-+91-9937148622 |

prerana_bgr@rediffmail.com |

  Thursday 25th April 2024 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ନିର୍ବାଚନୀପ୍ରଚାର, ଚା’ ଖଟିରେ ଅନଙ୍ଗଉଦୟ   (25-Apr-2024)       ||      ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ବିଜେପି ର ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ    (25-Apr-2024)       ||      କଣ୍ଟାମାଳ ଥାନାର ପାଢେଲ ଦ୍ୟାମ ନିକଟରେ ଯବାନ ମାଓବାଦୀ ଜବାନ ଙ୍କ ମଧ୍ୟରେ ଗୁଳି ବିନିମୟ ଜାରି   (25-Apr-2024)       ||      ଅଂଶୁଘାତ ସଚେତନ କର୍ମଶାଳା   (25-Apr-2024)       ||      ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    (25-Apr-2024)       ||      ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   (25-Apr-2024)       ||      ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   (25-Apr-2024)       ||      ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   (24-Apr-2024)       ||      ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   (24-Apr-2024)       ||      ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   (24-Apr-2024)       ||      ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   (24-Apr-2024)       ||      ସିନ୍ଧେକେଲାର ଯୁବ ସାମ୍ବାଦିକ ତଥା ବଣିକ ସଂଘର ସହ ସମ୍ପାଦକ ଙ୍କ ପିତୃ ବିୟୋଗ    (24-Apr-2024)       ||      ମରଣ ଯନ୍ତା ପାଲଟିଛି ବାଇପାସ୍ ରାସ୍ତା ,  ବିଭାଗୀୟ ଅଧିକାରୀ ଅନ୍ୟ ବାଭାଗ ଅଧିକାରୀ ଙ୍କୁ ଦୋଷା ରୋପ କରିବାରେ ବ୍ୟସ୍ତ     (24-Apr-2024)       ||      ୫୫0 କୁଣହାଁ (କିସାନ ମିର୍ଦ୍ଧା ଓରାମ) ସମାଜର  ବାର୍ଷିକ ଉତ୍ସବ    (24-Apr-2024)       ||      ବିଜେଡ଼ି ଦଳୀୟ ପ୍ରାର୍ଥୀ ରୂପେ ଆଧିରାଜ ମୋହନ ପାଣିଗ୍ରାହୀଙ୍କ ନାମାଙ୍କନ ପାତ୍ର ଦାଖଲ,   (24-Apr-2024)       ||      ଦାଦନ ଶ୍ରମିକ ଙ୍କ ଅଂଶୁଘାତ ରେ ଶୋଚନୀୟ ମୃତ୍ୟୁ,ଚାରୋଟି ଅସହାୟ ଛୋଟ ସନ୍ତାନ ଙ୍କୁ ସହାୟତା ଦାବି   (24-Apr-2024)       ||      ନୂଆପଡ଼ା ଜିଲ୍ଲା ନିର୍ବାଚନ ବିଭାଗ ପକ୍ଷରୁ ସଚେତନ ପଦଯାତ୍ରା, ନିର୍ବାଚନ ମହା ପର୍ବ ରେ ସାମିଲ ହୋଇ ନିଜ ମତ ସାବ୍ୟସ୍ତ ପାଇଁ ଆହ୍ବାନ   (24-Apr-2024)       ||      ପଲଶାଗୋରା କଲେଜ ରେ ଭୋଟର ସଚେତନତା ଶିବିର   (24-Apr-2024)       ||      ଓଡିଶା ରାଜ୍ୟ ଉଷୁ  କ୍ୟାମ୍ପ ଅନୁଷ୍ଠିତ ହଇଯାଇଛି    (24-Apr-2024)       ||     

HOME   ଜିଲ୍ଲା

ବିନିକା ସିଦ୍ଧାର୍ଥ ଜୁନିଅର ଓ ଡିଗ୍ରୀ କଲେଜରେ ଏନଏସଏସ ଡେ ପାଳନ

25-Sep-2021



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଓ ଡିଗ୍ରୀ କଲେଜରେ ଜାତୀୟ ସେବା ଯୋଜନା(ଏନଏସଏସ ଡେ) ପାଳନ ହୋଇଯାଇଛି l ପ୍ରାରମ୍ଭରେ କଲେଜ ଅଧ୍ୟକ୍ଷା ରେଖା ପ୍ରଧାନଙ୍କ ନେତୃତ୍ୱରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନେ ନିକଟସ୍ଥ କୋଲପଡା ଗ୍ରାମକୁ ଯାଇ କରୋନା ତୃତୀୟ ଲହର ପୂର୍ବରୁ ଛୋଟ ଶିଶୁ ଙ୍କ ଠୁଁ ବଡ଼ ପର୍ଯ୍ୟନ୍ତ ସମସ୍ତଙ୍କୁ ମାକସ ପିନ୍ଧିବାକୁ ଦେଇ ସଚେତନ କରିଥିଲେ l ଏହି ପରିପ୍ରେକ୍ଷୀରେ ଗ୍ରାମର ଲୋକଙ୍କୁ ଶୁଖିଲା ଖାଦ୍ୟ, ସାବୁନ,ସର୍ଫ ଆଦି ବଣ୍ଟନ କରାଯାଇଥିଲା l ପରେ ଅଧ୍ୟକ୍ଷା ଶ୍ରୀମତୀ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏକ ସଭାରେ ଓଡ଼ିଆ ବିଭାଗ ବରିଷ୍ଠ

ଅଧ୍ୟାପକ ନିରଞ୍ଜନ ପାଣ୍ଡିଆ ମୁଖ୍ୟ ଅତିଥି,ବିନିକା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ଆୟୁଷ ଡାକ୍ତର ଉମାକାନ୍ତ ମହାନନ୍ଦ ମୁଖ୍ୟବକ୍ତା,ସ୍ବାସ୍ଥ୍ୟକର୍ମୀ ମିନାକ୍ଷୀ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ l ରେଡକ୍ରସ କାଉନସିଲର ପ୍ରୀତି ରଞ୍ଜନ ସାହୁ ସଭାକୁ ସଂଯୋଜନା କରିଥିବା ବେଳେ ଏନଏସଏସ ପ୍ରୋଗ୍ରାମ ଅଫିସର ରୋହିତ ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ l ସେହିପରି ସିଦ୍ଧାର୍ଥ ଡିଗ୍ରୀ କଲେଜ ସଂସ୍କୃତ ଅଧ୍ୟାପକ ହରିଶ୍ଚନ୍ଦ୍ର ହୋତା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବରିଷ୍ଠ ଇତିହାସ ବିଭାଗ ଅଧ୍ୟାପକ ଗୋପାଳ କୃଷ୍ଣ ଦାଶ,ଇଂରାଜୀ ବିଭାଗର ବାଣୀ ପ୍ରସାଦ ବିଶ୍ଵାଳ,ରାଜନୀତି ବିଜ୍ଞାନ ବିଭାଗ ର ରୁଦ୍ର ନାରାୟଣ ଦାଶ ପ୍ରମୁଖ ଯୋଗଦେଇ ଜାତୀୟ ସେବା ଯୋଜନା ପାଳନର ଉଦ୍ଦେଶ୍ୟ ଉପରେ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ନିର୍ବାଚନୀପ୍ରଚାର, ଚା’ ଖଟିରେ ଅନଙ୍ଗଉଦୟ   25-Apr-2024
  ଜିଲ୍ଲା  
ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ   24-Apr-2024
  ରାଜନୀତି  
ବିଜେପି ର ମିଶ୍ରଣ ପର୍ବ ଓ କାର୍ଯ୍ୟକର୍ତ୍ତା ସମ୍ମିଳନୀ   25-Apr-2024
  ଜିଲ୍ଲା  
କଣ୍ଟାମାଳ ଥାନାର ପାଢେଲ ଦ୍ୟାମ ନିକଟରେ ଯବାନ ମାଓବାଦୀ ଜବାନ ଙ୍କ ମଧ୍ୟରେ ଗୁଳି ବିନିମୟ ଜାରି   25-Apr-2024
  ଜିଲ୍ଲା  
ଅଂଶୁଘାତ ସଚେତନ କର୍ମଶାଳା   25-Apr-2024
  ଜିଲ୍ଲା  
ଦଳଛାଡିଲେ ପିସିସି ସାଧାରଣସଂପାଦକ ବିଧୁଭୂଷଣ.. ନରସିଂହ,ଶରତ ଓ ଭକ୍ତଙ୍କ ମନମାନୀ କାରଣରୁ କଂଗ୍ରେସ ତଳିତଳାନ୍ତ ହୋଇଛି-ବିଧୁ    25-Apr-2024
  ଜିଲ୍ଲା  
ଭିନ୍ନକ୍ଷମ ମହିଳାଙ୍କ ଭରସାରେ ତିନି ଝିଅ   25-Apr-2024
  ଜିଲ୍ଲା  
ହାଇମାଷ୍ଟ ଲାଇଟ ଅଚଳ, ମରାମତି ପାଇଁ ଦାବି - ବୀରମହାରାଜପୁର ମୁଖ୍ୟ ଛକ ଅନ୍ଧାର   25-Apr-2024
  ଜିଲ୍ଲା  
ପୌରାଞ୍ଚଳରେ ସମରେନ୍ଦ୍ର - ନରସିଂହଙ୍କ ଜୋରଦାର ନିର୍ବାଚନ ପ୍ରଚାର ବିକାଶ କୁ ଚୋରି କରିଥିବା ନେତାଙ୍କୁ ନିର୍ବାଚନରେ ଜବାବ ଦିଅନ୍ତୁ ଲୋକେ - ସମରେନ୍ଦ୍ର   24-Apr-2024
  ଜିଲ୍ଲା  
ବିଦ୍ୟାଳୟରେ ଗ୍ରୀଷ୍ମ ଅବକାଶକାଳୀନ ପ୍ରସ୍ତୁତି....   24-Apr-2024
  ଜିଲ୍ଲା  
ବହଳପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ   24-Apr-2024
  ଜିଲ୍ଲା  
ହଳଦୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଙ୍ଗଲ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ   24-Apr-2024

You Might Also Like