-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ରାଜ୍ୟ

ପବିତ୍ର ଗୁରୁଦିବସ ଅବସରରେ ସଚେତନତା କାର୍ଯ୍ୟକ୍ରମ

05-Sep-2021



କଣ୍ଟାବାଞ୍ଜି:(ଆନନ୍ଦ କୁମାର ମୋଟେ) : ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ପବିତ୍ର ଗୁରୁଦିବସ ପାଳିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ଜୁନିୟର ରେଡକ୍ରସ ପରାମର୍ଶଦାତା ବିରଞ୍ଚି ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପୂର୍ଣ୍ଣଚନ୍ଦ୍ର ନିଆଲ, ଅଙ୍ଗନବାଡ଼ି କର୍ମୀ ସଙ୍ଗୀତା ବଏ,ଶିକ୍ଷକ କିଶୋର ବରିହା, ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି, ଅଗସ୍ତି ମାଝୀ, ଛିନେ ମାଝୀ ସମେତ ଅନ୍ୟ ସଭ୍ୟସଭ୍ୟା ଯୋଗ ଦେଇଥିଲେ।ସର୍ବ ପ୍ରଥମେ ଡ.ସର୍ବପଲ୍ଲୀ ରାଧାକ୍ରିଷନଙ୍କ ଫଟୋଚିତ୍ରରେ ପୁଷ୍ପ ଓ ଧୂପ ପ୍ରଦାନ କରାଯାଇଥିଲା।ଜୁନିୟର ରେଡକ୍ରସ ପରାମର୍ଶଦାତା ବିରଞ୍ଚି ନାରାୟଣ ଦାଶ ନିଜ ବକ୍ତବ୍ୟରେ କହିଲେଯେ ବର୍ତ୍ତମାନର ଘଡିସନ୍ଧି ମୁହୂର୍ତ୍ତରେ କରୋନା ମହାମାରୀ ସହିତ ଡେଙ୍ଗୁ, ଚିକୁନଗୁନିଆ ଜ୍ୱର ତାଙ୍କର କାୟା ବିସ୍ତାର କରିବାରେ ଲାଗିଛନ୍ତି।ଏଣୁ ଶିକ୍ଷକ ଶିକ୍ଷୟିତ୍ରୀ, ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀ ମାନଙ୍କର ସଚେତନତା ସୃଷ୍ଟି କରିବା ଗୁରୁ ଦାୟିତ୍ବ ରହିଛି।ତାପରେ ସମସ୍ତେ ମିଶି ଗାଁରେ ପମ୍ପ୍ଳିଟ ବାଣ୍ଟିବା ସହିତ ଡେଙ୍ଗୁ, ଚିକୁନଗୁନିଆ ଓ କରୋନା ରୋଗ ଉପରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like