-+91-9937148622 |
prerana_bgr@rediffmail.com |
Thursday 28th March 2024 |
R.N.I. Regd No. ODIODI/2010/46693
Breaking News
29-Aug-2021
ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ବଡବାହାଲ ରେଞ୍ଜ କୁକୁଡାବାହାଳୀ ପଞ୍ଚାୟତ କରଡାପାଲ ଗ୍ରାମର ଜଙ୍ଗଲରେ ଶନିବାର ସକାଳୁ ଏକ ଦନ୍ତାହାତୀର ମୃତଦେହ ପଡ଼ିଥିବା ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବନ କର୍ମଚାରୀମାନେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିବାବେଳେ ମୃତ ହାତୀର ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ବନ ବିଭାଗ କହିଛି ।