଚେତନ କର୍ମଶାଳା   25-Apr-2024
  ଜିଲ୍ଲା  
ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    25-Apr-2024
  ଜିଲ୍ଲା  
ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   25-Apr-2024
  ଜିଲ୍ଲା  
ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   25-Apr-2024
  ଜିଲ୍ଲା  
ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   24-Apr-2024
  ଜିଲ୍ଲା  
ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   24-Apr-2024
  ଜିଲ୍ଲା  
ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   24-Apr-2024
  ଜିଲ୍ଲା  
ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   24-Apr-2024

You Might Also Like