-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   

30-Nov--0001



ବଲାଙ୍ଗିର(ପ୍ରେରଣା ଖବର) :: ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ସଦର ବ୍ଲକ ଅର୍ନ୍ତଗତ ୨୨ ନମ୍ବର ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି ସମ୍ମିଳନୀରେ ବଲାଙ୍ଗିର ର ଯୁବନେତା ଅର୍କେଶ ନାରାୟଣ ସିଂହଦେଓ ଯୋଗଦେଇ କର୍ମକର୍ତ୍ତାଙ୍କୁ କର୍ମଠ , ସୁସଙ୍ଗଠିତ ତଥା ନିର୍ଭୟ ରେ ଆଗାମୀ ପଞ୍ଚାୟତ ନିର୍ବାଚନ ରେ ସମସ୍ତେ ଏକ ଲଢୁଆ

ସୈନିକ ହୋଇ ନିର୍ବାଚନ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ସମସ୍ତ ଯୋଜନା ଓ ଲୋକାଭିମୁଖି କାର୍ଯ୍ୟକ୍ରମ କୁ ସାଧାରଣ ଜନତାଙ୍କ ପାଖକୁ ପହଞ୍ଚାଇ ଲୋକଙ୍କ ସୁଖ ଦୁଃଖ ରେ ସହଯୋଗ କରିବାକୁ ଆହ୍ବାନ କରିଥିଲେ। ଏହି ସମ୍ମିଳନୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ଯୁବନେତା ଅର୍କେଶ ନାରାୟଣ ଙ୍କ ନେତୃତ୍ବ କୁ ସମର୍ଥନ କରି ବିଭିନ୍ନ ପଞ୍ଚାୟତ ର କଂଗ୍ରେସ ଓ ବିଜେପି ର କର୍ମି ଯଥା ମିର୍ଧାପାଲି ପଞ୍ଚାୟତ ର ଦନାର୍ଦନ ପଟେଲ , ସୁବଲ ନାଏକ , ସରୋଜ ରାଉତ,  ଦିଗାମ୍ବର ଅତାବରିଆ ,  ପରମେଶ୍ଵର ଭୁଏ , କାଲିଆ ଜାଲ , ଚନ୍ଦନଭାଟି ପଞ୍ଚାୟତ ରୁ ଜୟନାରାୟଣ ମେହେର,  ମଣ୍ଟୁ ବେହେରା , 

, ଭିଷ୍ମ ମେହେର , ସରୋଜ ମେହେର , ଖେଜରା ମେହେର , ନେଜେରା ମେହେର , ସୁବଲ ମେହେର , ବୁଲୁ ମେହେର , ହାଡୁ ପୁଟେଲ , ପ୍ରଶାନ୍ତ ସାହୁ , ଶିଲୁ ମନହୀରା ,  ଟଙ୍କ ମନହୀରା , ତପ ବୁଡେକ,  ଜପ ବୁଡେକ , କୁମର ମନହୀରା , ରାଜୁ ନନ୍ଦ , ଆଶିଶ ସୁନା , ରାଜନ ନନ୍ଦ , ନାରାୟଣ କୁମ୍ଭାର , ନିଲୁ ମନହୀରା , ବିରେନ୍ଦ୍ର ମରେହି , ସୁଶାନ୍ତ ସୁନା , ନସିବ ମନହିରା , ହେମନ୍ତ ମରେଇ ,  ମିଙ୍କୁ ପୁରୋହିତ , ହିରୋଜ ବେହେରା , ଜଗନ୍ନାଥ ମେହେର, ହୃଷିକେଶ ମେହେର , କୁଟୁମ୍ବଡୋଲା ପଞ୍ଚାୟତ ର ଅରବିନ୍ଦ ଦିପ , ପିତବାସ ପଟେଲ,  ଯୋଗେନ୍ଦ୍ର ବିଶ୍ବାଲ  ବିଜୁ ଜନତା ଦଳ ରେ ସ୍ବେଚ୍ଛାକୃତ ଭାବରେ ଯୋଗଦାନ କରିଥିବା ବେଳେ ଏହି କର୍ମୀ ସମ୍ମିଲନୀ ବ୍ଲକ ଅଧ୍ୟକ୍ଷ ଗୋଲାପ ବାଗ, ଜିଲ୍ଲା ଯୁବ ବିଜେଡ଼ିର ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା , ଜିଲ୍ଲା ସାଧାରଣ ସଂପାଦକ କୈଳାଶ ଚନ୍ଦ୍ର ମହାନ୍ତି , ଜିଲ୍ଲା ସମ୍ପାଦକ କୁଳମଣି ମେହେର , କାର୍ଯ୍ଯକାରୀ ସଦସ୍ଯ ସନ୍ତୋଷ ଦନ୍ତା , ଶିକାଛିଡା ସମିତି ସଭ୍ଯ ନିହାର ରଞ୍ଜନ ସ୍ବାଇଁ , ବ୍ଲକ ମହିଳା ସଭାପତି ରିନା ଭରାସାଗର , ୨୩ ନମ୍ବର ଜୋନ ଜିଲ୍ଲାପରିଷଦ ସତ୍ଯନାରାୟଣ ଭୋଇ , ସରୋଜ ସ୍ବାଇଁ , ସୁରୁସୂତା ବାଗ ବକ୍ତବ୍ଯ ରଖିଥିଲେ ।ଏହି ସମସ୍ତ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ ସାହାଜବାହାଲ ସରପଞ୍ଚ ପ୍ରଦ୍ୟୁମ୍ନ କୁମାର ହୋତା । ଧନ୍ୟବାଦ ଦେଇଥିଲେ ବ୍ଲକ ଯୁବ କାର୍ଯ୍ଯକାରୀ  ସଭାପତି ଚାଇନା ମେହେର  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like