-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ

23-Sep-2021



ପୁରୀ-(ସମୀର ରଞ୍ଜନ ନାୟକ ) ଜିଲ୍ଲା ସ୍ବଳ୍ପ ସଞ୍ଚୟ ସଂଗଠନ ଆନୁକୂଲ୍ୟରେ ଆର୍ଥିକ ସାକ୍ଷରତା ଓ ଅନ୍ତର୍ଭୁକ୍ତିକରଣ ଶିବିର ସଦର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟ ଏବଂ ଅଙ୍ଗନୱାଡି କର୍ମୀ ଯୋଗ ଦେଇଥିଲେ ।  ସ୍ବଳ୍ପ ସଞ୍ଚୟ ଉପ ବିଭାଗ ଉପ ଶାସନ ସଚିବ ଶ୍ରୀ ପ୍ରଶାନ୍ତ କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଞ୍ଚିତ ଅର୍ଥ ରାଶିକୁ ପଞ୍ଜିକୃତ ସଂସ୍ଥାରେ ଜମା କରିବାକୁ ପରାମର୍ଶ ଦେଇଥିଲେ । ଅଣସ୍ବୀକୃତିପ୍ରାପ୍ତ, ଅଣଅଧିକୃତ ଏବଂ ଅଣପଞ୍ଜିକୃତ ସଂସ୍ଥା, ଅନୁଷ୍ଠାନ କିମ୍ବା ବ୍ୟକ୍ତିଙ୍କ ନିକଟରେ ଅର୍ଥ ନିବେଶ ଠାରୁ ଦୂରେଇ ରହିବାକୁ କହିଥିଲେ । ସେହିଭଳି ପୁରୀ ଡାକ ମଣ୍ତଳ ବରିଷ୍ଠ ଡାକ ଅଧିକ୍ଷକ ଶ୍ରୀ ବିପିନ ବିହାରୀ ମହାନ୍ତି ପୋଷ୍ଟ ବିଭାଗ ପକ୍ଷରୁ ଜମାରାଶି ଉପରେ ସୁଧ ଏବଂ ବିଭିନ୍ନ ସଞ୍ଚୟ ଯୋଜନା ଉପରେ ଆଲୋକପାତ କରିଥିଲେ । ଅଣପଞ୍ଜିକୃତ ବେସରକାରୀ ସଂସ୍ଥାରେ ଅର୍ଥ ଲଗାଣ ସର୍ବଦା ଅସୁରକ୍ଷିତ ବୋଲି ସେ ମତବ୍ୟକ୍ତ କରିଥିଲେ । ସେହିଭଳି ଆକସ୍ମିକ ଏବଂ ଆକର୍ଷଣ ଅର୍ଥ ପାଇବା ପ୍ରତି ପ୍ରଲୋଭିତ ନହେବା ପାଇଁ ଇଣ୍ତିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ ପରିଚାଳକ ଶ୍ରୀ ଅବିନାଶ ପାଣି କହିଥିଲେ । ସନ୍ଦିଗ୍ଧ ବ୍ୟକ୍ତି, ଫୋନକଲ, ଇମେଲ ପ୍ରତି ସର୍ବଦା ସତର୍କତା ଅବଲମ୍ବନ କରିବାକୁ ହେବ । ଅର୍ଥଲଗାଣ ପୂର୍ବରୁ ଏହାର ଯାଞ୍ଚ କିମ୍ବା ପରାମର୍ଶ କରାଯିବା ଆବଶ୍ୟକତା ବୋଲି ସେ ଶ୍ରୀ ପାଣି କହିଥିଲେ ।  

ଜିଲ୍ଲା ସ୍ବଳ୍ପ ସଞ୍ଚୟ ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଅଧିକାରୀ ଶ୍ରୀ ବିଭୂତି ଭୂଷଣ ନାୟକ ସଭା ପରିଚାଳନା କରିଥିବା ବେଳେ ଅଗ୍ରଣୀ ବ୍ୟାଙ୍କ ମ୍ୟାନେଜର ଶ୍ରୀ କିଶୋର ଚନ୍ଦ୍ର ଆର୍ଚାଯ୍ୟ, ପୁରୀ ସଦର ଏବିଡିଓ ଶ୍ରୀ ମନୋଜ ବେହେରା, ସିଡିପିଓ ଚନ୍ଦ୍ରପ୍ରଭା ଦେଇ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like