-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||     

HOME   ଜୀବନଶୈଳୀ

ଆମେରିକାରେ ନୂଆଖାଇ ଭେଟଘାଟ

23-Sep-2021



ଆମେରିକାରେ ବସବାସ କରୁଥିବା ଓଡ଼ିଆ ସମାଜ  ଓସାକାଲ (OSACAL) ଦ୍ଵାରା ଗତ ୧୭ ସେପ୍ଟେମ୍ବର ୨୦୨୧ ପ୍ରଥମ ଥର ପାଇଁ "ନୂଆଁଖାଇ ଭେଟଘାଟ" ଉତ୍ସବ ଜୁମ୍ ଆପ୍ ମାଧ୍ୟମରେ ପାଳିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ଜାତୀୟ ପୁରସ୍କାରପ୍ରାପ୍ତ ଓଡ଼ିଆ ସିନେମାର ପ୍ରତିଷ୍ଠିତ ନିର୍ଦେଶକ ଡ. ସବ୍ୟସାଚୀ ମହାପାତ୍ର । ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ ଲୋକସଙ୍ଗୀତର ବିଶିଷ୍ଟ ଗୀତିକାର ଓ କଣ୍ଠଶିଳ୍ପୀ ସର୍ବେଶ୍ଵର ଭୋଇ ।  ଏହି  ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ କୋଶଳୀ-ସମ୍ବଲପୁରୀ ନାଟ୍ୟକାର ପ୍ରଦ୍ୟୁମ୍ନ କୁମାର ସାହୁ ଏବଂ ନାଟ୍ୟ ନିର୍ଦେଶକ ଦେବୁ ପଣ୍ଡା ଙ୍କ ନାଟକ ପ୍ରଦର୍ଶିତ ହୋଇଥିଲା। ଏହି କାର୍ଯ୍ୟକ୍ରମ କୁ ଆମେରିକାର ବିଭିନ୍ନ ସହରରେ ଅବସ୍ଥାନ କରୁଥିବା ଶତାଧିକ ଓଡ଼ିଆ  ପରିବାର ଡିଜିଟାଲ ଗଣମାଧ୍ୟମ ଦ୍ଵାରା ସଂଯୋଜିତ ହୋଇ  ଉପୋଭୋଗ କରିପାରିଥିଲେ । କସ୍ତୁରୀ ଓ ଦେବ ମହାପାତ୍ର , ମିନତୀ ଓ ପ୍ରତାପ ମିଶ୍ର ,ମୀରା ଦାସ , ସରୋଜ ବେହେରା ପ୍ରଭୁତି ବ୍ୟକ୍ତିତ୍ଵ ନୂଆଁଖାଇ ର ତାତ୍ପର୍ଯ୍ୟ ବିଷୟରେ ଆଲୋକପାତ ମଧ୍ୟ କରିଥିଲେ । "ଓଷା" ର ପୂର୍ବତନ ସଭାପତି କୁକୁ ଦାସ , ଯୋଗ ଗୁରୁ ମନୋଜ ଯୋଶୀ,ଗାୟତ୍ରୀ ଯୋଶୀ, ଅରୁନ୍ଧତୀ ମିଶ୍ର ଏବଂ ଓସାକାଲର ପୂର୍ବତନ ସଭାପତି ସରିତା ଜଗତଜିତା ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ । ଏବଂ ସର୍ବଶେଷରେ ଆମ ସଂସ୍କୃତିକୁ ପ୍ରାଧାନ୍ୟ ଦେଇ ଥିବାରୁ  ଓସାକାଲର  ସଭାପତି ଦୀପ୍ତି ମଲ୍ଲିକ , ଉପସଭାପତି ରଶ୍ମିତା ବରାଳ ସମ୍ପାଦକ ସୁଦାମ ମିଶ୍ରଙ୍କୁ ଧନ୍ୟବାଦ୍ ଅର୍ପଣ କରାଯାଇଥିଲା  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ