-+91-9937148622 |

prerana_bgr@rediffmail.com |

  Wednesday 17th August 2022 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ କୋଠାଘର ଓ ମହାନଦୀ ବ୍ରିଜ ଆଲୋକିକରଣ ଓ ଉଦ୍ଘାଟିତ   (17-Aug-2022)       ||      ନନ୍ଦାହାଣ୍ଡି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର   (17-Aug-2022)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟାମାଳ ଠାରେ ଜନଶୁଣାଣି କାର୍ଯ୍ୟକ୍ରମ    (17-Aug-2022)       ||      ଆଜାଦୀକା ଅମୃତ ମହୋତ୍ସବ ଉପଲକ୍ଷେ ଯୋଗିନୀପିଠ ରାଣୀପୁର ଝରିଆଲ ରେ ଉଡିଲା ସୁଉଚ୍ଚ ଜାତୀୟ ପତାକା । ଲଗାଣ ବର୍ଷା ସତ୍ବେ ବହୁ ସଂଖ୍ୟକ ଲୋକ ସାମିଲ ହେଲେ   (16-Aug-2022)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାରେ ୭୬ତମ ସ୍ୱାଧୀନତା ଦିବସ ପାଳନ   (16-Aug-2022)       ||      ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2022)       ||      ଜାତୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳନ ପାଇଁ ବିଭିନ୍ନ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା   (16-Aug-2022)       ||            ଦଶପୁର ରେ ମିଳିତ ମାଗଣା ସ୍ୱାସ୍ଥ୍ୟ ଶିବିର   (16-Aug-2022)       ||      କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କୁ ପ୍ରତାରଣା: ଓଡିଶା ସରକାର ବିରୋଧରେ ଦୁର୍ବାର ଆନ୍ଦୋଳନ ହେବ    (16-Aug-2022)       ||      ପୁଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ କାର ଜବତ: ଚାଲାଣ କାରୀ ଚମ୍ପଟ ମାରିଲେ   (16-Aug-2022)       ||      ଫସଲ ବୀମା ରାଶି ପ୍ରଦାନ ଦାବୀ ନେଇ ହଲଦି ରାଜରାସ୍ତା ଅବରୋଧ   (16-Aug-2022)       ||      ଆଜାଦି ର ଅମୃତ ମହୋତ୍ସବ ଦେଶକୁ ସ୍ୱାବିଲମ୍ବି ଏବଂ ଆତ୍ମନିର୍ଭରଶୀଳ କରିବ: ଗଜାନନ୍   (16-Aug-2022)       ||      କଳାବ୍ୟାଜ୍‌ ପିନ୍ଧି କାମ କରୁଛନ୍ତି କଣ୍ଟାବାଞ୍ଜି ବିଜୁ ରକ୍ତ ଭଣ୍ଡାରର କର୍ମଚାରୀ    (16-Aug-2022)       ||      ୨୮୦ ବୋତଳ କପସିରଫ ଓ ୨୦ ଳିଟର ଦେଶିମଦ ଜଵତ ସହ ଦୁଇ ଗିରଫ   (16-Aug-2022)       ||      ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ର ତୀରଙ୍ଗା ଶୋଭାଯାତ୍ରା   (16-Aug-2022)       ||      ସେପ୍ଟେମ୍ବର୍ ରେ ରିଲିଜ୍ ହେବ ନୂଆଁ ଓଡ଼ିଆ ସିନେମା ମହର୍ଷି    (16-Aug-2022)       ||      ରେଢ଼ାଖୋଲ ରକ୍ତ ଭଣ୍ଡାରରେ ଆରିୟନ ଫାଉଣ୍ଡେସନ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ    (16-Aug-2022)       ||      ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ଦେଶାତ୍ମବୋଧକ କବିତା ପାଠ    (16-Aug-2022)       ||      ଅଭିନଵ ଢଙ୍ଗରେ ଗାନ୍ଧୀ ଙ୍କ ଚିତ୍ର ଆଙ୍କି ଉତ୍ସବ ମନଇଲେ ସୋନପୁର ଆର୍ଟ ଏଣ୍ଡ କ୍ରାଫ୍ଟ ସ୍କୁଲର ଶିକ୍ଷକ ଓ ଛାତ୍ରଛାତ୍ରୀ   (16-Aug-2022)       ||      ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ତରଫରୁ "ସ୍ୱାଧୀନତା ଦିବସ" ଏବଂ "ରକ୍ଷ୍ୟା ବନ୍ଧନ" ପାଳିତ   (16-Aug-2022)       ||     

HOME   ଜିଲ୍ଲା

କବି ନୃସିଂହାନନ୍ଦ ମହାପାତ୍ର ପାଇଲେ ସାହିତ୍ୟ ରତ୍ନ ପୁରସ୍କାର

25-Sep-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳଜିଲ୍ଲାର  ସୁନାମଧନ୍ୟ ସାହିତ୍ୟିକ,ସଂଗଠକ, ସମାଜସେବୀ, ଶିକ୍ଷାବିତ ନୃସିଂହାନନ୍ଦ ମହାପାତ୍ର ଚଳିତ ବର୍ଷ ପାଇଁ ସମତା ସାହିତ୍ୟ ଏକାଡେମୀ,ନାଗପୁର, ମୁମ୍ବାଇ, ମହାରାଷ୍ଟ୍ର ତରଫରୁ ମର୍ଯ୍ୟାଦା ଜନକ ସାହିତ୍ୟ ରତ୍ନ ପୁରସ୍କାର ପାଇଛନ୍ତି l ରାଷ୍ଟ୍ରୀୟ ଗୁରୁ ଦିବସ ଉପଲକ୍ଷେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମ ହୋଟେଲ ହରଦେବ, ମୁଁଜେମାର୍ଗ, ସୀତାବୋର୍ଡିଂ, ନାଗପୁର, ମହାରାଷ୍ଟ୍ରରେ ଅନୁଷ୍ଠିତ ହୋଇଥିଲା l ସଭାପତି ପଦ୍ମଶ୍ରୀ ବିଜେତା ରାଜ୍ୟସଭା ସଦସ୍ୟ ଡ଼ଃ ବିକାଶ ମହାତ୍ମେଙ୍କ ଅଧ୍ୟକ୍ଷତାରେ ଏଥିରେ ଉଦଘାଟକ ମହାରାଷ୍ଟ୍ରର ଶକ୍ତି ମନ୍ତ୍ରୀ ଡ଼ଃ ନିତିନ ରାଉତ, ମୁଖ୍ୟ ଅତିଥି ରାମ ଦାସଜୀ ତଡ଼ସ, ସମ୍ମାନିତ ଅତିଥି ଡ଼ଃ ଜୟପ୍ରକାଶ ଦୁବକ ଓ ଦେଶରାଣୀ କ୍ଷୀରସାଠ ଆଦି ଯୋଗ ଦେଇଥିଲେ l ପୁସ୍ତକ ମାଆ, ମାଟି ଓ ମଶାଣି ପାଇଁ ସାହିତ୍ୟିକ ଶ୍ରୀ ମହାପାତ୍ରଙ୍କୁ ଅତିଥିମାନେ ମାନପତ୍ର, ଉପଢୌକନ  ଓ ନଗଦ ଏକ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସମତା ସାହିତ୍ୟ ଏକାଡେମୀର ଅଧ୍ୟକ୍ଷ ଡ଼ଃ ଡି. ଏସ. ତାଣ୍ଡକାର, ନାଗପୁର ଜିଲ୍ଲା ଅଧ୍ୟକ୍ଷ ଅରୁଣ ରାଉତ, ସମ୍ପର୍କ ପ୍ରମୁଖ ସୁମେଥ କମ୍ବଛେ, ମହାସଚିବ ପୁରାଣ ତାଣ୍ଡକାର, ମହାରାଷ୍ଟ୍ର ପ୍ରଦେଶ ଅଧ୍ୟକ୍ଷ ଡି. ଏସ. ନରକାର, ଯୁବ ଅଧ୍ୟକ୍ଷ ରୋହିତ ତାଣ୍ଡକାର, ସମତା ସାହିତ୍ୟ ଏକାଡେମୀ ଓଡିଶା ପ୍ରାନ୍ତର ଅଧ୍ୟକ୍ଷ ବହାଦୁର ପାଟଶାଣୀ ପ୍ରମୁଖ ଉପସ୍ଥିତ ଥିଲେ l ସାହିତ୍ୟ,ସଂସ୍କୃତି, କଳା ଓ ସଂଗଠନ କ୍ଷେତ୍ରରେ ଶ୍ରୀ ମହାପାତ୍ରଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ଉପସ୍ଥିତ ଅତିଥି ମାନେ ଭୁୟସୀ ପ୍ରଶଂସା କରିଥିଲେ l ଏହା ପୂର୍ବରୁ ଶ୍ରୀ ମହାପାତ୍ର ଓଡ଼ିଶାର ବିଭିନ୍ନ ସ୍ଥାନରୁ ବହୁ ପୁରସ୍କାର ଓ ମାନପତ୍ର ପାଇଛନ୍ତି lତାଙ୍କ ଦ୍ୱାରା ଲିଖିତ ଲାଜେଇ ଝିଅ, ପ୍ରିୟା ବାସନ୍ତୀ, ଜଗତର ନାଥ ଆମ ଜଗନ୍ନାଥ, ଆତ୍ମ ଚିନ୍ତନ, ନୀତିଶିକ୍ଷା, ଗୁରୁ ବ୍ୟକ୍ତି ନୁହେଁ ଗୁରୁ ଶକ୍ତି, ଗୁରୁ ଅମୃତର ଖଣି, ଶଙ୍କର ଦିଗବିଜୟୀ, ଆର୍ଯ୍ୟାବର୍ତ୍ତର ମହା ମନୀଷୀ ଗଣ, ବୈଦିକ ଆଚାର୍ଯ୍ୟଗଣ ଆଦି ପୁସ୍ତକ ବେଶ ପାଠକୀୟ ଆଦୃତି ଲାଭ କରି ପାରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ କୋଠାଘର ଓ ମହାନଦୀ ବ୍ରିଜ ଆଲୋକିକରଣ ଓ ଉଦ୍ଘାଟିତ   17-Aug-2022
  ଜିଲ୍ଲା  
ନନ୍ଦାହାଣ୍ଡି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର   17-Aug-2022
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ କଣ୍ଟାମାଳ ଠାରେ ଜନଶୁଣାଣି କାର୍ଯ୍ୟକ୍ରମ   17-Aug-2022
  ରାଜ୍ୟ  
ଆଜାଦୀକା ଅମୃତ ମହୋତ୍ସବ ଉପଲକ୍ଷେ ଯୋଗିନୀପିଠ ରାଣୀପୁର ଝରିଆଲ ରେ ଉଡିଲା ସୁଉଚ୍ଚ ଜାତୀୟ ପତାକା । ଲଗାଣ ବର୍ଷା ସତ୍ବେ ବହୁ ସଂଖ୍ୟକ ଲୋକ ସାମିଲ ହେଲେ   16-Aug-2022
  ଜିଲ୍ଲା  
ପଂଚାୟତ ଉଚ୍ଚ ବିଦ୍ୟାଳୟ, ବାନ୍ଧପଡାରେ ୭୬ତମ ସ୍ୱାଧୀନତା ଦିବସ ପାଳନ   16-Aug-2022
  ଜିଲ୍ଲା  
ବଲାଙ୍ଗିର ଯାଦବ ସମାଜ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ   16-Aug-2022
  ଜିଲ୍ଲା  
ଜାତୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳନ ପାଇଁ ବିଭିନ୍ନ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା   16-Aug-2022
      ଦଶପୁର ରେ ମିଳିତ ମାଗଣା ସ୍ୱାସ୍ଥ୍ୟ ଶିବିର   16-Aug-2022
  ଜିଲ୍ଲା  
କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କୁ ପ୍ରତାରଣା: ଓଡିଶା ସରକାର ବିରୋଧରେ ଦୁର୍ବାର ଆନ୍ଦୋଳନ ହେବ   16-Aug-2022
  ଜିଲ୍ଲା  
ପୁଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ କାର ଜବତ: ଚାଲାଣ କାରୀ ଚମ୍ପଟ ମାରିଲେ   16-Aug-2022
  ଜିଲ୍ଲା  
ଫସଲ ବୀମା ରାଶି ପ୍ରଦାନ ଦାବୀ ନେଇ ହଲଦି ରାଜରାସ୍ତା ଅବରୋଧ   16-Aug-2022
  ଜିଲ୍ଲା  
ଆଜାଦି ର ଅମୃତ ମହୋତ୍ସବ ଦେଶକୁ ସ୍ୱାବିଲମ୍ବି ଏବଂ ଆତ୍ମନିର୍ଭରଶୀଳ କରିବ: ଗଜାନନ୍   16-Aug-2022

You Might Also Like