-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||     

HOME   ମହାନଗର

ପିପିଲି ଉପ ନିର୍ବାଚନ ନିମନ୍ତେ ପୋଷ୍ଟାଲ ବାଲାଟ ଗାଡି ଶୁଭାରମ୍ଭ

23-Sep-2021



ପୁରୀ-(ସମୀର ରଞ୍ଜନ ନାୟକ ) ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ପିପିଲି ବିଧାନସଭା ଉପ ନିର୍ବାଚନ ନିମନ୍ତେ ୮୦ ବର୍ଷ ବୟସରୁ ଉର୍ଦ୍ଦ୍ବ ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ଭୋଟର ମାନଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇଛି । ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ପତାକା ଦେଖାଇ ପୋଷ୍ଟାଲ ବାଲାଟ ଗାଡିର ଶୁଭାରମ୍ଭ କରିଛନ୍ତି ।  ପୋଲିଂ ଅଧିକାରୀ ମାନେ ସେମାନଙ୍କ ଘରକୁ ଯାଇ ମତଦାନ କରାଇବେ ।  ଡେଲାଙ୍ଗ ବ୍ଲକର ୭୧୨ ଓ ପିପିଲି ବ୍ଲକର ୩୬୫ ମୋଟ ୧୦୭୭ ଜଣ ମତଦାନ ସାବ୍ୟସ୍ତ କରିବେ ।  ଡେଲାଙ୍ଗ ବ୍ଲକରେ ୮୦ ବର୍ଷରୁ ଉର୍ଦ୍ଦ୍ବ ୬୧୪ ଏବଂ ଦିବ୍ୟାଙ୍ଗ ୯୮ ଜଣ ଏବଂ ପିପିଲିର ୨୯୫ ଜଣ ବରିଷ୍ଠ  ନାଗରିକ ଓ ୭୦ ଜଣ ଦିବ୍ୟାଙ୍ଗ ସାମିଲ ଅଛନ୍ତି । ପୂର୍ବରୁ ଏମାନଙ୍କ ମଧ୍ୟରୁ ଗତ ମେ ୩ ତାରିଖରେ ପୋଷ୍ଟାଲ ବାଲଟ ମାଧ୍ୟମରେ ପିପିଲିର ୬୩ ଓ ଡେଲାଙ୍ଗର ୭୫ ଜଣଙ୍କ ମୋଟ ୧୩୮ ଜଣଙ୍କ ଠାରୁ ମତଦାନ ନିଆଯାଇ ସରିଛି । 

ଏଥିନିମନ୍ତେ ୭ଟି ଗାଡି ବ୍ୟବସ୍ଥା କରାଯାଇଛି । ପ୍ରତ୍ୟେକ ଟିମରେ ୨ ଜଣଜଣ ପୋଲିଂ ଅଧିକାରୀ, ମାଇକ୍ରୋ ଅବଜରଭର, ପୁଲିସ ଓ ଭିଡିଓଗ୍ରାଫରଙ୍କୁ ମିଶାଇ ୫ ଜଣ ସାମିଲ ରହିବେ । ବୁଥ ସ୍ତରୀୟ ଅଧିକାରୀ ମାନେ ଏଥିନିମନ୍ତେ ସହଯୋଗ କରିବେ । 

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ତହସିଲଦାର ଶ୍ରୀ ରବିନ୍ଦ୍ର କୁମାର ପ୍ରଧାନ,  ଡେପୁଟି କଲେକ୍ଟର ଶ୍ରୀ ସୁମନ୍ତ କର, ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ପୋଲିଂ ଅଧିକାରୀପ୍ରମୁଖଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026

You Might Also Like