-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||     

HOME   ରାଜ୍ୟ

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା

12-Sep-2021



ଭୁବନେଶ୍ୱର (ସୁଭାଶିଷ ନାୟକ):  ଆଜି ପାଇଁ ୧୭ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ରହିଛି । ଆସନ୍ତା ୩ ଦିନ ମଧ୍ୟ  ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଓ୍ୱାର୍ଣ୍ଣିଂ ଜାରି କରିଛି ।  ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣଂ ଜାରି କରାଯାଇଛି।

ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ  ୱାର୍ଣ୍ଣିଂ ଜାରି ହୋଇଛି।  ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରାଯାଇଛି । ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ । ୧୩ ତାରିଖ ବେଳକୁ ବର୍ଷା ବଢ଼ିପାରେ। ଆଭ୍ୟନ୍ତରିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ସମୁଦ୍ରରେ ୪୫ରୁ ୬୫ କିମି ପର୍ଯ୍ୟନ୍ତ ପବନ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌. ଆର ବିଶ୍ୱାସ କହିଛନ୍ତି।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଅଧିକ ବର୍ଷା  ହେବ।  ଏହା  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ୨-୩ ଦିନ ମଧ୍ୟରେ ଗତି କରିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026

You Might Also Like