-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||     

HOME   ଜିଲ୍ଲା

ଭାରତୀୟ ମମଜଦୁର ସଂଘ ବଲାଙ୍ଗିର ଜିଲ୍ଲାର କେନ୍ଦ୍ର ସରକାର ଦର ବୃଦ୍ଧି ବିରୋଧରେ ଆନ୍ଦୋଳନ

09-Sep-2021



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ଭାରତୀୟ ମଜଦୁର ସଂଘ, ବଲାଙ୍ଗିର ଜିଲ୍ଲା ତରଫରୁ କେନ୍ଦ୍ରୀୟ ଶ୍ରମିକ ସଂଗଠନ ଭାରତୀୟ ମଜଦୁର ସଂଘ ର ନିଷ୍ପତ୍ତି କ୍ରମେ ଦିଲ୍ଲୀ ଠାରେ ସ୍ଥିରକୃତ ହୋଇଥିବା ଦରଦାମ ବୃଦ୍ଧି ଏବଂ ଗ୍ୟାସ, ପେଟ୍ରୋଲ ଓ ଡିଜେଲ ଜିଏସ୍‌ଟି ରେ ଅନ୍ତଭୁକ୍ତ କରିବା ପାଇଁ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ବିରୋଧରେ ରାଷ୍ଟ୍ରବ୍ୟାପି ଆନ୍ଦୋଳନ କରାଗଲା । ବଲାଙ୍ଗିର ଜିଲ୍ଲାରେ ଭାରତୀୟ ମଜଦୁର

ସଂଘର କାର୍ଯ୍ୟକର୍ତ୍ତା ଏବଂ ବିଭିନ୍ନ ସଂଗଠନରୁ ଆସିଥିବା ନେତୃବୃନ୍ଦ ଏଥିରେ ଏକ ପ୍ରେସ ଇସ୍ତାହାର ଜିଏସ୍‌ଟି ଅନ୍ତର୍ଭକ୍ତ କରିବା ପାଇଁ ରନ୍ଧନଗ୍ୟାସ, ପେଟ୍ରୋଲ, ଡିଜେଲ ଓ  ଅତ୍ୟାବଶ୍ୟକୀୟ ଗୃହ ଉପକରଣ ପାଇଁ ଦୃଢ ଦାବି କରିଥିଲେ ଏବଂ ଜିଲ୍ଲାପାଳ କାର୍ଯ୍ୟାଳୟ ୧୦ ଦଫା ସମ୍ମଳିତ ଏକ ଦାବିପତ୍ର ଭାରତ ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି ଉଦ୍ଦେଶରେ କେନ୍ଦ୍ରୀୟ ମନ୍ତ୍ରୀ ଶ୍ରମ ଓ ନିଯୁକ୍ତି, ପ୍ରଟ୍ରୋଲ ଏବଂ ନେଚୁରାଲ ଗ୍ୟାସ, ମହିଳା ଓ ଶିଶୁ, ଏଚ୍‌ଆରଡି, ଡିଫେନ୍ସ ଏବଂ ରେଲୱେ ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଏବଂ ବିଭିନ୍ନ ମନ୍ତ୍ରୀ ୧୦ ଦଫା ସମ୍ମଳିତ ଦାବିପତ୍ର ବଲାଙ୍ଗିର ଜିଲ୍ଲାପାଳଙ୍କ ମାଧ୍ୟମରେ ପ୍ରଦାନ କରାଯାଇଥିଲା । ଏଥିରେ ଭାରତୀୟ ମଜଦୁର ସଂଘର ରାଜ୍ୟ ଉପ-ସଭାପତି ଅରୁଣ ସାହୁ, ଜିଲ୍ଲା ସଭାପତି ରୁନୁ ଗୋପାଳ ସାହୁ, ଜିଲ୍ଲା ଉପ-ସଭାପତି ସନ୍ତୋଷ ପଧାନୀ, ସମ୍ପାଦକ ଆମୋଦ ମହାପାତ୍ର, କୋଷାଧ୍ୟକ୍ଷ ସୁରେନ୍ଦ୍ର ପୁରୋହିତ, ଡିମ୍ପଲ ନାଏକ ଏବଂ ଅଙ୍ଗନବାଡିି, ଆଶା କର୍ମୀ, ରେଲୱେ କ୍ୱାର୍କସ, ନିର୍ମାଣ ଶ୍ରମିକ ଇତ୍ୟାଦି ସଂଗଠନର କର୍ମୀମାନେ ଉପସ୍ଥିତ ଥିଲେ । ସରକାରଙ୍କର ଦରବୃଦ୍ଧି ତଥା ଅତ୍ୟାବଶ୍ୟକ ଜିନିଷ ଜିଏସ୍‌ଟି ଅନ୍ତଭୁକ୍ତ କରିବା ପାଇଁ ରାଜ୍ୟ ଉପ-ସଭାପତି ଅରୁଣ ସାହୁ ଦୃଢକ୍ତି ପ୍ରକାଶ କଲେ । ଭାରତ ବର୍ଷର ୭୪୭ ଜିଲ୍ଲାରେ ବିଏମ୍‌ଏସ୍ ତରଫରୁ ଦାବିପତ୍ର ଦିଆଯାଇଥିଲା । ଏଥିରେ ରେଲୱେ ୱାର୍କସ୍ ୟୁନିୟନ, ବଡମାଲ ୱାର୍କସ୍ ୟୁନିୟନ, ବଡମାଲ ଏବଂ ଟିଟିଲାଗଡ ଠାରେ ଦାବି ପତ୍ର ପ୍ରଦାନ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026

You Might Also Like