-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||      ସରକାରୀ ବସ୍ ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ଜୀବନ ଗଲା    (27-Mar-2024)       ||     

HOME   ଜିଲ୍ଲା

କବି ନୃସିଂହାନନ୍ଦ ମହାପାତ୍ର ପାଇଲେ ସାହିତ୍ୟ ରତ୍ନ ପୁରସ୍କାର

25-Sep-2021



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳଜିଲ୍ଲାର  ସୁନାମଧନ୍ୟ ସାହିତ୍ୟିକ,ସଂଗଠକ, ସମାଜସେବୀ, ଶିକ୍ଷାବିତ ନୃସିଂହାନନ୍ଦ ମହାପାତ୍ର ଚଳିତ ବର୍ଷ ପାଇଁ ସମତା ସାହିତ୍ୟ ଏକାଡେମୀ,ନାଗପୁର, ମୁମ୍ବାଇ, ମହାରାଷ୍ଟ୍ର ତରଫରୁ ମର୍ଯ୍ୟାଦା ଜନକ ସାହିତ୍ୟ ରତ୍ନ ପୁରସ୍କାର ପାଇଛନ୍ତି l ରାଷ୍ଟ୍ରୀୟ ଗୁରୁ ଦିବସ ଉପଲକ୍ଷେ ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମ ହୋଟେଲ ହରଦେବ, ମୁଁଜେମାର୍ଗ, ସୀତାବୋର୍ଡିଂ, ନାଗପୁର, ମହାରାଷ୍ଟ୍ରରେ ଅନୁଷ୍ଠିତ ହୋଇଥିଲା l ସଭାପତି ପଦ୍ମଶ୍ରୀ ବିଜେତା ରାଜ୍ୟସଭା ସଦସ୍ୟ ଡ଼ଃ ବିକାଶ ମହାତ୍ମେଙ୍କ ଅଧ୍ୟକ୍ଷତାରେ ଏଥିରେ ଉଦଘାଟକ ମହାରାଷ୍ଟ୍ରର ଶକ୍ତି ମନ୍ତ୍ରୀ ଡ଼ଃ ନିତିନ ରାଉତ, ମୁଖ୍ୟ ଅତିଥି ରାମ ଦାସଜୀ ତଡ଼ସ, ସମ୍ମାନିତ ଅତିଥି ଡ଼ଃ ଜୟପ୍ରକାଶ ଦୁବକ ଓ ଦେଶରାଣୀ କ୍ଷୀରସାଠ ଆଦି ଯୋଗ ଦେଇଥିଲେ l ପୁସ୍ତକ ମାଆ, ମାଟି ଓ ମଶାଣି ପାଇଁ ସାହିତ୍ୟିକ ଶ୍ରୀ ମହାପାତ୍ରଙ୍କୁ ଅତିଥିମାନେ ମାନପତ୍ର, ଉପଢୌକନ  ଓ ନଗଦ ଏକ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସମତା ସାହିତ୍ୟ ଏକାଡେମୀର ଅଧ୍ୟକ୍ଷ ଡ଼ଃ ଡି. ଏସ. ତାଣ୍ଡକାର, ନାଗପୁର ଜିଲ୍ଲା ଅଧ୍ୟକ୍ଷ ଅରୁଣ ରାଉତ, ସମ୍ପର୍କ ପ୍ରମୁଖ ସୁମେଥ କମ୍ବଛେ, ମହାସଚିବ ପୁରାଣ ତାଣ୍ଡକାର, ମହାରାଷ୍ଟ୍ର ପ୍ରଦେଶ ଅଧ୍ୟକ୍ଷ ଡି. ଏସ. ନରକାର, ଯୁବ ଅଧ୍ୟକ୍ଷ ରୋହିତ ତାଣ୍ଡକାର, ସମତା ସାହିତ୍ୟ ଏକାଡେମୀ ଓଡିଶା ପ୍ରାନ୍ତର ଅଧ୍ୟକ୍ଷ ବହାଦୁର ପାଟଶାଣୀ ପ୍ରମୁଖ ଉପସ୍ଥିତ ଥିଲେ l ସାହିତ୍ୟ,ସଂସ୍କୃତି, କଳା ଓ ସଂଗଠନ କ୍ଷେତ୍ରରେ ଶ୍ରୀ ମହାପାତ୍ରଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ଉପସ୍ଥିତ ଅତିଥି ମାନେ ଭୁୟସୀ ପ୍ରଶଂସା କରିଥିଲେ l ଏହା ପୂର୍ବରୁ ଶ୍ରୀ ମହାପାତ୍ର ଓଡ଼ିଶାର ବିଭିନ୍ନ ସ୍ଥାନରୁ ବହୁ ପୁରସ୍କାର ଓ ମାନପତ୍ର ପାଇଛନ୍ତି lତାଙ୍କ ଦ୍ୱାରା ଲିଖିତ ଲାଜେଇ ଝିଅ, ପ୍ରିୟା ବାସନ୍ତୀ, ଜଗତର ନାଥ ଆମ ଜଗନ୍ନାଥ, ଆତ୍ମ ଚିନ୍ତନ, ନୀତିଶିକ୍ଷା, ଗୁରୁ ବ୍ୟକ୍ତି ନୁହେଁ ଗୁରୁ ଶକ୍ତି, ଗୁରୁ ଅମୃତର ଖଣି, ଶଙ୍କର ଦିଗବିଜୟୀ, ଆର୍ଯ୍ୟାବର୍ତ୍ତର ମହା ମନୀଷୀ ଗଣ, ବୈଦିକ ଆଚାର୍ଯ୍ୟଗଣ ଆଦି ପୁସ୍ତକ ବେଶ ପାଠକୀୟ ଆଦୃତି ଲାଭ କରି ପାରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024
  ଜିଲ୍ଲା  
ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   28-Mar-2024
  ଜିଲ୍ଲା  
କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    27-Mar-2024
  ଜିଲ୍ଲା  
ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   27-Mar-2024

You Might Also Like