-+91-9937148622 |

prerana_bgr@rediffmail.com |

  Friday 19th April 2024 |

| | | |

R.N.I. Regd No. ODIODI/2010/46693

Breaking News

"ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   (19-Apr-2024)       ||      ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   (19-Apr-2024)       ||      ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   (19-Apr-2024)       ||      ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   (19-Apr-2024)       ||      ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   (19-Apr-2024)       ||      ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   (18-Apr-2024)       ||      ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   (18-Apr-2024)       ||      ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   (18-Apr-2024)       ||      ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ    (18-Apr-2024)       ||      ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   (18-Apr-2024)       ||      ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   (18-Apr-2024)       ||      ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   (18-Apr-2024)       ||      ମିଛ ଚିକିତ୍ସକ ପଦବୀ ପାଇଥିବା ବ୍ୟକ୍ତିଙ୍କ ସତ ଅବଦାନ   (18-Apr-2024)       ||      ସୁବର୍ଣ୍ଣପୁର ଜିଲ୍ଲା ଟ୍ରାକ୍ଟର ମାଲିକ ସଂଘ ର ମହାନତା ପ୍ରଶଂସନୀୟ   (18-Apr-2024)       ||      ବିଜେପି ପ୍ରାର୍ଥୀ ସୋମନାଥ ପୂଜାରୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (18-Apr-2024)       ||      ଲୋଇସିଂହାରେ ବିଜେଡି ର ଜୟ ଶ୍ରୀରାମ ନାରାଦେଇ ବାଇକ୍ ଶୋଭାଯାତ୍ରା ଓ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ   (18-Apr-2024)       ||      “ପ୍ରେରଣାର” ୧୯ତମ ସ୍ୱନକ୍ଷତ୍ର ଦିବସ ପାଳିତ.. ଲୋକଙ୍କ ସହଭାଗିତାରେ ବଲାଙ୍ଗୀରର ବିକାଶ ଆଗେଇଛି-କଳିକେଶ   (18-Apr-2024)       ||      ଚୈତ୍ର ନବରାତ୍ର ପର୍ବ ସମ୍ପନ୍ନ   (18-Apr-2024)       ||      ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ପାଳିତ   (17-Apr-2024)       ||      ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା   (17-Apr-2024)       ||     

HOME   ଜିଲ୍ଲା

ସାମ୍ବାଦିକ ଅରିନ୍ଦମ ଦାସଙ୍କ ବିୟୋଗରେ ପ୍ରେସ କ୍ଲବର ଶୋକସଭା

26-Sep-2021




କଣ୍ଟାବାଞ୍ଜି,(ଆନନ୍ଦ କୁମାର ମୋଟେ) : ବୈଦୁତିକ ଗଣମାଧ୍ୟମ ପ୍ରତିନିଧି ଅରିନ୍ଦମ ଦାସଙ୍କ ଅକାଲ ବିୟୋଗରେ କଣ୍ଟାବାଞ୍ଜି ପ୍ରେସ କ୍ଲବ  ପକ୍ଷରୁ ଶୋକସଭା ଅନୁଷ୍ଠିତ ହୋଇଥିଲା । ପ୍ରେସ କ୍ଲବ ସଭାପତି ପ୍ରଭଜିତ ସିଂ ସାଲୁଜାଙ୍କ ଆହ୍ୱାନ କ୍ରମେ ଏହି ଶୋକସଭା ଅନୁଷ୍ଠିତ ହୋଇଥିଲା । ଖବର ସଂଗ୍ରହଣ ସମୟରେ ଏକ ବଡ ଅଘଟଣ ଘଟିଥିଲା । ଯେଉଥିରେ ଅରିନ୍ଦମ ଦାସଙ୍କ ମୃତ୍ୟୁ ହୋଇଥିଲା । ନିର୍ଭୀକ , କର୍ତ୍ତବ୍ୟରତ, ସାହସି ସାମ୍ବାଦିକ ଥିଲେ ଅରିନ୍ଦମ । ପ୍ରେସ କ୍ଲବ ସଦସ୍ୟଙ୍କ ଦ୍ଵାରା ତାଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଅମର ଆତ୍ମା ଶାନ୍ତି ପାଇଁ ପ୍ରାର୍ଥନା  କରାଯାଇ ଶ୍ରଦ୍ଧାଞ୍ଜଲି ଦିଆଯାଇଥିଲା । ଏହି ଶୋକସଭାରେ ପ୍ରେସ କ୍ଲବ ଉପସଭାପତି ମନୋଜ ଶର୍ମା, ରଶ୍ମିରଂଜନ ପୁଟେଲ, ସହସଂପାଦକ ଦିପକ ୟାଦବ, କୋଷାଧ୍ୟକ୍ଷ କମଲଜିତ ସିଂ ମଖୀଜା, କାର୍ଯ୍ୟକାରି ସଭାପତି ସୁରଦାସ ବାଗ, ଉପଦେଷ୍ଟା ଆନନ୍ଦ ମୋଟେ, ଦୁର୍ଗା ପ୍ରଦାସ ଗୁପ୍ତା, ଆଶିଷ ଖଇତାନ, ଆଇନ ପରାମର୍ଶଦାତା ବିବେକ ଶର୍ମା, କାର୍ଯ୍ୟକାରି ସଦସ୍ୟ ଦିପକ ପାଣିଗ୍ରାହୀ, ସୁଶାନ୍ତ ବେହେରା, ସୁବ୍ରତ ମହାକୁଡ, ଜଗମୋହନ ତାଣ୍ଡି, ବିକାଶ ମିତ୍ତଲ, ରୋହନ ମହତ, ବିସିକେଶନ ମାଝି ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ଗ୍ରାମ ଡାକ୍ତର" କିମ୍ବା "କ୍ୱାକସ୍" ପ୍ରତି ନକାରାତ୍ମକ ମନୋଭାବ   19-Apr-2024
  ଜିଲ୍ଲା  
ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"   19-Apr-2024
  ଜିଲ୍ଲା  
ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ   19-Apr-2024
  ଜିଲ୍ଲା  
ସରକାରୀ ଯୋଜନାରେ ଅନ୍ତର୍ଭୁକ୍ତ କର୍ମଚାରୀମାନେ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ-ଭାଜପା   19-Apr-2024
  ରାଜ୍ୟ  
ବାଞ୍ଜିବାହାଲିରେ ବିଜେଡିର ବ୍ଲକ ସ୍ତରୀୟ ଏସ୍‌.ସି ସମାବେଶ   19-Apr-2024
  ଜିଲ୍ଲା  
ନାରାୟଣପ୍ରସାଦ ନିକଟରେ ମାଓ ପୋଷ୍ଟର   18-Apr-2024
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ଦୁଇ ଗୋଟି ବିଧାନସଭା ଏବଂ କଳାହାଣ୍ଡି ଲୋକସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନ ନେଇ ବିଜ୍ଞପ୍ତି ଜାରି, ଆଜି ଠାରୁ ନାମାଙ୍କନ ପାତ୍ର ଦାଖଲ, ଜିଲ୍ଲାପାଳ, ଏସ ପି ସାମ୍ବାଦିକ ସମ୍ମିଳନୀ   18-Apr-2024
  ମହାନଗର  
ନବୀନଙ୍କ ଦ୍ବୈତପ୍ରାର୍ଥୀତ୍ବରେ କଣ୍ଟାବାଞ୍ଜି  : କେଉଁଟି ହେବ ଜିଲ୍ଲା  , ଟିଟିଲାଗଡ ନା କଣ୍ଟାବାଞ୍ଜି  ?   18-Apr-2024
  ଜିଲ୍ଲା  
ମାନ୍ୟବର ମୁଖ୍ୟମନ୍ତ୍ରୀ କଂଟାବାଞ୍ଜି ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀପତ୍ର ଦାଖଲ ପୂର୍ବରୁ ବିଜେପୁର ନିର୍ବାଚନ ମଣ୍ଡଳୀରେ କଣ କରିଛନ୍ତି ଓ ବଲାଙ୍ଗିର ଜିଲ୍ଲା ପାଇଁ କଣ କରିବେ ଶ୍ୱେତ ପତ୍ର ପ୍ରକାଶ କରନ୍ତୁ   18-Apr-2024
  ରାଜନୀତି  
ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ   18-Apr-2024
  ଜିଲ୍ଲା  
ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ   18-Apr-2024
  ଜିଲ୍ଲା  
ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ   18-Apr-2024

You Might Also Like