-+91-9937148622 |

prerana_bgr@rediffmail.com |

  Friday 9th December 2022 |

| | | |

R.N.I. Regd No. ODIODI/2010/46693

Breaking News

ରିଷିଡା କପ ଫୁଟବଲ: ସିଆଲି ସୋନପୁର କୁ ହରାଇ ତୁଷୁରା ଫାଇନାଲରେ ।   (09-Dec-2022)       ||      ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   (09-Dec-2022)       ||      ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   (09-Dec-2022)       ||      ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   (09-Dec-2022)       ||      ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   (09-Dec-2022)       ||      ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ    (09-Dec-2022)       ||      ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ    (09-Dec-2022)       ||      ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   (09-Dec-2022)       ||      ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   (08-Dec-2022)       ||      ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   (08-Dec-2022)       ||      ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।    (08-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   (08-Dec-2022)       ||      ନିଶା ନିବାରଣ ସଚେତନତା ରଥ ର ଜିଲ୍ଲା ପରିକ୍ରମl - ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ -   (08-Dec-2022)       ||      ନୂଆପଡ଼ା : ସ୍ତ୍ରୀକୁ ହତ୍ୟା କରି ମିଛ ନାଟକ କରୁଥିଲା ସ୍ୱାମୀ    (08-Dec-2022)       ||      ରେକର୍ଡ ସଂଖ୍ୟକ ଭୋଟ ରେ ବିଜୟୀ ହେଲେ ବର୍ଷା ସିଂ ବରିହା   (08-Dec-2022)       ||      କୁଚିଣ୍ଡା ଜିଲ୍ଲା ଗଠନ ଦାବି ନେଇ ସର୍ବ ଦଳୀୟ ବୈଠକ, ଆନ୍ଦୋଳନ ପାଇଁ ସଜବାଜ I   (08-Dec-2022)       ||      ଯୋରନ୍ଦା ଗାଦି ଭାଙ୍ଗିବାର ପ୍ରତିବାଦ ଓ ଥଇଥାନ ଦାବି କରି ଶୋଭାଯାତ୍ରା ଓ ଦାବିପତ୍ର ପ୍ରଦାନ I   (08-Dec-2022)       ||      ପଦ୍ମପୁର ଫାଇଟ : ୧୫ ରାଉଣ୍ଡ ସୁଦ୍ଧା ଆଗରେ ଅଛି ବିଜେଡି    (08-Dec-2022)       ||      ଏସଏସଏ, ୟୁନିଟ ଲୋଇସିଂହା ଓ ଆଗଲପୁର ପକ୍ଷରୁ ବିଶ୍ୱରତ୍ନ ଡ଼. ଭୀମରାଓ ଆମ୍ବେଦକରଙ୍କ ୬୬ ତମ ମହା ପରିନିର୍ବାଣ ଦିବସ ପାଳନ   (08-Dec-2022)       ||      "ଦମନ" ଦେଖିଲେ ସଦର ହସ୍‌ପିଟାଲ୍ କର୍ମଚାରୀ I   (08-Dec-2022)       ||     

HOME   ଜିଲ୍ଲା

ବିନିକା ସିଦ୍ଧାର୍ଥ ଡିଗ୍ରୀ ଓ ଜୁନିଅର କଲେଜ ପରିଦର୍ଶନ କଲେ ରାଜ୍ୟ ଯୁବ ରେଡକ୍ରସ ଅଫିସର ଡକ୍ଟର ଅଜୟ କୁମାର ତ୍ରିପାଠୀ

27-Aug-2021



ବିନିକା:(ହିମାଂଶୁ ଶେଖର ପୁଟେଲ)-ଭାରତୀୟ ରେଡ଼କ୍ରସ ସୋସାଇଟି ଓଡିଶା ରାଜ୍ୟ ଶାଖାର ଯୁବ ରେଡ଼କ୍ରସ ଅଧିକାରୀ ଡକ୍ତର ଅଜୟ କୁମାର ତ୍ରିପାଠୀ ବିନିକା ସିଦ୍ଧାର୍ଥ କଲେଜ ପରିଦର୍ଶନ କରିବାକୁ ଆସିଥିଲେ।ଏହି ଅବସରରେ ଡିଗ୍ରୀ କଲେଜ ଅଧ୍ୟକ୍ଷ ଧୀରେନ୍ଦ୍ର କୁମାର ନାୟକ ଓ ସିଦ୍ଧାର୍ଥ ଜୁନିୟର କଲେଜ ଅଧ୍ୟକ୍ଷା ଶ୍ରୀମତୀ ରେଖା ପଧାନଙ୍କ ମିଳିତ ଆନୁକୂଲ୍ୟରେ ସଭା ଅନୁଷ୍ଠିତ ହୋଇଥିଲା।ଏହି ସଭାରେ ମୁଖ୍ୟଅତିଥି ଭାବରେ ଡକ୍ତର ଅଜୟ କୁମାର ତ୍ରିପାଠୀ, ସମ୍ମାନନୀୟ ଅତିଥି ଭାବେ ରାଜ୍ୟ ଜୁନିୟର ରେଡ଼କ୍ରସ ଅଫିସର ଲକ୍ଷ୍ମଣ କୁମାର ସ୍ୱାଇଁ,ସୁବର୍ଣ୍ଣପୁର ଜିଲ୍ଲା ରେଡ଼କ୍ରସ ସଂଯୋଜକ ଉମାକାନ୍ତ ନାଗ,ସିଦ୍ଧାର୍ଥ ଡିଗ୍ରୀ କଲେଜ ଇତିହାସ ବିଭାଗ ମୁଖ୍ୟ ଗୋପାଳକୃଷ୍ଣ ଦାଶ ଯୋଗ ଦେଇଥିଲେ। ଉକ୍ତ ସଭାରେ ଉଭୟ ଡିଗ୍ରୀ ଓ ଜୁନିୟର କଲେଜ ଅଧ୍ୟକ୍ଷ ଏବଂ ଅଧ୍ୟକ୍ଷା ମୁଖ୍ୟଅତିଥିଙ୍କୁ ମାନପତ୍ର ଦେଇ ସମ୍ମାନିତ କରିଥିଲେ। ସମାଜ ସେବାରେ ନିଜକୁ ନିୟୋଜିତ କରିବା ସହ ଜଣେ ଭଲ ମଣିଷ ହୋଇ ବଞ୍ଚିବା ପାଇଁ ସମସ୍ତଙ୍କୁ ଆହ୍ୱାନ ସହ ରକ୍ତଦାନର ମହତ୍ୱ ଉପରେ ମୁଖ୍ୟ ଅତିଥି ଡକ୍ଟର ତ୍ରିପାଠୀ ଆଲୋକପାତ

କରିଥିଲେ।ଏହି ସଭାକୁ ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡ଼କ୍ରସ କାଉନସିଲର ତଥା ଅର୍ଥନୀତି ଅଧ୍ୟାପକ ଶ୍ରୀ ବିଶ୍ଵନାଥ ମିଶ୍ର ପରିଚାଳନା କରିଥିବାବେଳେ ଶେଷରେ ସିଦ୍ଧାର୍ଥ ଜୁନିୟର କଲେଜ ରେଡକ୍ରସ କାଉନସିଲର ପ୍ରିତିରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଧନେଶ୍ୱର ସାହୁ , ସପ୍ତସାଗର ପଧାନ,ନିରଞ୍ଜନ ପାଣ୍ଡିଆ,ଭଗବାନ ସାହୁ,ମାନସ ରଞ୍ଜନ ମିଶ୍ର , ମହିଳା କାଉନସିଲର ତଥା ଶିକ୍ଷା ବିଭାଗ ଅଧ୍ୟାପିକା ବିଘେନଶ୍ୱରୀ ପୁଝାରି(ରୁବି) ଓ ଗରିବ ସାଲମା ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ଉଭୟ କଲେଜର ଅଧ୍ୟୟନରତ ଛାତ୍ରଛାତ୍ରୀ ଓ ସମସ୍ତ ଷ୍ଟାଫ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଷିଡା କପ ଫୁଟବଲ: ସିଆଲି ସୋନପୁର କୁ ହରାଇ ତୁଷୁରା ଫାଇନାଲରେ ।   09-Dec-2022
  ଜିଲ୍ଲା  
ଜିଲ୍ଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୩ ପାଳନ ପାଇଁ ବିଭିନ୍ନ କମିଟି ର ପ୍ରସ୍ତୁତି ବୈଠକ ।   09-Dec-2022
  ଜିଲ୍ଲା  
ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜ୍ୟାରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କଲେ ଯୁବକ   09-Dec-2022
  ଜିଲ୍ଲା  
ସିଦ୍ଧାର୍ଥ କଲେଜ ସଂସ୍କୃତ ବିଭାଗ ପକ୍ଷରୁ ଗୀତା ଜୟନ୍ତୀ ପାଳିତ।   09-Dec-2022
  ଜିଲ୍ଲା  
ପଲ୍ଲିଶ୍ରୀ କଲେଜ ରେ ବାର୍ଷିକ କ୍ରିଡା ପ୍ରତିଯୋଗିତା   09-Dec-2022
  ରାଜ୍ୟ  
ସିନ୍ଧେକେଲା ଥାନାରେ ଯୋଗ ଦେଲେ ନୁଆ ଥାନାଧିକାରୀ   09-Dec-2022
  ଜିଲ୍ଲା  
ପଦ୍ମପୁର ଉପନିର୍ବାଚନରେ ବିଜେଡିର ବିଜୟ ନେଇ ଜିଲ୍ଲା ଦଳୀୟ କାର୍ଯ୍ୟାଳୟ ଠାରେ ମିଷ୍ଠାନ ବଣ୍ଟନ   09-Dec-2022
  ଜିଲ୍ଲା  
ସମାଜସେବୀ ପ୍ରଶାନ୍ତ ପାଢୀ ଶିଶୁ କଲ୍ଯାଣ ସମିତି ର ଅଧ୍ୟକ୍ଷ ନିଯୁକ୍ତ I   09-Dec-2022
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ   08-Dec-2022
  ଜିଲ୍ଲା  
ପଦ୍ମପୁର ଉପ ନିର୍ବାଚନ ବିଜେଡି ବିଜୟୀ..... ରିଷିଡା ରେ ବିଜୟ ଉତ୍ସବ ପାଳିଲେ ବିଜେଡି କର୍ମୀ   08-Dec-2022
  ଜିଲ୍ଲା  
ମୈନପୁରୀ ଆସନରେ ବାଜିମାତ କଲେ ମୁଲାୟମଙ୍କ ବୋହୂ ଡିମ୍ପଲ ଯାଦବ।   08-Dec-2022
  ଜିଲ୍ଲା  
ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚିଚର୍ଲା କୁ ଟିଟିଲାଗଡ଼ ଟ୍ରାଇବ୍ରେକରରେ ପରାସ୍ତ କରି ସେମିରେ   08-Dec-2022

You Might Also Like