-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    (29-Mar-2024)       ||      ୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   (29-Mar-2024)       ||      ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   (29-Mar-2024)       ||      ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   (29-Mar-2024)       ||      ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   (29-Mar-2024)       ||      ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   (29-Mar-2024)       ||      ୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ହକି ସଂଘର ଜାତୀୟ କ୍ରୀଡା ଦିବସ ପାଳନ

29-Aug-2021



ବଲାଙ୍ଗିର,(ପ୍ରେରଣା ଖବର)  ଆଜି ସ୍ଥାନୀୟ ଏ.ବି.ଏସ୍‌.ଏସ୍ କ୍ଲବ ପରିସରରେ ଜିଲ୍ଲା ହକି ସଂଘ ହକି କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ତଥା ଜାତୀୟ କ୍ରୀଡା ଦିବସ ପାଳନ କରିଛି । ସଂଘର ସଭାପତି ବେଳାଳ ସିଂ ଭୋଇଙ୍କ ଅଧ୍ୟକ୍ଷତା ତଥା ସମ୍ପାଦିକା ଆନନ୍ଦିନୀ ଦର୍ଜିଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ରୂପେ ଲୋଇସିଂହା ପୂର୍ବତନ ବିଧାୟକ ରମାକାନ୍ତ ସେଟ ଯୋଗଦାନ କରି ଧ୍ୟାନଚାନ୍ଦଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ଜଳନ ସହ ଶୁଭାରମ୍ଭ କରିଥିଲେ । ସମ୍ମାନିତ ଅତିଥି ରୂପେ ପ୍ରମେୟ କେ.ବି.କେ. ମୁଖ୍ୟ ଅଖିଳ ଚନ୍ଦ୍ର ହୋତା, ଅବସରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ ଚନ୍ଦ୍ର ପରିଚ୍ଛା, ସାମ୍ବାଦିକ ଗୋପବନ୍ଧୁ ଶତପଥି ଯୋଗଦାନ କରି ସମାରୋହର ଉଦ୍ଦେଶ୍ୟ ସଂପର୍କରେ ନିଜସ୍ୱ ବକ୍ତବ୍ୟ ରଖିଥିଲେ । ମୁଖ୍ୟବକ୍ତା ଭାବେ ଜିଲ୍ଲା କ୍ରୀଡା ସଂସଦର ଉପ-ସଭାପତି କୃଷ୍ଣଚନ୍ଦ୍ର ମିଶ୍ର ଧ୍ୟାନଚାନ୍ଦଙ୍କ ଅଦ୍‌ଭୁତପୂର୍ବ କ୍ରୀଡା ଦକ୍ଷତା ସଂପର୍କରେ ବିସ୍ତୃତ ରୂପେ ବକ୍ତବ୍ୟ ରଖି ଜିଲ୍ଲାରେ ହକି ଖେଳ ପ୍ରତି ଖେଳାଳୀମାନଙ୍କୁ ଅଧିକ ସଂଖ୍ୟକରେ ଆକୃଷ୍ଟ କରାଇବା ସକାଶେ ଆହ୍ୱାନ କରିଥିଲେ । ପରେ ପରେ ସଂପାଦିକାଙ୍କ ଅନୁରୋଧ କ୍ରମେ ଉପସ୍ଥିତ ସଦସ୍ୟମାନଙ୍କ ମଧ୍ୟରୁ ଜୟରାମ ମିଶ୍ର, ଦେବରାଜ ସାଏ, ଦ୍ୱାରିକା ନାଥ ପଟେଲ ସମାରୋହ ଆୟୋଜନ ଉପରେ ନିଜସ୍ୱ ମତ ଉପସ୍ଥାପନ କରିଥିଲେ । ସଂଘର ବରିଷ୍ଠ ସଭ୍ୟ ପ୍ରଭାକର ମିଶ୍ର, କୋଷାଧ୍ୟକ୍ଷ ସୁକାନ୍ତ ପୁରୋହିତ, ପୂର୍ବତନ ସଭାପତି ସମୀର ଚନ୍ଦ୍ର ସାହାଣୀ ପ୍ରମୁଖ ସହଯୋଗ କରିଥିଲେ । ସଂଘର ଉପଦେଷ୍ଟା ପଦ୍ମ ଚରଣ ଆଚାର୍ଯ୍ୟ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରିଙ୍ଗାପଡ଼ା ଗାୟତ୍ରୀ ପ୍ରଜ୍ଞାପୀଠର ବାର୍ଷିକ ଉତ୍ସବ   ଉପଲକ୍ଷେ ପଞ୍ଚକୁଣ୍ଡୀୟ ମହାଯଜ୍ଞ ଉଦଯାପିତ    29-Mar-2024
  ଜିଲ୍ଲା  
୫୦ କେଜି ଗଞ୍ଜେଇ ଓ କାର ସହ ୨ ଅଭିଯୁକ୍ତ ଗିରଫ   29-Mar-2024
  ଜିଲ୍ଲା  
ନାଟ୍ୟଚକ୍ର ଅନୁଷ୍ଠାନ ପକ୍ଷରୁ ବିଶ୍ବନାଟ୍ୟ ଦିବସ ୨୦୨୪ ପାଳିତ   29-Mar-2024
  ଜିଲ୍ଲା  
ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   29-Mar-2024
  ଜିଲ୍ଲା  
ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   29-Mar-2024
  ଜିଲ୍ଲା  
ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   29-Mar-2024
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024

You Might Also Like