-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡ଼ିଶା ଯୁବା ମଞ୍ଚ ଦ୍ୱାରା +୩ ନାମଲେଖା ତାରିଖ ବୃଦ୍ଧି ତଥା ପରିବର୍ତ୍ତନ ନିମନ୍ତେ ଦାବୀପତ୍ର

03-Sep-2021



ବଲାଙ୍ଗିର (ପ୍ରେରଣା ଖବର) ରାଜ୍ୟ ଶିକ୍ଷା ବିଭାଗ ତରଫରୁ ଚଳିତ ବର୍ଷ +୩ ରେ ନାମଲେଖା ପାଇଁ ଆବେଦନ ସମୟସୀମାକୁ ନୂଆଖାଇ ଦିନ ମଧ୍ୟ ରଖାଯାଇଛି। ଯେହେତୁ ନୂଆଖାଇ ଆମ ପଶ୍ଚିମଓଡ଼ିଶା ଗଣପର୍ବ ଏବଂ ଏହିଦିନ ଆବେଦନ ନିମନ୍ତେ ଛାତ୍ରଛାତ୍ରୀ ମାନେ ପହଞ୍ଚିବା ଅସମ୍ଭବ ପ୍ରାୟ, ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଇ ଆବେଦନ ସମୟସୀମା କୁ ବୃଦ୍ଧି କରିବା ନିତାନ୍ତ ଆବଶ୍ୟକ।
ନୂଆଖାଇ ସମଗ୍ର ପଶ୍ଚିମ ଓଡିଶା ଗଣପର୍ବ ଏବଂ ଏହିଦିନ ନାମଲେଖା ଥିବା ଜାଣିବା ପରେ ଅନେକ ମହଲରୁ କ୍ଷୋଭ ପ୍ରକାଶ ପାଇଛି। ଏହା ସରକାରଙ୍କର ପଶ୍ଚିମ ଓଡ଼ିଶା ପ୍ରତି ବୈମାତୃକ ମନୋଭାବ କୁ ଇଙ୍ଗିତ କରୁଛି।
ତେଣୁ ଆଜି  ପଶ୍ଚିମ୍ ଓଡ଼ିଶା ଯୁବା ମଞ୍ଚ(WOYM) ବଲାଙ୍ଗୀର ତରଫରୁ ମାନନୀୟ ଶିକ୍ଷା ମନ୍ତ୍ରୀ ଏବଂ ସଚିବ ଙ୍କ ଉଦ୍ଦେଶ୍ୟ ରେ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଅନନ୍ତ ନାରାୟଣ ସିଂ ଲାଗୁରୀଙ୍କୁ ପ୍ରଦାନ କରା ଯାଇଛି ।
ଯୁବା ମଞ୍ଚର ସଦସ୍ୟ ଥବିର କର୍ମୀ, ଅଭିଷେକ ଦାଶ, ଖଗେଶ୍ୱର ପଧାନ, ଗଣେଷ ପଧାନ, ଅବିନାଶ ଦାଶ, ରମ୍ୟ ସାହୁ, ରିକୁନ୍ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଠିକ୍ ଏହିପରି ଭାବରେ ପଶ୍ଚିମ ଓଡ଼ିଶାର ସମସ୍ତ ଜିଲ୍ଲାରେ ଯୁବା ମଞ୍ଚର ସଦସ୍ୟଙ୍କ ଦ୍ୱାରା ଜିଲ୍ଲାପାଳ ମାନଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like